୧୩ ଅଗଷ୍ଟ, ମଙ୍ଗଳବାର: ଶୁଭ ଖବର ଶୁଣି ପାରନ୍ତି

ମେଷ: ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ। ଶତ୍ରୁଙ୍କ ଠାରୁ ଦୂରେଇ ରୁହନ୍ତୁ। ଅପରାହ୍ନରୁ ଚିନ୍ତିତ ରହିବେ।

ବୃଷ: ପିଲାମାନେ ପାଠପଢ଼ାରେ ସଫଳତା ପାଇବେ। ନୂତନ ବସ୍ତ୍ର କିଣି ପାରନ୍ତି। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

ମିଥୁନ: ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ଖର୍ଚ୍ଚ ବଢ଼ିବ। କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ।

କର୍କଟ: ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ତରବରିଆ ହୋଇ ନିଷ୍ପତ୍ତି ନିଅନ୍ତୁ ନାହିଁ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।

ସିଂହ: ଆର୍ଥିକ ସ୍ଥିତି ଭଲ ରହିବ। ବୌଦ୍ଧିକ ଚର୍ଚ୍ଚାରେ ଯୋଗ ଦିଅନ୍ତୁ ନାହିଁ। କଳା ଓ ସାହିତ୍ୟ କ୍ଷେତ୍ରରେ ରୁଚି ବଢ଼ିବ।

କନ୍ୟା: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଘର ପାଇଁ ଜିନିଷ କିଣି ପାରନ୍ତି। ଶୁଭ ଖବର ଶୁଣି ପାରନ୍ତି।

ତୁଳା: ବନ୍ଧୁଙ୍କ ସହ ପର୍ଯ୍ୟଟନ ସ୍ଥଳୀକୁ ବୁଲିବାକୁ ଯାଇପାରନ୍ତି। ପଦୋନ୍ନତିର ଯୋଗ ରହିଛି। ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ।

ବିଚ୍ଛା: ଯାନବାହନ ଦୁର୍ଘଟଣାର ଯୋଗ ରହିଛି। ସତର୍କ ରୁହନ୍ତୁ। ଚିନ୍ତିତ ରହିବେ।

ଧନୁ: ବିବାହ ସ୍ଥିର ହୋଇପାରେ। ବ୍ୟବସାୟରେ ଲାଭ ମିଳିବ। ବିପରୀତ ଲିଙ୍ଗ ବ୍ୟକ୍ତିଙ୍କ ପ୍ରତି ଆକର୍ଷିତ ହୋଇପାରନ୍ତି।

ମକର: ଉପହାର ମିଳିବ। ବ୍ୟସ୍ତତା ଭିତରେ ରହିବେ। ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଖର୍ଚ୍ଚ ବଢ଼ିବ।

କୁମ୍ଭ: ଦିନଟି ଭଲରେ କଟିବ। ଶରୀର ସୁସ୍ଥ ରହିବ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ।

ମୀନ: ମାନ-ସମ୍ମାନ ମିଳିବ। ଧନପ୍ରାପ୍ତି ଯୋଗ ରହିଛି। ପରିବାରରେ ହସଖୁସିର ପରିବେଶ ରହିବ।

ଆହୁରି ପଢ଼ନ୍ତୁ

ହାର୍ଦ୍ଦିକ ପଟେଲଙ୍କୁ ବଡ଼ ଦାୟିତ୍ୱ ଦେଲେ ସୋନିଆ

ମୋ ଜ୍ୱାଇଁ ଖାଇବେ ୬୭ ପ୍ରକାର ଆଇଟମ୍‌

ଫେସବୁକରୁ ବିଏମଡବ୍ଲୁ ପୋଷ୍ଟ ଡିଲିଟ୍ କଲେ ଦୂତୀ

ଅନୁପ୍ରବେଶ ଉଦ୍ୟମ ଭଣ୍ଡୁର, ସୀମା ସେପଟେ ଆହୁରି ୩୦୦ ଆତଙ୍କୀ ହମଲା ପାଇଁ ତୟାର

ପ୍ରଥମ ଟେଷ୍ଟ: ୩୧୮ରେ ଇଣ୍ଡିଜ୍‌ ଅଲଆଉଟ, ୯୯ ରନ୍‌ ପଛରେ ଇଂଲଣ୍ଡ

ଜୁଲାଇ ୧୧, ଶନିବାର: ଘରକୁ ଅତିଥି ଆସିପାରନ୍ତି

ଚୀନ୍ ସୀମାରେ ଆପାଚି ଏବଂ ଚିନୁକ

‘ସୁଶାନ୍ତ ସିଂହ ରାଜପୁତ ହତ୍ୟା ପଛରେ ଦାଉଦ ଇବ୍ରାହିମ୍ ଗ୍ୟାଙ୍ଗ’

କେମିତି ପ୍ରାଣ ହରାଇଲା ବିକାଶ ଦୁବେ, କେଉଁ ସବୁ ସ୍ଥାନରେ ବାଜିଛି ଗୁଳି

ଯଦି ସୁନୀଲ ଗାଭାସ୍କରଙ୍କ ବାମ କାନରେ ନଥା’ନ୍ତା ସେହି ଛୋଟ ଜାଇ…

ଜୁଲାଇ ୧୦, ଶୁକ୍ରବାର: ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ

ମୃତ୍ୟୁ ହାର ହ୍ରାସ ଆମର ଲକ୍ଷ୍ୟ: ସ୍ୱାସ୍ଥ୍ୟ ମନ୍ତ୍ରୀ