୧୧ ଡିସେମ୍ବର, ଶନିବାର; ବନ୍ଧୁଙ୍କ ସହଯୋଗ ପାଇବେ

ମେଷ: କର୍ମ ସଂସ୍ଥାନରେ ବିବାଦ ଦେଖା ଦେଇପାରେ। ଶତ୍ରୁମାନଙ୍କ ଉପରେ ବିଜୟ ଲାଭ କରିବେ। ବୃଷ: ମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଅଟକି ରହିଥିବା କାର୍ଯ୍ୟ ଆଜି ସମ୍ପୂର୍ଣ୍ଣ କରିବେ। ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ। ମିଥୁନ: କର୍ମକ୍ଷେତ୍ରରେ ବାଦବିବାଦ ଦେଖା ଦେଇପାରେ। ଅପମାନ ପାଇପାରନ୍ତି, ସତର୍କ ରୁହନ୍ତୁ। ବନ୍ଧୁଙ୍କ ସହଯୋଗ ପାଇବେ। କର୍କଟ: ବ୍ୟବସାୟରେ ଆୟ ଭଲ ହେବ। ମୂଲ୍ୟବାନ ଦ୍ରବ୍ୟ କ୍ରୟ କରିବେ। ପାରିବାରିକ ଶାନ୍ତି ପାଇବେ। ସିଂହ: ମାନ-ସମ୍ମାନ ପାଇବେ। ବ୍ୟବସାୟରେ ଅଧିକ ଲାଭ ହେବ। ପରିବାର ସଦସ୍ୟଙ୍କ […]

RASI

RASI

Tapaswini Nayak
  • Published: Saturday, 11 December 2021
  • Updated: 11 December 2021, 07:47 AM IST

Sports

Latest News

ମେଷ: କର୍ମ ସଂସ୍ଥାନରେ ବିବାଦ ଦେଖା ଦେଇପାରେ। ଶତ୍ରୁମାନଙ୍କ ଉପରେ ବିଜୟ ଲାଭ କରିବେ।

ବୃଷ: ମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଅଟକି ରହିଥିବା କାର୍ଯ୍ୟ ଆଜି ସମ୍ପୂର୍ଣ୍ଣ କରିବେ। ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ।

ମିଥୁନ: କର୍ମକ୍ଷେତ୍ରରେ ବାଦବିବାଦ ଦେଖା ଦେଇପାରେ। ଅପମାନ ପାଇପାରନ୍ତି, ସତର୍କ ରୁହନ୍ତୁ। ବନ୍ଧୁଙ୍କ ସହଯୋଗ ପାଇବେ।

କର୍କଟ: ବ୍ୟବସାୟରେ ଆୟ ଭଲ ହେବ। ମୂଲ୍ୟବାନ ଦ୍ରବ୍ୟ କ୍ରୟ କରିବେ। ପାରିବାରିକ ଶାନ୍ତି ପାଇବେ।

ସିଂହ: ମାନ-ସମ୍ମାନ ପାଇବେ। ବ୍ୟବସାୟରେ ଅଧିକ ଲାଭ ହେବ। ପରିବାର ସଦସ୍ୟଙ୍କ ସହ ବାହାରକୁ ବୁଲିବାକୁ ଯାଇପାରନ୍ତି।

କନ୍ୟା: କର୍ମକ୍ଷେତ୍ରରେ ଶୁଭ ଫଳ ପାଇବେ। ଉଚ୍ଚ ପଦାଧିକାରୀଙ୍କ ଠାରୁ ସମ୍ମାନିତ ହେବେ। ଆୟ ଅଧିକ ହେବ।

ତୁଳା: କୌଣସି କଥାକୁ ନେଇ କଳହ ସୃଷ୍ଟି ହୋଇପାରେ। ପରିବାରର କୌଣସି ସଦସ୍ୟଙ୍କ ସହ ମନାନ୍ତର ଘଟିପାରେ।

ବିଛା: ଆଜି ଦିନଟି ଭଲରେ କଟିବ। ଘରକୁ ଅତିଥି ଆସିପାରନ୍ତି। ଶାରୀରିକ ସୁସ୍ଥତା ଅନୁଭବ କରିବେ।

ଧନୁ: ଆର୍ଥିକ ଅବସ୍ଥା ସ୍ୱଚ୍ଛଳ ରହିବ। ବ୍ୟବସାୟରେ ଲାଭ ହେବ। ଦୂରସ୍ଥାନକୁ ଯାତ୍ରା କରିବେ।

ମକର: ଛାତ୍ରଛାତ୍ରୀମାନେ ପାଠପଢାରେ ମନ ଦେବେ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ।

କୁମ୍ଭ: କୌଣସି କଥାକୁ ନେଇ ଚିନ୍ତିତ ରହିବେ। ଆୟ ଅପେକ୍ଷା ବ୍ୟୟ ଅଧିକ ହେବ। ବନ୍ଧୁଙ୍କ ସହ ବାହାରକୁ ବୁଲିବାକୁ ଯାଇପାରନ୍ତି।

ମୀନ: ଆଜି ଦିନଟି ଭଲରେ କଟିବ। ବକେୟା ଅର୍ଥ ପ୍ରାପ୍ତ ହେବ। ସୁସମ୍ବାଦ ପ୍ରାପ୍ତି ହେବ।

 

 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos