୧୨ ନଭେମ୍ବର, ଶୁକ୍ରବାର: ସହକର୍ମୀଙ୍କ ସହଯୋଗ ମିଳିବ

ମେଷ: ନୂତନ ଜମି କ୍ରୟ କରିବା ପାଇଁ ବନ୍ଧୁ ସାହାଯ୍ୟର ହାତ ବଢାଇବେ। ପରିଶ୍ରମ ତୁଳନାରେ ପାରିଶ୍ରମିକ କମ୍ ମିଳିବ। ଦୁର୍ଘଟଣା ଘଟିବାର ଆଶଙ୍କା ରହିଛି। ବ୍ୟବସାୟରେ ଧନଲାଭ ହେବ। ବୃଷ: ପ୍ରତ୍ୟେକ କାର୍ଯ୍ୟରେ ଜୟଯୁକ୍ତ ହେବେ। ସ୍ୱାସ୍ଥ୍ୟରେ ସୁଧାର ଆସିବାରୁ ଖୁସି ଅନୁଭବ କରିବେ। କର୍ମକ୍ଷେତ୍ରରେ ମାନସମ୍ମାନ ପ୍ରାପ୍ତି ହେବ। ଦାମ୍ପତ୍ୟ ଜୀବନ ସୁଖମୟ ରହିବ। ମିଥୁନ: ବ୍ୟବସାୟ ବାଣିଜ୍ୟରେ ସଫଳତା ପାଇବେ। ସନ୍ତାନଙ୍କ ପକ୍ଷରୁ ଖୁସି ଖବର ମିଳିବା ହେତୁ, ବାପାମା’ ଗର୍ବ ଅନୁଭବ […]

RASI

RASI

Tapaswini Nayak
  • Published: Friday, 12 November 2021
  • Updated: 12 November 2021, 09:10 AM IST

Sports

Latest News

ମେଷ: ନୂତନ ଜମି କ୍ରୟ କରିବା ପାଇଁ ବନ୍ଧୁ ସାହାଯ୍ୟର ହାତ ବଢାଇବେ। ପରିଶ୍ରମ ତୁଳନାରେ ପାରିଶ୍ରମିକ କମ୍ ମିଳିବ। ଦୁର୍ଘଟଣା ଘଟିବାର ଆଶଙ୍କା ରହିଛି। ବ୍ୟବସାୟରେ ଧନଲାଭ ହେବ।

ବୃଷ: ପ୍ରତ୍ୟେକ କାର୍ଯ୍ୟରେ ଜୟଯୁକ୍ତ ହେବେ। ସ୍ୱାସ୍ଥ୍ୟରେ ସୁଧାର ଆସିବାରୁ ଖୁସି ଅନୁଭବ କରିବେ। କର୍ମକ୍ଷେତ୍ରରେ ମାନସମ୍ମାନ ପ୍ରାପ୍ତି ହେବ। ଦାମ୍ପତ୍ୟ ଜୀବନ ସୁଖମୟ ରହିବ।

ମିଥୁନ: ବ୍ୟବସାୟ ବାଣିଜ୍ୟରେ ସଫଳତା ପାଇବେ। ସନ୍ତାନଙ୍କ ପକ୍ଷରୁ ଖୁସି ଖବର ମିଳିବା ହେତୁ, ବାପାମା’ ଗର୍ବ ଅନୁଭବ କରିବେ।

କର୍କଟ: କର୍ମକ୍ଷେତ୍ରକୁ ନେଇ କିଛି ସମସ୍ୟା ଦେଖାଦେବ। ଆର୍ଥିକ ସମସ୍ୟା ଲାଗି ରହିବ। ନିଜର ଲୋକମାନେ ବିରୁଦ୍ଧାଚରଣ କରିବେ।

ସିଂହ: ପ୍ରତ୍ୟେକ କାର୍ଯ୍ୟରେ ସଫଳତା ଅର୍ଜନ କରିବେ। ଶତ୍ରୁମାନେ ପରାଜିତ ହେବେ, ମିତ୍ରତାର ହାତ ବଢାଇବେ। ସ୍ୱାମୀ-ସ୍ତ୍ରୀଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ।

କନ୍ୟା: ବ୍ୟବସାୟରେ ଆୟ ଅଧିକ ହେବ। ସାମାଜିକ କ୍ଷେତ୍ରରେ ମାନ ସମ୍ମାନ ଓ ଯଶ ପ୍ରାପ୍ତି ହେବ। ବହୁଦିନରୁ ଚିନ୍ତା କରୁଥିବା କାର୍ଯ୍ୟକୁ ପୂରଣ କରିବେ।

ତୁଳା: ଖୁସିଖବର ପ୍ରାପ୍ତି ହେବ। ସନ୍ତାନମାନଙ୍କର ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେବ। ଅପରାହ୍ନରେ କର୍ମକ୍ଷେତ୍ରରେ ବାଧାବିଘ୍ନ ଦେଖାଦେବ।

ବିଛା: ସହକର୍ମୀଙ୍କ ସହଯୋଗ ମିଳିବ। କର୍ମକ୍ଷେତ୍ରରେ ମାନସମ୍ମାନ ମିଳିବ। ଘର ପାଇଁ ନୂତନ ବସ୍ତୁ କ୍ରୟ କରିବେ।

ଧନୁ: କୌଣସି କଥାକୁ ନେଇ ମନରେ ଭୟ ସଞ୍ଚାର ହେବ। ବ୍ୟବସାୟ କରୁଥିବା ବ୍ୟକ୍ତିଙ୍କ ପାଇଁ ଦିନଟି ବହୁତ ଭଲ ରହିବ। ଅପରାହ୍ନ ପରେ ମାନସିକ ଅଶାନ୍ତି ଦେଖାଦେବ।

ମକର: ରାଜନୀତି କରୁଥିବା ବ୍ୟକ୍ତିଙ୍କ ପାଇଁ ଦିନଟି ଶୁଭଫଳ ପ୍ରଦାନ କରିବ। ପ୍ରତିଟି କାର୍ଯ୍ୟକୁ ଅତି ସହଜରେ କରିବେ। ବ୍ୟବସାୟରେ ଆୟ ଅଧିକ ହେବାରୁ ମନ ଖୁସି ରହିବ।

କୁମ୍ଭ: କୌଣସି ଶୁଭ କାର୍ଯ୍ୟ କରିବା ପାଇଁ ବନ୍ଧୁବାନ୍ଧବଙ୍କର ପରାମର୍ଶ ନେବେ। କର୍ମକ୍ଷେତ୍ରରେ ମାନସମ୍ମାନ ବୃଦ୍ଧି ହେବ।

ମୀନ: ମିଡିଆରେ କାର୍ଯ୍ୟରତ ଥିବା ବ୍ୟକ୍ତିମାନଙ୍କୁ ଶୁଭଫଳ ମିଳିବ। ଦାମ୍ପତ୍ୟ ଜୀବନ ଭଲରେ କଟିବ। ସୁସ୍ୱାଦୁ ଭୋଜନ କରିବେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story