୧୧ ନଭେମ୍ୱର, ରବିବାର: ଖୁସିରେ ରହିବେ

ମେଷ: ଅଳସୁଆ ଅନୁଭବ କରିବେ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ବୃଷ: ଅସୁସ୍ଥ ଅନୁଭବ କରିବେ। ନୂତନ  କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ। ଖାଦ୍ୟପେୟ ପ୍ରତି ଧ୍ୟାନ ରଖନ୍ତୁ। ଯୋଗ କରନ୍ତୁ। ମିଥୁନ:  ଖୁସିରେ ରହିବେ। ବନ୍ଧୁଙ୍କ ସହ ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇ ପାରନ୍ତି। ଦାମ୍ପତ୍ୟ ଜୀବନ ଭଲରେ କଟିବ। କର୍କଟ:  ଖର୍ଚ୍ଚ ବଢ଼ିବ। ଆର୍ଥିକ ସ୍ଥିତି ଭଲ ରହିବ। ମାନ-ସମ୍ମାନ ମିଳିବ। ଘରେ ମାଙ୍ଗଳିକକାର୍ଯ୍ୟ ଅନୁଷ୍ଠିତ ହୋଇପାରେ। […]

Rasi-Fala

Rasi-Fala

Jyoshna Pradhan
  • Published: Sunday, 11 November 2018
  • Updated: 11 November 2018, 07:49 AM IST

Sports

Latest News

ମେଷ: ଅଳସୁଆ ଅନୁଭବ କରିବେ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ।

ବୃଷ: ଅସୁସ୍ଥ ଅନୁଭବ କରିବେ। ନୂତନ  କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ। ଖାଦ୍ୟପେୟ ପ୍ରତି ଧ୍ୟାନ ରଖନ୍ତୁ। ଯୋଗ କରନ୍ତୁ।

ମିଥୁନ:  ଖୁସିରେ ରହିବେ। ବନ୍ଧୁଙ୍କ ସହ ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇ ପାରନ୍ତି। ଦାମ୍ପତ୍ୟ ଜୀବନ ଭଲରେ କଟିବ।

କର୍କଟ:  ଖର୍ଚ୍ଚ ବଢ଼ିବ। ଆର୍ଥିକ ସ୍ଥିତି ଭଲ ରହିବ। ମାନ-ସମ୍ମାନ ମିଳିବ। ଘରେ ମାଙ୍ଗଳିକକାର୍ଯ୍ୟ ଅନୁଷ୍ଠିତ ହୋଇପାରେ।

ସିଂହ: ଶରୀର ସୁସ୍ଥ ରହିବ। ଖୁସି ଖବର ଶୁଣି ପାରନ୍ତି। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ଧାର୍ମିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି।

କନ୍ୟା: ଚିନ୍ତିତ ରହିବେ।  ବୁଝିବିଚାରି କାର୍ଯ୍ୟ କରନ୍ତୁ । ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ।

ତୁଳା: ଦିନଟି ଭଲରେ କଟିବ। ଭାଇ-ଭଉଣୀଙ୍କ ମଧ୍ୟରେ ସମ୍ପର୍କ ଭଲ ରହିବ। ନୂତନ କାର୍ଯ୍ୟ କରିବା ପାଇଁ ଯୋଜନା କରିପାରନ୍ତି।

ବିଚ୍ଛା: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ପରିବାରରେ ହସଖୁସିର ପରିବେଶ ରହିବ। ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ।

ଧନୁ: ଛାତ୍ରଛାତ୍ରୀମାନେ ମନ ଦେଇ ପାଠ ପଢ଼ନ୍ତୁ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

ମକର: ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଆର୍ଥିକ ସ୍ଥିତି ଏତେଟା ଭଲ ରହିବ ନାହିଁ। ଧାର୍ମିକ ସ୍ଥାନକୁ ଯାଇ ପାରନ୍ତି।

କୁମ୍ଭ: ବ୍ୟବସାୟରେ ଲାଭ ମିଳିବ। ନୂତନ ଯାନବାହନ କିଣି ପାରନ୍ତି। ତରବର ହୋଇ ନିଷ୍ପତ୍ତି ନିଅନ୍ତୁ ନାହିଁ। କ୍ୟାରିଅରରେ ସଫଳତା ମିଳିବ।

ମୀନ: ମନ ପ୍ରଫୁଲ୍ଲିତ ରହିବ। କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story