ମେଷ: ଶରୀରରେ ଆଘାତ ଲାଗିପାରେ। ଋଣ ଦିଅନ୍ତୁ ନାହିଁ। ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ।
ବୃଷ: ଚିନ୍ତିତ ରହିବେ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଖର୍ଚ୍ଚ ବଢ଼ିବ।
ମିଥୁନ: ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ବ୍ୟବସାୟରେ ଆଶାମୁତାବକ ଲାଭ ମିଳିବ। ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ।
କର୍କଟ: ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଯାନବାହନ ସୁଖ ମିଳିବ। ପରିବାରରେ ହସଖୁସିର ପରିବେଶ ରହିବ।
ସିଂହ: ପେଟରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ବିଦେଶରୁ ଖୁସି ଖବର ଶୁଣିପାରନ୍ତି। ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।
କନ୍ୟା: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ଆର୍ଥିକ ସ୍ଥିତି ଭଲ ରହିବ।
ତୁଳା: ଦିନଟି ଖୁସିରେ କଟିବ। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ସ୍ୱାଦିଷ୍ଟ ଖାଦ୍ୟ ଖାଇବେ।
ବିଚ୍ଛା: ସହକର୍ମୀଙ୍କ ସହଯୋଗ ମିଳିବ। ଧନପ୍ରାପ୍ତି ଯୋଗ ରହିଛି। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ।
ଧନୁ: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ସାହିତ୍ୟ ଓ କଳା କ୍ଷେତ୍ରରେ ରୁଚି ବଢ଼ିବ। ଦ୍ୱନ୍ଦ୍ୱ ଭିତରେ ରହିବେ।
ମକର: ମାନ-ସମ୍ମାନ ମିଳିବ। ଛାତିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ।
କୁମ୍ଭ: ଯୋଜନା ଅନୁସାରେ ସମସ୍ତ କାର୍ଯ୍ୟ ସଂପୂର୍ଣ୍ଣ କରିବେ। ମାଲିମକଦ୍ଦମାରେ ବିଜୟୀ ହେବେ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।
ମୀନ: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ବାଦ଼-ବିବାଦଠାରୁ ଦୂରେଇ ରୁହନ୍ତୁ। ଖାଦ୍ୟପେୟ ପ୍ରତି ଧ୍ୟାନ ଦିଅନ୍ତୁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।