୧୨ ମାର୍ଚ୍ଚ, ମଙ୍ଗଳବାର; ଚାକିରି କ୍ଷେତ୍ରରେ ପଦୋନ୍ନତି ହେବ

କର୍ମକ୍ଷେତ୍ରରେ ପଦୋନ୍ନତି ମିଳିବା ସହିତ ମାନସମ୍ମାନ ମିଳିବ । ରାଜନୀତି କରୁଥିବା ବ୍ୟକ୍ତିଙ୍କୁ ଶୁଭଫଳ ମିଳିବା ସହିତ ଅଚାନକ ଅର୍ଥପ୍ରାପ୍ତି ହେବ।

Rashi

Representational Image

Niharika Rout
  • Published: Tuesday, 12 March 2024
  • Updated: 12 March 2024, 07:51 AM IST

Sports

Latest News

ମେଷ: ଦୂରସ୍ଥାନକୁ ଗଲାବେଳେ ସାବଧାନତା ସହିତ ଯାଆନ୍ତୁ ଏବଂ କାହାରି ସହିତ କଳହ କରନ୍ତୁ ନାହିଁ । ସ୍ୱାସ୍ଥ୍ୟଜନିତ ସମସ୍ୟା ଦେଖାଯିବାରୁ ମନରେ ଅସ୍ଥିରତା ବୃଦ୍ଧି ହେବ । ବ୍ୟବସାୟରେ ଲାଭ ପାଇବେ ଓ ବାକି ପଡ଼ିଥିବା ଅର୍ଥ ଆଦାୟ ହେବ ।

ବୃଷ: କର୍ମକ୍ଷେତ୍ରରେ ପଦୋନ୍ନତି ମିଳିବା ସହିତ ମାନସମ୍ମାନ ମିଳିବ । ରାଜନୀତି କରୁଥିବା ବ୍ୟକ୍ତିଙ୍କୁ ଶୁଭଫଳ ମିଳିବା ସହିତ ଅଚାନକ ଅର୍ଥପ୍ରାପ୍ତି ହେବ। ମାଙ୍ଗଳିକ କାର୍ଯ୍ୟ ପାଇଁ ଶୁଭଖବର ମିଳିବାରୁ ମନ ଖୁସି ରହିବ।

ମିଥୁନ: ପୂଜାପୁଜିରେ ଅଧିକ ସମୟ ଅତିବାହିତ କରିବାରୁ ମନ ଖୁସି ରହିବ । ମାଙ୍ଗଳିକ କାର୍ଯ୍ୟ ପାଇଁ ଶୁଭଖବର ମିଳିବ ଓ ସୁସ୍ୱାଦୁ ଭୋଜନ କରିବେ।ବ୍ୟବସାୟରେ ଲାଭ ମିଳିବାରୁ ଘର ପାଇଁ ନୂତନ ଦ୍ରବ୍ୟ କ୍ରୟ କରିବେ ।

କର୍କଟ: ସାମୂହିକ ପ୍ରୟାସ ଓ ସହଯୋଗ ଦ୍ୱାରା ଆଗକୁ ବଢିବା ସମ୍ଭବ ହେବ । ପ୍ରକୃତିସ୍ଥ ହୋଇ ଚଳିଲେ ଦୁର୍ଗତିରୁ ସୁରକ୍ଷିତ ରହିହେବ। ପୁରୁଣା ରୋଗର ପ୍ରକୋପ ବୃଦ୍ଧି ପାଇବା ସହ ଶତ୍ରୃମାନେ ପୁଣି ଥରେ ପଛରେ ପଡ଼ି ପାରନ୍ତି।

ସିଂହ: ଶୁଭ କାମ କରି ପ୍ରଶଂସିତ ହେବେ ଓ ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ। ରାଜନୀତି କ୍ଷେତ୍ରରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ। ଭାଗିଦାରଙ୍କ ସହ ମିଶି ବ୍ୟବସାୟ ବୃଦ୍ଧି କରିବେ ।

କନ୍ୟା: ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି । ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

ତୁଳା: ପୁରାତନ ରୋଗ ପ୍ରକୋପର ଉପଶମ ହୋଇ ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟାର ସମାଧାନ ହେବା ଫଳରେ ବଡ କାମ କରିବାକୁ ଇଚ୍ଛା ଜାଗ୍ରତ ହେବ। ଅଧ୍ୟୟନ, ଅଧ୍ୟାପନା ଓ ଅନୁସନ୍ଧାନ ପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ।

ବିଛା: କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଆତ୍ମୀୟମାନେ ସମାଲୋଚନା କରିପାରନ୍ତି। ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ।

ଧନୁ: ବ୍ୟବସାୟରେ ଲାଭ ପାଇଲେ ମଧ୍ୟ କୌଣସି କାରଣ ପାଇଁ ଚିନ୍ତାରେ ରହିବେ । ନିର୍ମାଣାଧୀନ କାର୍ଯ୍ୟ ପାଇଁ ବ୍ୟସ୍ତ ରହିବେ ଓ ବନ୍ଧୁଙ୍କର ଆଗମନ ହେବ ନୂତନ ବ୍ୟବସାୟ ପାଇଁ ଋଣ କରିପାରନ୍ତି ଓ ବାକିପଡ଼ିଥିବା ଅର୍ଥ ଆଦାୟ ହେବ ।

ମକର: ସାଧାରଣ କଥାରେ ପରିବାରରେ ଭୁଲ୍ ବୁଝାମଣା ଦେଖାଦେଇପାରେ । ଫଳରେ ମନ ଭାରାକ୍ରାନ୍ତ ହେବ। ବ୍ୟବସାୟରେ ଲାଭ ମିଳିବାରୁ ଘର ପାଇଁ ନୂତନ ଦ୍ରବ୍ୟ କ୍ରୟ କରିବେ । ସ୍ୱାମୀସ୍ତ୍ରୀ ମଧ୍ୟରେ ଦାମ୍ପତ୍ୟ ଜୀବନ ସୁଖମୟ ରହିବ ଓ ସୁସ୍ୱାଦୁ ଭୋଜନ କରିବେ ।

କୁମ୍ଭ: ଦାମ୍ପତ୍ୟ ଜୀବନ ସୁଖମୟ ରହିବ ଓ ଭ୍ରମଣ ଯୋଗ ରହିଛି। ସାଂସ୍କୃତିକ କାର୍ଯ୍ୟକ୍ରମରେ ଯୋଗ ଦେବା ସହିତ ମାନସମ୍ମାନ ପ୍ରାପ୍ତି ହେବ । ଚାକିରି କ୍ଷେତ୍ରରେ ପଦୋନ୍ନତି ହେବାରୁ ମନ ଖୁସି ରହିବ

ମୀନ: ବହୁଦିନରୁ ଆଶା କରିଥିବା କାର୍ଯ୍ୟରେ ସଫଳତା ମିଳିବାରୁ ମନ ଭଲ ରହିବ । ଦାମ୍ପତ୍ୟ ଜୀବନ ସୁଖମୟ ହେବା ସହିତ ଦୂରସ୍ଥାନକୁ ଯାତ୍ରା କରିବେ। ସାଂସ୍କୃତିକ କାର୍ଯ୍ୟରେ ଯୋଗ ଦେବା ସହିତ ସୁସ୍ୱାଦୁ ଭୋଜନ କରିବେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story