୧୧ ଅକ୍ଟୋବର, ବୁଧବାର; ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବ

ସୁଖ ସମୃଦ୍ଧି ବୃଦ୍ଧି ହେବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ ଓ ଯାତ୍ରାରେ ଲାଭବାନ ହେବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦିର ସମସ୍ୟା ସମାଧାନ କରିବେ ।

Rashi

Representational Image

Niharika Rout
  • Published: Wednesday, 11 October 2023
  • Updated: 11 October 2023, 07:50 AM IST

Sports

Latest News

ମେଷ: କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନଶୀଳତା କାଏମ ରହିବ । ରାଜନୀତିରେ ଉନ୍ନତି ହେବାସହ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ପାଇବ ।

ବୃଷ: ସୁଖ ସମୃଦ୍ଧି ବୃଦ୍ଧି ହେବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ ଓ ଯାତ୍ରାରେ ଲାଭବାନ ହେବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦିର ସମସ୍ୟା ସମାଧାନ କରିବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ ।

ମିଥୁନ: ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ନିଜର ଲୋକମାନେ ସାହାଯ୍ୟ ସହଯୋଗର ହାତ ବଢେଇବେ ।

କର୍କଟ: ଆଧ୍ୟାତ୍ମିକ ଭାବଧାରରେ ଉଦବୁଦ୍ଧ ହୋଇ ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ । ବ୍ୟବସାୟରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ । ରାସ୍ତାଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍।

ସିଂହ: ଶୁଭ କାମ କରି ପ୍ରଶଂସିତ ହେବେ ଓ ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ। ରାଜନୀତି କ୍ଷେତ୍ରରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ। ଭାଗିଦାରଙ୍କ ସହ ମିଶି ବ୍ୟବସାୟ ବୃଦ୍ଧି କରିବେ ।

କନ୍ୟା: ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି । ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

ତୁଳା: ପୁରାତନ ରୋଗ ପ୍ରକୋପର ଉପଶମ ହୋଇ ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟାର ସମାଧାନ ହେବା ଫଳରେ ବଡ କାମ କରିବାକୁ ଇଚ୍ଛା ଜାଗ୍ରତ ହେବ। ଅଧ୍ୟୟନ, ଅଧ୍ୟାପନା ଓ ଅନୁସନ୍ଧାନ ପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ।

ବିଛା: କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଆତ୍ମୀୟମାନେ ସମାଲୋଚନା କରିପାରନ୍ତି। ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ।

ଧନୁ: କୌଣସି ବ୍ୟକ୍ତି ପରୋକ୍ଷରେ ଆକ୍ଷେପ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ସମ୍ମାନ ପ୍ରାପ୍ତିର ଯୋଗ ରହିଛି।  ଅସାବଧାନତା କାରଣରୁ କୌଣସି ଜିନିଷ ହଜି ଯାଇପାରେ।

ମକର: କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କଠାରୁ ପ୍ରଶଂସିତ ହେବେ । କଳା, ସାହିତ୍ୟ,ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ । ସତର୍କତା ଅବଲମ୍ବନ ନକଲେ ଦୁର୍ଘଟଣାର ସମ୍ମୁଖୀନ ହୋଇପାରନ୍ତି।

କୁମ୍ଭ: ସ୍ୱାସ୍ଥ୍ୟ ସମସ୍ୟା ସୁଧୁରି ଯିବା ଫଳରେ ଆୟ ଉପାର୍ଜନ କ୍ଷେତ୍ର ପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ଆର୍ଥିକ ସ୍ଥିତି ସୁଦୃଢ଼ ହେବା ଫଳରେ ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ବ୍ୟବସାୟ ଶୁଭାରମ୍ଭ କରିବାର ସୁଯୋଗ ପାଇବେ ଓ କର୍ମନିଯୁକ୍ତି କ୍ଷେତ୍ରରେ ସଫଳ ହେବେ ।

ମୀନ:  ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବା ସହ ସାମାଜିକ ପ୍ରତିଷ୍ଠା ମାନ-ସମ୍ମାନ ବୃଦ୍ଧି ହେବ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବାସହ ମହତ୍ୱପୂର୍ଣ୍ଣ ସମାଚାର ଶୁଣିବେ । ପାରିବାରିକ ଅଶାନ୍ତି ଦୂରେଇ ଯାଇ ଦାମ୍ପତ୍ୟ ସୁଖରେ ସୁଖୀ ହେବେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story