ମେଷ: ଅଳସୁଆ ଅନୁଭବ କରିବେ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ।
ବୃଷ: ଅସୁସ୍ଥ ଅନୁଭବ କରିବେ। ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ। ଖାଦ୍ୟପେୟ ପ୍ରତି ଧ୍ୟାନ ରଖନ୍ତୁ। ଯୋଗ କରନ୍ତୁ।
ମିଥୁନ: ଖୁସିରେ ରହିବେ। ବନ୍ଧୁଙ୍କ ସହ ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇ ପାରନ୍ତି। ଦାମ୍ପତ୍ୟ ଜୀବନ ଭଲରେ କଟିବ।
କର୍କଟ: ଖର୍ଚ୍ଚ ବଢ଼ିବ। ଆର୍ଥିକ ସ୍ଥିତି ଭଲ ରହିବ। ମାନ-ସମ୍ମାନ ମିଳିବ। ଘରେ ମାଙ୍ଗଳିକକାର୍ଯ୍ୟ ଅନୁଷ୍ଠିତ ହୋଇପାରେ।
ସିଂହ: ଶରୀର ସୁସ୍ଥ ରହିବ। ଖୁସି ଖବର ଶୁଣି ପାରନ୍ତି। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ଧାର୍ମିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି।
କନ୍ୟା: ଚିନ୍ତିତ ରହିବେ। ବୁଝିବିଚାରି କାର୍ଯ୍ୟ କରନ୍ତୁ । ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ।
ତୁଳା: ଦିନଟି ଭଲରେ କଟିବ। ଭାଇ-ଭଉଣୀଙ୍କ ମଧ୍ୟରେ ସମ୍ପର୍କ ଭଲ ରହିବ। ନୂତନ କାର୍ଯ୍ୟ କରିବା ପାଇଁ ଯୋଜନା କରିପାରନ୍ତି।
ବିଚ୍ଛା: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ପରିବାରରେ ହସଖୁସିର ପରିବେଶ ରହିବ। ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ।
ଧନୁ: ଛାତ୍ରଛାତ୍ରୀମାନେ ମନ ଦେଇ ପାଠ ପଢ଼ନ୍ତୁ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।
ମକର: ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଆର୍ଥିକ ସ୍ଥିତି ଏତେଟା ଭଲ ରହିବ ନାହିଁ। ଧାର୍ମିକ ସ୍ଥାନକୁ ଯାଇ ପାରନ୍ତି।
କୁମ୍ଭ: ବ୍ୟବସାୟରେ ଲାଭ ମିଳିବ। ନୂତନ ଯାନବାହନ କିଣି ପାରନ୍ତି। ତରବର ହୋଇ ନିଷ୍ପତ୍ତି ନିଅନ୍ତୁ ନାହିଁ। କ୍ୟାରିଅରରେ ସଫଳତା ମିଳିବ।
ମୀନ: ମନ ପ୍ରଫୁଲ୍ଲିତ ରହିବ। କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ।