୧୧ ଜାନୁଆରୀ, ଶୁକ୍ରବାର: ଅନୈତିକ କାର୍ଯ୍ୟଠାରୁ ଦୂରେଇ ରୁହନ୍ତୁ

ମେଷ: ହସଖୁସିରେ ସମୟ ବିତାଇବେ। ଉପହାର ମିଳିବ। ଖର୍ଚ୍ଚ ବଢ଼ିବ। ବୃଷ:  ନୂତନ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ଉଚ୍ଚଅଧିକାରୀଙ୍କ ସହଯୋଗ ମିଳିବ। ପରିବାରରେ ହସଖୁସିର ପରିବେଶ ରହିବ। ମିଥୁନ: ନୂତନ କାର୍ଯ୍ୟରେ ଯୋଗ ଦିଅନ୍ତୁ ନାହିଁ। ଅଧିକ ପରିଶ୍ରମ କରିବେ। ଅଳସୁଆ ଅନୁଭବ କରିବେ। କର୍କଟ: ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଅନୈତିକ କାର୍ଯ୍ୟଠାରୁ ଦୂରେଇ ରୁହନ୍ତୁ। ସିଂହ: ବିବାହ ସ୍ଥିର ହୋଇପାରେ। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। କୋର୍ଟ କଚେରୀ କାର୍ଯ୍ୟରେ […]

Rasi-Fala

Jyoshna Pradhan
  • Published: Friday, 11 January 2019
  • , Updated: 11 January 2019, 07:34 AM IST

ମେଷ: ହସଖୁସିରେ ସମୟ ବିତାଇବେ। ଉପହାର ମିଳିବ। ଖର୍ଚ୍ଚ ବଢ଼ିବ।

ବୃଷ:  ନୂତନ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ଉଚ୍ଚଅଧିକାରୀଙ୍କ ସହଯୋଗ ମିଳିବ। ପରିବାରରେ ହସଖୁସିର ପରିବେଶ ରହିବ।

ମିଥୁନ: ନୂତନ କାର୍ଯ୍ୟରେ ଯୋଗ ଦିଅନ୍ତୁ ନାହିଁ। ଅଧିକ ପରିଶ୍ରମ କରିବେ। ଅଳସୁଆ ଅନୁଭବ କରିବେ।

କର୍କଟ: ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଅନୈତିକ କାର୍ଯ୍ୟଠାରୁ ଦୂରେଇ ରୁହନ୍ତୁ।

ସିଂହ: ବିବାହ ସ୍ଥିର ହୋଇପାରେ। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। କୋର୍ଟ କଚେରୀ କାର୍ଯ୍ୟରେ ସଫଳତା ମିଳିବ।

କନ୍ୟା: ଶରୀର ଫୂର୍ତ୍ତି ରହିବ। ଶୁଭ ଖବର ଶୁଣି ପାରନ୍ତି। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ।

ତୁଳା: ପିଲାଙ୍କ ଭବିଷ୍ୟତକୁ ନେଇ ଚିନ୍ତିତ ରହିବେ। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।

ବିଚ୍ଛା: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ।

ଧନୁ: ଦୂରସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ଭାଗ୍ୟ ବୃଦ୍ଧି ହେବ। ମାନ-ସମ୍ମାନ ମିଳିବ।

ମକର: ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ଆଖିରେ ଯନ୍ତ୍ରଣା ଅନୁଭବ କରିବେ।

କୁମ୍ଭ: ଦିନଟି ଭଲରେ କଟିବ। ମନ ପ୍ରସନ୍ନ ରହିବ। ଆଧ୍ୟାତ୍ମିକ ସ୍ଥାନକୁ ବୁଲାବୁଲି କରିବାକୁ ଯାଇପାରନ୍ତି।

ମୀନ: ଆର୍ଥିକ ସ୍ଥିତି ଭଲ ରହିବ। ମନରେ ଏକାଗ୍ରତା ରହିବ ନାହିଁ। ଧାର୍ମିକ କାର୍ଯ୍ୟରେ ଟଙ୍କା ଖର୍ଚ୍ଚ ହୋଇପାରେ।

Related story