୧୨ ଡିସେମ୍ୱର, ଗୁରୁବାର: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ

ମେଷ: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି। ମାଆ ଲକ୍ଷ୍ମୀଙ୍କ ଆଶୀର୍ବାଦ ମିଳିବ। ଶରୀର ଫୂର୍ତ୍ତି ରହିବ। ବୃଷ: ବୁଝି ବିଚାରି ନିଷ୍ପତ୍ତି ନିଅନ୍ତୁ। ନୂତନ ପୋଷାକ କିଣିପାରନ୍ତି। ବନ୍ଧୁଙ୍କ ସହ ସମୟ ବିତାଇବେ। ବ୍ୟବସାୟରେ ପରିବର୍ତ୍ତନ କରନ୍ତୁ ନାହିଁ। ମିଥୁନ: ମିଠା କଥା କହି ଲୋକଙ୍କ ମନ ଜିତିବେ। ଖର୍ଚ୍ଚ ବଢ଼ିବ। ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। କର୍କଟ: ବିବାହ ସ୍ଥିର ହୋଇପାରେ। ପରିବାରରେ ହସଖୁସିର ପରିବେଶ ରହିବ। ଧନପ୍ରାପ୍ତି ଯୋଗ ରହିଛି। ସିଂହ: ଉଚ୍ଚଅଧିକାରୀଙ୍କ ସହଯୋଗ ମିଳିବ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ନକାରାତ୍ମକ […]

astro-ok-new

astro-ok-new

Niharika Rout
  • Published: Thursday, 12 December 2019
  • Updated: 12 December 2019, 07:28 AM IST

Sports

Latest News

ମେଷ: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି। ମାଆ ଲକ୍ଷ୍ମୀଙ୍କ ଆଶୀର୍ବାଦ ମିଳିବ। ଶରୀର ଫୂର୍ତ୍ତି ରହିବ।

ବୃଷ: ବୁଝି ବିଚାରି ନିଷ୍ପତ୍ତି ନିଅନ୍ତୁ। ନୂତନ ପୋଷାକ କିଣିପାରନ୍ତି। ବନ୍ଧୁଙ୍କ ସହ ସମୟ ବିତାଇବେ। ବ୍ୟବସାୟରେ ପରିବର୍ତ୍ତନ କରନ୍ତୁ ନାହିଁ।

ମିଥୁନ: ମିଠା କଥା କହି ଲୋକଙ୍କ ମନ ଜିତିବେ। ଖର୍ଚ୍ଚ ବଢ଼ିବ। ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

କର୍କଟ: ବିବାହ ସ୍ଥିର ହୋଇପାରେ। ପରିବାରରେ ହସଖୁସିର ପରିବେଶ ରହିବ। ଧନପ୍ରାପ୍ତି ଯୋଗ ରହିଛି।

ସିଂହ: ଉଚ୍ଚଅଧିକାରୀଙ୍କ ସହଯୋଗ ମିଳିବ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ।

କନ୍ୟା:  କୌଣସି କଥାକୁ ନେଇ ଚିନ୍ତିତ ରହିବେ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ।

ତୁଳା: ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ବ୍ୟବସାୟରେ ଆଶାମୁତାବକ ଲାଭ ମିଳିବ। ଛାତ୍ରଛାତ୍ରୀଙ୍କମାନେ ପରୀକ୍ଷାରେ ସଫଳତା ପାଇବେ।

ବିଚ୍ଛା: ମନୋରଞ୍ଜନ ସ୍ଥାନକୁ  ବୁଲିବାକୁ ଯାଇପାରନ୍ତି। ମାନ-ସମ୍ମାନ ମିଳିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।

ଧନୁ: ଦ୍ୱନ୍ଦ୍ୱ ଭିତରେ ରହିବେ। ସାହିତ୍ୟ ଓ କଳା କ୍ଷେତ୍ରରେ ରୁଚି ବଢ଼ିବ। ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।

ମକର: ଅଳସୁଆ ଅନୁଭବ କରିବେ। ଭାଗ୍ୟ ବୃଦ୍ଧି ହେବ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ।

କୁମ୍ଭ: ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ଧାର୍ମିକ କାର୍ଯ୍ୟରେ ଅର୍ଥ ଖର୍ଚ୍ଚ ହୋଇପାରେ। ଋଣ ଦିଅନ୍ତୁ ନାହିଁ।

ମୀନ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଅସୁସ୍ଥ ଅନୁଭବ କରିବେ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story