୧୧ ମାର୍ଚ୍ଚ, ଶନିବାର: ଦୂରଯାତ୍ରା କଲେ ହଇରାଣ ହେବେ

ପରୀକ୍ଷା ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବା ସହ ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ । ବ୍ୟବସାୟରେ ନିଜର ଯୋଜନା ମୁତାବକ କାମ କରିବେ । ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ ।

Rashi PhotoOR

Rashi

Niharika Rout
  • Published: Saturday, 11 March 2023
  • Updated: 11 March 2023, 07:34 AM IST

Sports

Latest News

ମେଷ: ମିତ୍ରଙ୍କ ସାହାଯ୍ୟ ଦ୍ୱାରା ବିଗିଡି ଥିବା କାମ ସଜାଡି ହେବ। କର୍ମକ୍ଷେତ୍ରରେ ଉଚ୍ଚଧିକାରୀ ସହକର୍ମୀଙ୍କ ସହ ବାଦବିବାଦ ମେଣ୍ଟିଯିବ, ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରିପାରିବେ।

ବୃଷ: ପରୀକ୍ଷା ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବା ସହ ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ । ବ୍ୟବସାୟରେ ନିଜର ଯୋଜନା ମୁତାବକ କାମ କରିବେ । ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ ।

ମିଥୁନ: ରାଜନୈତିକ କ୍ଷେତ୍ରରେ ବନ୍ଧୁ, ମିତ୍ର ଏବଂ ଉଚ୍ଚ ପଦାଧିକାରୀଙ୍କଠାରୁ ସାହାଯ୍ୟ ସହଯୋଗ ପାଇବେ। ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହେବା ସହ ଆର୍ଥିକ ଚିନ୍ତା ଦୂର ହେବ । ସନ୍ତାନଙ୍କ ସୁଖବର ପାଇବା ଫଳରେ ଖୁସି ହେବେ।

କର୍କଟ: ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହୋଇପାରେ । ପରିବାର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟପୂର୍ଣ୍ଣ ସଂପର୍କ ରହିବ। ବ୍ୟବସାୟ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ।

ସିଂହ: ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ। ରାଜନୀତି କ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ନେଇ ପ୍ରଶଂସିତ ହେବେ। ପାରିବାରିକ ଜୀବନ ଆନନ୍ଦମୟ ହେବା ସହ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ।

କନ୍ୟା: ବ୍ୟବସାୟରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ଭାଇ ଭଉଣୀମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବା ସହ ପାରିବାରିକ ଜୀବନରେ ଶାନ୍ତି ପାଇବେ । ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ ।

ତୁଳା: ବନ୍ଧୁ ଓ ପରିବାର ଲୋକଙ୍କ ସମର୍ଥନରେ ଅସମ୍ଭବ ଲାଗୁଥିବା କାର୍ଯ୍ୟକୁ ତ୍ୱରାନ୍ୱିତ କରି ଶେଷ ପର୍ଯ୍ୟାୟରେ ପହଞ୍ଚାଇବେ। ପାରିବାରିକ ଜୀବନରେ ସୁଖଶାନ୍ତି ମିଳିବ। ବିଳାସବ୍ୟସନ ଦ୍ରବ୍ୟ କ୍ରୟ କରିବେ।

ବିଛା: ବ୍ୟବସାୟ କ୍ଷେତ୍ରରେ ଥିବା ଲୋକେ ବେଶ୍ ସଫଳତା ପାଇବେ। ନୂତନ ସମ୍ପର୍କ ସ୍ଥାପନ କ୍ଷେତ୍ରରେ କିଛିଟା ସମସ୍ୟା ଦେଖାଦେଇପାରେ। କଳା, ପ୍ରଶାସନ ଓ ରାଜନୀତି କ୍ଷେତ୍ରରେ ସ୍ଥିତିକୁ ସୁଦୃଢ଼ ରଖିବାରେ ସମର୍ଥ ହେବେ।

ଧନୁ: ବନ୍ଧୁଙ୍କ ସହ ଦୂର ଯାତ୍ରା କରିପାରନ୍ତି। ବକେୟା ଅର୍ଥ ଲାଭ ହେବ। ଅସୁସ୍ଥ ଅନୁଭବ କରିବେ। ପ୍ରତିଯୋଗିତାରେ ସଫଳତା ମିଳିବ। ଅଫିସ୍ କାମରେ ଯୁକ୍ତିଯୁକ୍ତ କଥା କହି ବିବାଦ ଭିତରକୁ ପଶିଯାଇପାରନ୍ତି।

ମକର: ସ୍ୱାସ୍ଥ୍ୟ ଉତ୍ତମ ରହିବା ସହ, ଆକସ୍ମିକ ଧନ ପ୍ରାପ୍ତି ହୋଇପାରେ। ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିବ। ଉଚ୍ଚବିଦ୍ୟା ଅଧ୍ୟୟନ ପାଇଁ ବାହ୍ୟ ଦେଶକୁ ଯାତ୍ରା କରିପାରିବେ।

କୁମ୍ଭ: ସମାଜିକ କାର୍ଯ୍ୟର ଦାୟିତ୍ୱ ନେଇ ଧାଁଦୌଡ କରିବା ଫଳରେ କଷ୍ଟ ସ୍ୱୀକାର କରିପାରନ୍ତି । ପରିବାରରେ ମନୋମାଳିନ୍ୟ ମେଣ୍ଟିଯିବା ଫଳରେ ସୁସ୍ଥ ବାତାବରଣ ଜାରି ରହିବ। ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢି ପାରିବେ।

ମୀନ: ଛାତ୍ରଛାତ୍ରୀମାନେ ଶିକ୍ଷାକୁ ଉଚିତ୍ ମନେକରି ପାଠପଢାରେ ମନଯୋଗ ଦେବେ । ଉଚ୍ଚପଦସ୍ଥ କର୍ମକର୍ତ୍ତାମାନଙ୍କର କର୍ମଉପରେ ନଜର ପଡ଼ିପାରେ । ଖାଦ୍ୟପେୟ ପ୍ରତି ସଜାଗ ନ ରହିଲେ ସ୍ୱାସ୍ଥ୍ୟ ହାନୀ ହୋଇପାରେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story