୧୨ ମେ’, ଶୁକ୍ରବାର: କର୍ମକ୍ଷେତ୍ରରେ ଗୁପ୍ତ ଶତ୍ରୃ ବୃଦ୍ଧି ପାଇବେ

କର୍ମକ୍ଷେତ୍ରର ବ୍ୟସ୍ତତା ନେଇ ସୁଖ ଶାନ୍ତି ଦୂରେଇଯିବ । ଭାଗୀଦାର ବ୍ୟବସାୟରେ ବାଦବିବାଦ ମୁଣ୍ଡ ଟେକିପାରେ । ସ୍ୱାମୀସ୍ତ୍ରୀ ମଧ୍ୟରେ ଉତ୍ତମ ବୁଝାମଣା ରହିବ ନାହିଁ ।

Rashi

Representational Image

Niharika Rout
  • Published: Friday, 12 May 2023
  • Updated: 12 May 2023, 07:38 AM IST

Sports

Latest News

ମେଷ: କର୍ମକ୍ଷେତ୍ରରେ ସଫଳତା ମିଳିବାରୁ ମାନସିକ ସୁଖ ମିଳିବ । ନିର୍ମାଣଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିବାରୁ ମନ ଖୁସି ରହିବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ରାଜନୀତି କରୁଥିବା ବ୍ୟକ୍ତିଙ୍କୁ ଶୁଭଫଳ ପ୍ରାପ୍ତି ହେବ ।

ବୃଷ : ପୂଜାପୁଜିରେ ଅଧିକ ସମୟ ଅତିବାହିତ କରିବେ । ଦୂରସ୍ଥାନକୁ ଯାତ୍ରା କରିବେ॥ ବ୍ୟବସାୟରେ ସଫଳତା ପାଇବେ । କିନ୍ତୁ ନୂଆ ବ୍ୟବସାୟ କରିବା ପାଇଁ ବନ୍ଧୁଙ୍କର ସାହାଯ୍ୟ ନେଇପାରନ୍ତି । ଛାତ୍ରଛାତ୍ରୀମାନେ ଚାକିରି କ୍ଷେତ୍ରରେ ସଫଳତା ପାଇବେ ।

ମିଥୁନ: କର୍ମକ୍ଷେତ୍ରରେ ଗୁପ୍ତଶତ୍ରୃ ବୃଦ୍ଧି ପାଇବେ । ଫଳରେ ମନ ବ୍ୟସ୍ତବିବ୍ରତ ରହିବ । ସ୍ୱାସ୍ଥ୍ୟଜନିତ ସମସ୍ୟା ଦେଖାଯିବ । ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ ।ରାଜନୀତି କରୁଥିବା ବ୍ୟକ୍ତି ସଫଳତା ନପାଇବାରୁ ମନ ଭଲ ଲାଗିବ ନାହିଁ ।

କର୍କଟ: ବ୍ୟବସାୟରେ ବାକି ପଡ଼ିଥିବା ଅର୍ଥ ଆଦାୟ ହେବାରୁ ଘର ପାଇଁ ନୂତନ ଦ୍ରବ୍ୟ କ୍ରୟ କରିବେ । ଦାମ୍ପତ୍ୟ ଜୀବନ ସୁଖମୟ ହେବ ଓ ସୁସ୍ୱାଦୁ ଭୋଜନ କରିବେ । ଛାତ୍ରଛାତ୍ରୀ ମାନେ ପାଠପଢ଼ାରେ ମନ ବଳାଇବେ ଓ ଚାକିରି ପାଇଁ ଦୂରସ୍ଥାନକୁ ଯାତ୍ରା କରିବେ।

ସିଂହ: ବ୍ୟବସାୟରେ ଶୁଭଫଳ ମିଳିବ ନାହିଁ । କାହା ସହିତ କଳହ ହୋଇପାରେ । ସ୍ୱାମୀସ୍ତ୍ରୀ ମଧ୍ୟରେ ଉତ୍ତମ ବୁଝାମଣା ରହିବ ନାହିଁ । ସନ୍ତାନ ମାନଙ୍କ ପାଇଁ ବାପାମା’ ଚିନ୍ତାରେ ରହିବେ । ସ୍ୱାସ୍ଥ୍ୟ ଜନିତ ସମସ୍ୟା ଦେଖାଯିବାରୁ ବନ୍ଧୁ ସାହାଯ୍ୟ କରିବେ ।

କନ୍ୟା: ବ୍ୟବସାୟରେ ଲାଭ ପାଇବାରୁ ଘର ପାଇଁ ନୂତନ ବସ୍ତୁ କ୍ରୟ କରିବେ। ପଡୋଶୀଙ୍କ ସହିତ ଉତ୍ତମ ବୁଝାମଣା ରହିବ ଓ ସାଂସ୍କୃତିକ କାର୍ଯ୍ୟରେ ଯୋଗ ଦେବେ। ସ୍ୱାମୀ ସ୍ତ୍ରୀ ମଧ୍ୟରେ ପ୍ରେମଭାବ ସୃଷ୍ଟି ହେବ। ସୁସ୍ୱାଦୁ ଭୋଜନ କରିବେ ।

ତୁଳା: ସହକର୍ମୀମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ରାଜନୀତିରେ ଲୋକପ୍ରିୟତା ହାସଲ କରି ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ । ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ ଓ ଦୂରଯାତ୍ରା କରି ମନ ଖୁସି ରହିବ ।

ବିଚ୍ଛା: ଶାରିରୀକ ସୁସ୍ଥତା ଦେଖା ଦେବା ସହ ମାନସିକ ଶାନ୍ତି ମିଳିବ । ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବା ସହ କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ।

ଧନୁ: ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ମନ ଭଲ ରହିବ ଓ ଶତୃମାନେ ଦୂର ହେବେ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହୋଇ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ ।

ମକର: କର୍ମକ୍ଷେତ୍ରର ବ୍ୟସ୍ତତା ନେଇ ସୁଖ ଶାନ୍ତି ଦୂରେଇଯିବ । ଭାଗୀଦାର ବ୍ୟବସାୟରେ ବାଦବିବାଦ ମୁଣ୍ଡ ଟେକିପାରେ । ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ ।

କୁମ୍ଭ: ବ୍ୟବସାୟରେ ଆୟ ଅପେକ୍ଷା ବ୍ୟୟ ଅଧିକ ଦେଖାଯିବ । ପଡୋଶୀଙ୍କ ସହିତ କଳହ ହେବ। ମାଙ୍ଗଳିକ କାର୍ଯ୍ୟରେ ବାଧା ଦେଖାଯିବ। ଫଳରେ ମନ ଭାରାକ୍ରାନ୍ତ ରହିବ। ଛାତ୍ରଛାତ୍ରୀ ସଫଳତା ପାଇବା ପରିବର୍ତ୍ତେ ବାଧାବିଘ୍ନର ସମ୍ମୁଖୀନ ହୋଇପାରନ୍ତି ।

ମୀନ: ବହୁଦିନରୁ ଅପେକ୍ଷା କରିଥିବା କାର୍ଯ୍ୟ ପାଇଁ ଖୁସି ଖବର ପ୍ରାପ୍ତି ହେବ । ପାରିବାରିକ ସମସ୍ୟା ସମାଧାନ ହେବ ଓ ଘରକୁ ଅତିଥିଙ୍କର ଆଗମନ ହେବ ।ଛାତ୍ରଛାତ୍ରୀ ପାଠପଢ଼ାରେ ଉନ୍ନତି କରିବେ ଏବଂ ଚାକିରି କ୍ଷେତ୍ରରେ ସଫଳତା ପାଇବେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story