୧୧ ଜୁନ୍‌, ରବିବାର: ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡ଼ିପାରେ

ଆଶା କରୁଥିବା କାମଟି ବନ୍ଧୁଙ୍କ ମାଧ୍ୟମରେ ସହଜରେ ହୋଇଯିବ।

Rashi

Representational Image

Jitendra Garnayak
  • Published: Sunday, 11 June 2023
  • Updated: 11 June 2023, 07:40 AM IST

Sports

Latest News

ମେଷ: ପରୀକ୍ଷା, ପ୍ରତିଯୋଗିତା ଓ ସାକ୍ଷାତକାରରେ ସଫଳ ହେବେ। ପ୍ରତିକୂଳ ପରିସ୍ଥିତିର ସାମ୍ନା କରିପାରିବେ। ରାସ୍ତାଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ।

ବୃଷ: ସ୍ୱାସ୍ଥ୍ୟ ସମସ୍ୟା ଦୂର ହେବ। ନିର୍ମାଣାଧୀନ କାର୍ଯ୍ୟକୁ ଆଗେଇ ନେବେ। ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ।

ମିଥୁନ: ବିରୋଧୀମାନେ ପରାସ୍ତ ହେବେ। ରାଜନୀତି କ୍ଷେତ୍ରରେ ସଫଳତା ପାଇବେ। ସମସ୍ତ କାର୍ଯ୍ୟ ଆପଣଙ୍କ ଇଚ୍ଛା ଅନୁସାରେ ସଂପନ୍ନ ହେବ। ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ।

କର୍କଟ: ଆଶା କରୁଥିବା କାମଟି ବନ୍ଧୁଙ୍କ ମାଧ୍ୟମରେ ସହଜରେ ହୋଇଯିବ। ଅସହାୟ ମାନଙ୍କୁ ସାହାଯ୍ୟ କରିବା ଦ୍ୱାରା ସାଧାରଣ ଲୋକମାନେ ସମ୍ମାନ ଦେବେ।

ସିଂହ: ସାହିତ୍ୟ ଓ କଳା କ୍ଷେତ୍ରରେ କାମ କରୁଥିବା ଲୋକେ ସମ୍ମାନିତ ହେବେ। ଲୋକସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ଅନାବଶ୍ୟକ ଖର୍ଚ୍ଚ ଅଧିକରୁ ଅଧିକ ହେବା ଫଳରେ ଚିନ୍ତିତ ହେବେ।

କନ୍ୟା: ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। ସମ୍ପତ୍ତି ସମ୍ବନ୍ଧୀୟ ବିବାଦର ସମାଧାନ ହେବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ। ଧନଲାଭ ହେବା ଯୋଗୁ ଅଧାରେ ରହିଥିବା କାର୍ଯ୍ୟକୁ ସଂପୂର୍ଣ୍ଣ କରିବେ।

Also Read

ତୁଳା: ସ୍ୱାସ୍ଥ୍ୟରେ ପରିବର୍ତ୍ତନ ଦେଖାଦେବ। ଜନକଲ୍ୟାଣ କାର୍ଯ୍ୟ କରି ପ୍ରଶଂସିତ ହେବେ। ବ୍ୟବସାୟରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ।

ବିଛା: ରାଜନୀତିରେ ବାକ୍ୟ ସଂଯମତା ରଖିଲେ ଉଚ୍ଚପ୍ରଶଂସିତ ହେବେ। ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ। କୌଣସି ଧାର୍ମିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି।

ଧନୁ: ସାହିତ୍ୟ, କଳା, ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ। କୌଣସି କାମପ୍ରତି ମନ ଲାଗିବ ନାହିଁ। ସମାଲୋଚିତ ହୋଇପାରନ୍ତି। ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡ଼ିପାରେ।

ମକର: ସ୍ଥଗିତଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ଆର୍ଥିକ ସଙ୍କଟ ଦୂରେଇ ଯିବ। କର୍ମକ୍ଷେତ୍ରରେ ସବୁ ଠିକ୍‌ଠାକ୍ ରହିବ। ଋଣ ପରିଶୋଧ କରିବାରେ ସଫଳ ହେବେ।

କୁମ୍ଭ: ସମାଜ କଲ୍ୟାଣ ପାଇଁ ନିଜକୁ ଉତ୍ସର୍ଗୀକୃତ କରିବା ଫଳରେ ପ୍ରଶଂସିତ ହେବେ। ସହଯୋଗୀମାନେ ସହଯୋଗ କରିବା ଫଳରେ କୌଣସି ବଡ଼ ସମସ୍ୟାର ସମାଧାନ ହୋଇଯିବ।

ମୀନ: ଦୂରଯାତ୍ରା କରିପାରନ୍ତି। ଧନ ପ୍ରାପ୍ତି ହେବ। ଯେଉଁ ଜିନିଷ ପାଇବା ପାଇଁ ଆଶା କରିଥିଲେ ତାହା ନିଶ୍ଚିତ ଭାବେ ପାଇବେ। ନୂତନକର୍ମ ପ୍ରାପ୍ତିର ସୁଯୋଗ ପାଇବେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story