୧୨ ଫେବୃଆରୀ,ମଙ୍ଗଳବାର: ଶରୀରରେ ଆଘାତ ଲାଗିପାରେ

ମେଷ: ଶରୀରରେ ଆଘାତ ଲାଗିପାରେ। ଋଣ ଦିଅନ୍ତୁ ନାହିଁ। ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ବୃଷ:  ଚିନ୍ତିତ ରହିବେ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଖର୍ଚ୍ଚ ବଢ଼ିବ। ମିଥୁନ: ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ବ୍ୟବସାୟରେ ଆଶାମୁତାବକ ଲାଭ ମିଳିବ। ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ। କର୍କଟ: ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଯାନବାହନ ସୁଖ ମିଳିବ। ପରିବାରରେ ହସଖୁସିର ପରିବେଶ ରହିବ। ସିଂହ: ପେଟରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ବିଦେଶରୁ ଖୁସି ଖବର […]

Rasi-Fala

Jyoshna Pradhan
  • Published: Tuesday, 12 February 2019
  • , Updated: 12 February 2019, 07:34 AM IST

ମେଷ: ଶରୀରରେ ଆଘାତ ଲାଗିପାରେ। ଋଣ ଦିଅନ୍ତୁ ନାହିଁ। ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ।

ବୃଷ:  ଚିନ୍ତିତ ରହିବେ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଖର୍ଚ୍ଚ ବଢ଼ିବ।

ମିଥୁନ: ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ବ୍ୟବସାୟରେ ଆଶାମୁତାବକ ଲାଭ ମିଳିବ। ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ।

କର୍କଟ: ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଯାନବାହନ ସୁଖ ମିଳିବ। ପରିବାରରେ ହସଖୁସିର ପରିବେଶ ରହିବ।

ସିଂହ: ପେଟରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ବିଦେଶରୁ ଖୁସି ଖବର ଶୁଣିପାରନ୍ତି। ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।

କନ୍ୟା: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ଆର୍ଥିକ ସ୍ଥିତି ଭଲ ରହିବ।

ତୁଳା: ଦିନଟି ଖୁସିରେ କଟିବ। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ସ୍ୱାଦିଷ୍ଟ ଖାଦ୍ୟ ଖାଇବେ।

ବିଚ୍ଛା: ସହକର୍ମୀଙ୍କ ସହଯୋଗ ମିଳିବ।  ଧନପ୍ରାପ୍ତି ଯୋଗ ରହିଛି। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ।

ଧନୁ:  ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ସାହିତ୍ୟ ଓ କଳା କ୍ଷେତ୍ରରେ ରୁଚି ବଢ଼ିବ। ଦ୍ୱନ୍ଦ୍ୱ ଭିତରେ ରହିବେ।

ମକର: ମାନ-ସମ୍ମାନ ମିଳିବ। ଛାତିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ।

କୁମ୍ଭ:  ଯୋଜନା ଅନୁସାରେ ସମସ୍ତ କାର୍ଯ୍ୟ ସଂପୂର୍ଣ୍ଣ କରିବେ। ମାଲିମକଦ୍ଦମାରେ ବିଜୟୀ ହେବେ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।

ମୀନ: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ବାଦ଼-ବିବାଦଠାରୁ ଦୂରେଇ ରୁହନ୍ତୁ। ଖାଦ୍ୟପେୟ ପ୍ରତି ଧ୍ୟାନ ଦିଅନ୍ତୁ।

Related story