୧୩ ଡିସେମ୍ୱର,ଗୁରୁବାର: ଦୁର୍ଘଟଣାର ଯୋଗ ରହିଛି, ସତର୍କ ରୁହନ୍ତୁ

ମେଷ: ଦିନଟି ଭଲରେ କଟିବ। ବ୍ୟବସାୟରେ ଲାଭ ମିଳିବ। ଆୟ ବୃଦ୍ଧି ହେବ। ବୃଷ:  ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ଧୈର୍ଯ୍ୟ ରଖନ୍ତୁ। ପଦୋନ୍ନତିର ଯୋଗ ରହିଛି। ମିଥୁନ:ଖାଦ୍ୟପେୟର ଯତ୍ନ ନିଅନ୍ତୁ। ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। କର୍କଟ: ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇ ପାରନ୍ତି। ଯାନବାହନ ଦୁର୍ଘଟଣାର ଯୋଗ ରହିଛି ସତର୍କ ରୁହନ୍ତୁ। ସିଂହ: ଅଧିକ ପରିଶ୍ରମ କରିବେ। ଧନପ୍ରାପ୍ତି ଯୋଗ ରହିଛି। ନୂତନ ପୋଷାକ କିଣିପାରନ୍ତି। କନ୍ୟା: […]

Rasi-Fala

Rasi-Fala

Jyoshna Pradhan
  • Published: Thursday, 13 December 2018
  • Updated: 13 December 2018, 07:36 AM IST

ମେଷ: ଦିନଟି ଭଲରେ କଟିବ। ବ୍ୟବସାୟରେ ଲାଭ ମିଳିବ। ଆୟ ବୃଦ୍ଧି ହେବ।

ବୃଷ:  ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ଧୈର୍ଯ୍ୟ ରଖନ୍ତୁ। ପଦୋନ୍ନତିର ଯୋଗ ରହିଛି।

ମିଥୁନ:ଖାଦ୍ୟପେୟର ଯତ୍ନ ନିଅନ୍ତୁ। ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

କର୍କଟ: ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇ ପାରନ୍ତି। ଯାନବାହନ ଦୁର୍ଘଟଣାର ଯୋଗ ରହିଛି ସତର୍କ ରୁହନ୍ତୁ।

ସିଂହ: ଅଧିକ ପରିଶ୍ରମ କରିବେ। ଧନପ୍ରାପ୍ତି ଯୋଗ ରହିଛି। ନୂତନ ପୋଷାକ କିଣିପାରନ୍ତି।

କନ୍ୟା: ମନ ପ୍ରଫୁଲ୍ଲିତ ରହିବ। ସାହିତ୍ୟ ଓ କଳା କ୍ଷେତ୍ରରେ ରୁଚି ବଢ଼ିବ। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ।

ତୁଳା: ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଛାତ୍ରଛାତ୍ରୀମାନେ ପାଠପଢ଼ାରେ ଉନ୍ନତି କରିବେ। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ।

ବିଚ୍ଛା:ମାଲିମକଦ୍ଦମାରେ ବିଜୟୀ ହେବେ। ଭାଇ-ଭଉଣୀଙ୍କ ମଧ୍ୟରେ ସମ୍ପର୍କ ମଧୁର ରହିବ। ମନ ବିଚଳିତ ରହିବ।

ଧନୁ: କଥା ଉପରେ ଧ୍ୟାନ ରଖନ୍ତୁ। ଅପରାହ୍ନ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିବେ। ତରବରିଆ ହୋଇ ନିଷ୍ପତ୍ତି ନିଅନ୍ତୁ ନାହିଁ।

ମକର: ଅଟକି ରହଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। ପରିବାରରେ ହସଖୁସିର ବାତାବରଣ ରହିବ। ଧାର୍ମିକ କାର୍ଯ୍ୟରେ ଅର୍ଥ ଖର୍ଚ୍ଚ ହୋଇପାରେ।

କୁମ୍ଭ: ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ଇଶ୍ୱରଙ୍କୁ ଆରାଧନା କରିବେ। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ।

ମୀନ:ଧାର୍ମିକ ସ୍ଥାନକୁ ଯାତ୍ରା କରିପାରନ୍ତି। ବିବାହ ସ୍ଥିର ହୋଇପାରେ। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos