୧୨ ଡିସେମ୍ୱର, ବୁଧବାର: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ

ମେଷ: ବ୍ୟସ୍ତତା ଭିତରେ ଦିନଟି କଟିବ। ଗୁରୁତ୍ୱପୂର୍ଣ୍ଣ ବିଷୟ ଉପରେ ଚର୍ଚ୍ଚା କରିପାରନ୍ତି। ମାଆଙ୍କ ଆଶୀର୍ବାଦ ମିଳିବ। ବୃଷ: ବିଦେଶରୁ ଖୁସି ଖବର ଶୁଣି ପାରନ୍ତି। ଦୂରସ୍ଥାନକୁ ଯାତ୍ରା କରିବାକୁ ଯୋଜନା କରିପାରନ୍ତି। ଆର୍ଥିକ ସ୍ଥିତି ଭଲ ରହିବ। ମିଥୁନ: ଦିନଟି ସେତେଟା ଭଲ କଟିବ ନାହିଁ। ଅସୁସ୍ଥ ଅନୁଭବ କରିବେ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। କର୍କଟ: ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇ ପାରନ୍ତି। ବ୍ୟବସାୟରେ ଲାଭ ମିଳିବ। ମାନ-ସମ୍ମାନ ମିଳିବ। ସିଂହ: ଚିନ୍ତିତ ରହିବେ। […]

Rasi-Fala-

Jyoshna Pradhan
  • Published: Wednesday, 12 December 2018
  • , Updated: 12 December 2018, 07:23 AM IST

ମେଷ: ବ୍ୟସ୍ତତା ଭିତରେ ଦିନଟି କଟିବ। ଗୁରୁତ୍ୱପୂର୍ଣ୍ଣ ବିଷୟ ଉପରେ ଚର୍ଚ୍ଚା କରିପାରନ୍ତି। ମାଆଙ୍କ ଆଶୀର୍ବାଦ ମିଳିବ।

ବୃଷ: ବିଦେଶରୁ ଖୁସି ଖବର ଶୁଣି ପାରନ୍ତି। ଦୂରସ୍ଥାନକୁ ଯାତ୍ରା କରିବାକୁ ଯୋଜନା କରିପାରନ୍ତି। ଆର୍ଥିକ ସ୍ଥିତି ଭଲ ରହିବ।

ମିଥୁନ: ଦିନଟି ସେତେଟା ଭଲ କଟିବ ନାହିଁ। ଅସୁସ୍ଥ ଅନୁଭବ କରିବେ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ।

କର୍କଟ: ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇ ପାରନ୍ତି। ବ୍ୟବସାୟରେ ଲାଭ ମିଳିବ। ମାନ-ସମ୍ମାନ ମିଳିବ।

ସିଂହ: ଚିନ୍ତିତ ରହିବେ। ସହକର୍ମୀଙ୍କ ସହଯୋଗ ମିଳିବ। ଅପରାହ୍ନ ପରେ ଘରକୁ ଅତିଥି ଆସି ପାରନ୍ତି।

କନ୍ୟା:  ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ। ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ।

ତୁଳା: ଶରୀର ସୁସ୍ଥ ରହିବ। ଘରେ ମାଙ୍ଗଳିକ କାର୍ଯ୍ୟ ହୋଇପାରେ। ଦାମ୍ପତ୍ୟ ଜୀବନ ଭଲରେ କଟିବ।

ବିଚ୍ଛା: ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ଧନପ୍ରାପ୍ତି ଯୋଗ ରହିଛି। କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ।

ଧନୁ: ମନ ବିଚଳିତ ରହିବ। କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ଅଧିକ ପରିଶ୍ରମ କରିବେ।

ମକର: ଧାର୍ମିକ ସ୍ଥାନକୁ ଯାଇ ପାରନ୍ତି। ଉପହାର ମିଳିବ। ପଦୋନ୍ନତିର ଯୋଗ ରହିଛି।

କୁମ୍ଭ: ପେଟରେ ଯନ୍ତ୍ରଣା ଅନୁଭବ କରିବେ। ଋଣ ଦିଅନ୍ତୁ ନାହିଁ। ମାଲି ମକଦ୍ଦମାରେ ବିଜୟୀ ହେବେ।

ମୀନ: ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ପରିବାର ସହ ପର୍ଯ୍ୟଟନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି।

Related story