୧୧ ମାର୍ଚ୍ଚ, ସୋମବାର; ଛୋଟ କଥାକୁ ନେଇ ମନରେ ଅଶାନ୍ତି ସୃଷ୍ଟି ହେବ

 ଦୂରସ୍ଥାନକୁ ଯାତ୍ରା କରିବା ସହିତ ସଫଳତା ମଧ୍ୟ ପାଇବେ ଓ ନୂଆ ବନ୍ଧୁ ସହିତ ମିଳନ ହେବ । ରାଜନୀତି କରୁଥିବା ବ୍ୟକ୍ତିଙ୍କୁ ପରିଶ୍ରମ ଅନୁସାରେ ଲାଭ ମିଳିବ ।

Rashi

Representational Image

Niharika Rout
  • Published: Monday, 11 March 2024
  • Updated: 11 March 2024, 07:32 AM IST

Sports

Latest News

ମେଷ: ବ୍ୟବସାୟରେ ଆୟ ଅପେକ୍ଷା ବ୍ୟୟ ଅଧିକ ହେବାରୁ ମନରେ ଅସ୍ଥିରତା ବୃଦ୍ଧି ହେବ । ସ୍ୱାମୀସ୍ତ୍ରୀ ମଧ୍ୟରେ ଛୋଟ କଥାକୁ ନେଇ ଅଶାନ୍ତି ସୃଷ୍ଟି ହେବ। ଛାତ୍ରଛାତ୍ରୀ ପଢାପଢିରେ ଉନ୍ନତି କରିବେ ଏବଂ ଚାକିରି କ୍ଷେତ୍ରରେ ସଫଳତା ପାଇବେ ।

ବୃଷ : ଦୂରସ୍ଥାନକୁ ଯାତ୍ରା କରିବା ସହିତ ସଫଳତା ମଧ୍ୟ ପାଇବେ ଓ ନୂଆ ବନ୍ଧୁ ସହିତ ମିଳନ ହେବ । ରାଜନୀତି କରୁଥିବା ବ୍ୟକ୍ତିଙ୍କୁ ପରିଶ୍ରମ ଅନୁସାରେ ଲାଭ ମିଳିବ । ମାଙ୍ଗଳିକ କାର୍ଯ୍ୟ ପାଇଁ ଶୁଭଖବର ମିଳିବ ଓ ଅଚାନକ ଅର୍ଥପ୍ରାପ୍ତି ହେବ ।

ମିଥୁନ: ଦୂରସ୍ଥାନକୁ ଗଲାବେଳେ ସାବଧାନତା ସହିତ ଯାଆନ୍ତୁ ଏବଂ କାହାରି ସହିତ କଳହ କରନ୍ତୁ ନାହିଁ। ଦାମ୍ପତ୍ୟ ଜୀବନ ସୁଖମୟ ରହିବ ଏବଂ ପୂଜାପୁଜିରେ ସମୟ ଅତିବାହିତ କରିବେ । ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ, ନୂଆ ବନ୍ଧୁଙ୍କ ସହିତ ମିଳନ ହେବ ।

କର୍କଟ: ଚାକିରି କ୍ଷେତ୍ରରେ ପଦୋନ୍ନତି ମିଳିବ ଏବଂ ନୂଆ ବନ୍ଧୁଙ୍କ ସହିତ ମିଳନ ହେବ । ମାଙ୍ଗଳିକ କାର୍ଯ୍ୟରେ ଯୋଗ ଦେବାରୁ ମନ ଖୁସି ରହିବ ଓ ସୁସ୍ୱାଦୁ ଭୋଜନ କରିବେ । ସାମାଜିକ କ୍ଷେତ୍ରରେ ଅଧିକ ସମୟ ଅତିବାହିତ କରିବା ସହିତ ମାନସମ୍ମାନ ମିଳିବ ।

ସିଂହ: ସହକର୍ମୀମାନଙ୍କ ସହଯୋଗ ପାଇ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ। ସରକାରୀ କାମରେ ସଫଳତା ପାଇବେ ଓ ଅଚାନକ ଭାବରେ ଧନ ଲାଭ ହେବ । ଶରୀର ଭଲ ରହିବା ସହ ନୂତନ କର୍ମପ୍ରାପ୍ତି ହୋଇପାରେ ।

କନ୍ୟା: ବ୍ୟବସାୟରେ ଆଶାତୀତ ଲାଭ ପାଇବେ ଓ ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସିତ ହେବେ । ସନ୍ତାନର ସୁଖବର ଶୁଣି ଖୁସି ହେବେ ଓ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ। ନିଜର ଚତୁରତା ଓ ବିବେକ ହେତୁ ବିପରୀତ ପରିସ୍ଥିତିକୁ ମୁକାବିଲା କରିବେ ।

ତୁଳା: ସହକର୍ମୀମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ରାଜନୀତିରେ ଲୋକପ୍ରିୟତା ହାସଲ କରି ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ । ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ ଓ ଦୂରଯାତ୍ରା କରି ମନ ଖୁସି ରହିବ ।

ବିଚ୍ଛା: ଶାରିରୀକ ସୁସ୍ଥତା ଦେଖା ଦେବା ସହ ମାନସିକ ଶାନ୍ତି ମିଳିବ । ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବା ସହ କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ।

ଧନୁ: ନୂତନ ବ୍ୟବସାୟ ଆରମ୍ଭ କରିବେ ଓ ବନ୍ଧୁଙ୍କର ସହଯୋଗ ପାଇବେ। ସ୍ୱାସ୍ଥ୍ୟରେ ଅବନତି ଦେଖାଯିବାରୁ ମନ ଭଲ ରହିବ ନାହିଁ । ରାଜନୀତିରେ ଥିବା ବ୍ୟକ୍ତି କର୍ମକ୍ଷେତ୍ରରେ ମାନସମ୍ମାନ ପାଇବେ ।

ମକର: ବ୍ୟବସାୟୀମାନେ ନୂଆ ବ୍ୟବସାୟ କରିବା ପାଇଁ ମନ ବଳାଇବେ ଓ ଦୂରସ୍ଥାନକୁ ଯାତ୍ରା କରିବେ । ରାଜନୀତି କରୁଥିବା ବ୍ୟକ୍ତିଙ୍କୁ ଶୁଭଫଳ ମିଳିବ ଓ ଅଟକିଥିବା କାର୍ଯ୍ୟ ସମ୍ପାଦନ ହେବ । ସ୍ୱାସ୍ଥ୍ୟରେ ସୁଧାର ଆସିବାରୁ ମନରେ ଖୁସି ଅନୁଭବ କରିବେ ।

କୁମ୍ଭ: ନିଜର ସାହସ ଓ ପରିଶ୍ରମ ଯୋଗୁ କଠିନ କାର୍ଯ୍ୟରେ ସଫଳତା ଲାଭ କରିବେ । ମାଙ୍ଗଳିକ କାର୍ଯ୍ୟ ପାଇଁ ଶୁଭଖବର ମିଳିବାରୁ ମନ ଖୁସି ରହିବ। ଛାତ୍ରଛାତ୍ରୀ ପାଠପଢ଼ାରେ ଉନ୍ନତି କରିବେ ଓ ଚାକିରି ପାଇଁ ଦୂରସ୍ଥାନକୁ ଯାତ୍ରା କରିବେ।

ମୀନ: କର୍ମକ୍ଷେତ୍ରରେ ଖୁସି ଖବର ମିଳିବ ଏବଂ ନୂଆ ବନ୍ଧୁଙ୍କ ସହିତ ମିଳନ ହେବ । ବ୍ୟବସାୟରେ ଆଶାନୁରୂପ ଲାଭ ମିଳିବ ଓ ଘର ପାଇଁ ନୂଆ ଦ୍ରବ୍ୟ କ୍ରୟ କରିବେ । ରାଜନୀତି କରୁଥିବା ବ୍ୟକ୍ତିଙ୍କୁ ଶୁଭଫଳ ମିଳିବା ସହିତ ଅଚାନକ ଅର୍ଥପ୍ରାପ୍ତି ହେବ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story