୧୨ ଫେବ୍ରୁଆରୀ, ସୋମବାର; ମାଙ୍ଗଳିକ କାର୍ଯ୍ୟରେ ବାଧାବିଘ୍ନ ଦେଖାଦେବ

ବ୍ୟବସାୟରେ ଲାଭ ମିଳିବ ଓ ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ। ଛାତ୍ରଛାତ୍ରୀମାନେ ଚାକିରି କ୍ଷେତ୍ରରେ ଶୁଭଫଳ ପାଇବେ ଓ ସୁସ୍ୱାଦୁ ଭୋଜନ କରିବେ ।

Rashi

Representational Image

Niharika Rout
  • Published: Monday, 12 February 2024
  • Updated: 12 February 2024, 07:40 AM IST

Sports

Latest News

ମେଷ: କର୍ମକ୍ଷେତ୍ରରେ ଶୁଭଖବର ମିଳିବ ଏବଂ ନୂଆ ବନ୍ଧୁଙ୍କ ସହିତ ମିଳନ ହେବ । ଦାମ୍ପତ୍ୟ ଜୀବନ ସୁଖମୟ ରହିବ ଓ ସୁସ୍ୱାଦୁ ଭୋଜନ କରିବେ । ରାଜନୀତି କରୁଥିବା ବ୍ୟକ୍ତିଙ୍କ ପାଇଁ ଶୁଭଫଳ ମିଳିବ ଓ ଅର୍ଥପ୍ରାପ୍ତି ହେବ ।

ବୃଷ :ବ୍ୟବସାୟରେ ଲାଭ ମିଳିବ ଓ ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ। ଛାତ୍ରଛାତ୍ରୀମାନେ ଚାକିରି କ୍ଷେତ୍ରରେ ଶୁଭଫଳ ପାଇବେ ଓ ସୁସ୍ୱାଦୁ ଭୋଜନ କରିବେ । ମାଙ୍ଗଳିକ କାର୍ଯ୍ୟରେ ବାଧାବିଘ୍ନ ଦେଖାଯିବାରୁ ମନ ଭଲ ରହିବ ନାହିଁ।

ମିଥୁନ: ପୂଜାପୁଜିରେ ଅଧିକ ସମୟ ଅତିବାହିତ କରିବାରୁ ମନ ଖୁସି ରହିବ । ଯାନବାହାନରେ ଗଲାବେଳେ ସାବଧାନ ସହିତ ଯାତ୍ରା କରନ୍ତୁ ଓ କାହାରି ସହିତ କଳହ କରନ୍ତୁ ନାହିଁ । ରାଜନୀତି କରୁଥିବା ବ୍ୟକ୍ତିଙ୍କୁ ଶୁଭଫଳ ମିଳିଲେ ମଧ୍ୟ ଗୁପ୍ତଶତ୍ରୁ ବୃଦ୍ଧି ହେବେ ।

କର୍କଟ: ସାମାଜିକ କାର୍ଯ୍ୟରେ ମନୋକାମନା ପୂରଣ ହୋଇ ଲାଭର ମାର୍ଗ ପ୍ରଶସ୍ଥ ହେବ। ଆୟ ବୃଦ୍ଧି ହେବା ଫଳରେ ଆର୍ଥିକ ଉନ୍ନତି ହେବା ସହ ଗୃହବାହନ ପ୍ରାପ୍ତି ହୋଇପାରେ। ବ୍ୟବସାୟ କ୍ଷେତ୍ରରେ ନୂଆ ଯୋଜନା ଉପରେ କାର୍ଯ୍ୟ କରିବେ ।

ସିଂହ: ସହକର୍ମୀମାନଙ୍କ ସହଯୋଗ ପାଇ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ। ସରକାରୀ କାମରେ ସଫଳତା ପାଇବେ ଓ ଅଚାନକ ଭାବରେ ଧନ ଲାଭ ହେବ । ଶରୀର ଭଲ ରହିବା ସହ ନୂତନ କର୍ମପ୍ରାପ୍ତି ହୋଇପାରେ ।

କନ୍ୟା: ବ୍ୟବସାୟରେ ଆଶାତୀତ ଲାଭ ପାଇବେ ଓ ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସିତ ହେବେ । ସନ୍ତାନର ସୁଖବର ଶୁଣି ଖୁସି ହେବେ ଓ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ। ନିଜର ଚତୁରତା ଓ ବିବେକ ହେତୁ ବିପରୀତ ପରିସ୍ଥିତିକୁ ମୁକାବିଲା କରିବେ ।

ତୁଳା: ସହକର୍ମୀମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ରାଜନୀତିରେ ଲୋକପ୍ରିୟତା ହାସଲ କରି ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ । ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ ଓ ଦୂରଯାତ୍ରା କରି ମନ ଖୁସି ରହିବ ।

ବିଚ୍ଛା: ଶାରିରୀକ ସୁସ୍ଥତା ଦେଖା ଦେବା ସହ ମାନସିକ ଶାନ୍ତି ମିଳିବ । ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବା ସହ କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ।

ଧନୁ: ନୂତନ ବ୍ୟବସାୟ ଆରମ୍ଭ କରିବେ ଓ ବନ୍ଧୁଙ୍କର ସହଯୋଗ ପାଇବେ। ସ୍ୱାସ୍ଥ୍ୟରେ ଅବନତି ଦେଖାଯିବାରୁ ମନ ଭଲ ରହିବ ନାହିଁ । ରାଜନୀତିରେ ଥିବା ବ୍ୟକ୍ତି କର୍ମକ୍ଷେତ୍ରରେ ମାନସମ୍ମାନ ପାଇବେ ।

ମକର: ରାଜନୀତିରେ କିଛି ନୂଆ ସୁଯୋଗ ଆସିବା ସହ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେବେ। ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ ।

କୁମ୍ଭ: ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାସହ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରି ପ୍ରଚୁର ଲାଭ ପାଇବେ। ବାଦବିବାଦ, କୋର୍ଟ କଚେରୀ ମାମଲା, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତକାରରେ ସଫଳ ହେବେ ।

ମୀନ: ପ୍ରତ୍ୟେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। କର୍ମଯୋଗକୁ ଅଧିକ ମହତ୍ତ୍ୱ ଦେଇ ତଳୁ ଉପର ସ୍ତର ଯାଏ ମାନ୍ୟତା ଅର୍ଜନ କରିବେ। ରାଜନୀତି କ୍ଷେତ୍ରରେ ଦୂର ଯାତ୍ରା କରି ନିଜକୁ ଅସୁସ୍ଥ ମନେ କରିପାରନ୍ତି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story