୧୩ ଫେବ୍ରୁଆରୀ, ମଙ୍ଗଳବାର; କର୍ମକ୍ଷେତ୍ରରେ ପରିଶ୍ରମ ଅନୁସାରେ ପାରିଶ୍ରମିକ ମିଳିବ

କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କଠାରୁ ସମ୍ମାନ ମିଳିବ ଓ ଅର୍ଥପ୍ରାପ୍ତି ହେବ । ବହୁଦିନରୁ ଅଟକି ଥିବା କାର୍ଯ୍ୟ ପାଇଁ ଶୁଭ ଖବର ମିଳିବ ।

Rashi

Representational Image

Niharika Rout
  • Published: Tuesday, 13 February 2024
  • Updated: 13 February 2024, 07:43 AM IST

ମେଷ: କୌଣସି ଖବର ଶୁଣିକି ମନରେ ଅସ୍ଥିରତା ବୃଦ୍ଧି ହେବ । ବ୍ୟବସାୟରେ ବ୍ୟୟ ବୃଦ୍ଧି ହେବ । ସନ୍ତାନମାନଙ୍କର ସ୍ଵଭାଵ ଆଚରଣ ଠିକ ରହିବ ନାହିଁ ଯାହାକି ବାପାମା ଦୁଃଖ କରିବେ । ମାଙ୍ଗଳିକ କାର୍ଯ୍ୟ ପାଇଁ ଶୁଭ ଖବର ନ ମିଳିବାରୁ ମନରେ ଅସ୍ଥିରତା ଦେଖାଯିବ ।

ବୃଷ: କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କଠାରୁ ସମ୍ମାନ ମିଳିବ ଓ ଅର୍ଥପ୍ରାପ୍ତି ହେବ । ବହୁଦିନରୁ ଅଟକି ଥିବା କାର୍ଯ୍ୟ ପାଇଁ ଶୁଭ ଖବର ମିଳିବ । ରାଜନୀତିରେ ଥିବା ବ୍ୟକ୍ତିଙ୍କୁ ମାନସମ୍ମାନ ମିଳିବ ଓ ସୁସ୍ୱାଦୁ ଭୋଜନ କରିବେ।

ମିଥୁନ: କର୍ମକ୍ଷେତ୍ରରେ ପରିଶ୍ରମ ଅନୁସାରେ ପାରିଶ୍ରମିକ ମିଳିବ ଓ ସୁସ୍ୱାଦୁ ଭୋଜନ କରିବେ । ସ୍ୱାମୀସ୍ତ୍ରୀ ମଧ୍ୟରେ ଦାମ୍ପତ୍ୟ ଜୀବନ ସୁଖମୟ ରହିବ ଏବଂ ପୂଜାପୁଜିରେ ସମୟ ଅତିବାହିତ କରିବେ । ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ, ନୂଆ ବନ୍ଧୁଙ୍କ ସହିତ ମିଳନ ହେବ ।

କର୍କଟ: ଦୂରସ୍ଥାନକୁ ଯାତ୍ରା କଲାବେଳେ ସାବଧାନ ସହିତ ଯାଆନ୍ତୁ ନଚେତ୍ ଅସୁବିଧାରେ ପଡିପାରନ୍ତି । ପରିବାରରେ ଛୋଟ କଥାକୁ ନେଇ ଅସନ୍ତୋଷ ଦେଖାଯିବାରୁ ମନ ଭଲ ରହିବ ନାହିଁ ।ବ୍ୟବସାୟରେ ଅଶାନୁସାରେ ଲାଭ ପାଇବେ ନାହିଁ କିନ୍ତୁ ବନ୍ଧୁ ସାହାଯ୍ୟ କରିବେ।

ସିଂହ: ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ । ବନ୍ଧୁ ମିତ୍ରଙ୍କର ସହଯୋଗ ଓ ପ୍ରେରଣା ପାଇ ଉଚିତ ପନ୍ଥା ଗ୍ରହଣ କରିବେ । ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ୱ ଦେବେ ।

କନ୍ୟା: ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି।  କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

ତୁଳା: ପରିବାରରେ କୌଣସି ପ୍ରସଙ୍ଗକୁ ନେଇ ସମସ୍ୟା ଦେଖାଦେଇପାରେ। ବିଭିନ୍ନ ପ୍ରକାର ବାଧାବିଘ୍ନ ଓ ସମସ୍ୟା ଲାଗି ରହୁଥିବା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ନକାରାତ୍ମକ ଚିନ୍ତା ମନକୁ ଆକ୍ରାନ୍ତ କରିବ। 

ବିଛା: କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଆତ୍ମୀୟମାନେ ସମାଲୋଚନା କରିପାରନ୍ତି। ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ।

ଧନୁ: କୌଣସି ବ୍ୟକ୍ତି ପରୋକ୍ଷରେ ଆକ୍ଷେପ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ସମ୍ମାନ ପ୍ରାପ୍ତିର ଯୋଗ ରହିଛି।  ଅସାବଧାନତା କାରଣରୁ କୌଣସି ଜିନିଷ ହଜି ଯାଇପାରେ।

ମକର: ବ୍ୟବସାୟୀମାନେ ନୂଆ ବ୍ୟବସାୟ କରିବା ପାଇଁ ମନ ବଳାଇବେ ଓ ଦୂରସ୍ଥାନକୁ ଯାତ୍ରା କରିବେ । ରାଜନୀତି କରୁଥିବା ବ୍ୟକ୍ତିଙ୍କୁ ଶୁଭଫଳ ମିଳିବ ଓ ଅଟକିଥିବା କାର୍ଯ୍ୟ ସମ୍ପାଦନ ହେବ । ସ୍ୱାସ୍ଥ୍ୟରେ ସୁଧାର ଆସିବାରୁ ମନରେ ଖୁସି ଅନୁଭବ କରିବେ ।

କୁମ୍ଭ: ନିଜର ସାହସ ଓ ପରିଶ୍ରମ ଯୋଗୁ କଠିନ କାର୍ଯ୍ୟରେ ସଫଳତା ଲାଭ କରିବେ । ଚାକିରି କ୍ଷେତ୍ରରେ ଅସୁବିଧାରେ ପଡିପାରନ୍ତି କିନ୍ତୁ ବନ୍ଧୁ ସହଯୋଗ କରିବେ । ନିର୍ମାଣଧୀନ କାର୍ଯ୍ୟ ପାଇଁ ଟିକେ ବ୍ୟସ୍ତତା ଅନୁଭବ କରିବେ ।

ମୀନ: ଦୂରସ୍ଥାନକୁ ଯାତ୍ରା କରିବେ ଏବଂ ନୂଆ ବନ୍ଧୁଙ୍କ ସହିତ ମିଳନ ହେବ । ବ୍ୟବସାୟରେ ଆଶାନୁରୂପ ଲାଭ ମିଳିବ ଓ ଘରପାଇଁ ନୂଆ ଦ୍ରବ୍ୟ କ୍ରୟ କରିବେ । ରାଜନୀତି କରୁଥିବା ବ୍ୟକ୍ତିଙ୍କୁ ଶୁଭଫଳ ମିଳିବ ସହିତ ଅଚାନକ ଅର୍ଥପ୍ରାପ୍ତି ହେବ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story