୧୩ ଜୁନ୍‌, ମଙ୍ଗଳବାର: ଦୀର୍ଘ ଦିନର ଦ୍ୱନ୍ଦ୍ୱ ଦୂର ହେବ

କୌଣସି ବ୍ୟକ୍ତି ପରୋକ୍ଷରେ ଆକ୍ଷେପ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ସମ୍ମାନ ପ୍ରାପ୍ତିର ଯୋଗ ରହିଛି।  ଅସାବଧାନତା କାରଣରୁ କୌଣସି ଜିନିଷ ହଜି ଯାଇପାରେ।

Rashi

Representational Image

Niharika Rout
  • Published: Tuesday, 13 June 2023
  • Updated: 13 June 2023, 07:41 AM IST

Sports

Latest News

ମେଷ: ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହୀ ହେବେ । କର୍ମକ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ । ଛାତ୍ରଛାତ୍ରୀ ପାଠ ପଢ଼ାରେ ମନଯୋଗ ଦେବେ ।

ବୃଷ: ସ୍ଵାସ୍ଥ୍ୟକର ପରିବେଶ ସାଙ୍ଗକୁ ସମ୍ମାନଜନକ ଘଟଣା ଘଟିପାରେ । ନୂତନ କାର୍ଯ୍ୟାରମ୍ଭ କରିପାରିବେ । ପାରିବାରିକ ଜୀବନ ଆନନ୍ଦରେ କଟିବ । ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ ।

ମିଥୁନ: ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ । ଅପେକ୍ଷା କରିଥିବା ଶୁଭ ଖବର ଶୁଣି ଖୁସି ହେବେ। ପାରିବାରିକ ସମସ୍ୟା ନେଇ ଚିନ୍ତିତ ରହିବେ । ଛାତ୍ରଛାତ୍ରୀ ପାଠପଢାରେ ମନୋନିବେଶ କରିବେ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ । ମାତ୍ର ଉପରିସ୍ଥ ଅଧିକାରୀଙ୍କ ସହ ମତଭେଦ ହୋଇପାରେ।

କର୍କଟ: ପାରିବାରିକ ଓ ଗୃହସ୍ଥ ଜୀବନ ସୁଖମୟ ହେବ । ନିଜର ଲୋକ କେହି ଜଣେ ଶତୃତା କରିପାରେ । ଋତୁକାଳୀନ ଥଣ୍ଡା ସର୍ଦ୍ଦି ଜନିତ ଜ୍ୱର ପୀଡାର ଆଶଙ୍କା ଏଡାଇ ଦିଆଯାଇନପାରେ। ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ଅନୁକୂଳ ରହିବ । ଅର୍ଥଲାଭ ହେବ ।

ସିଂହ:ପାରିବାରିକ ଜୀବନରେ ମତାନ୍ତର ହେତୁ ସାମାନ୍ୟ ଚିନ୍ତିତ ରହିବେ॥ ବକେୟା ଅର୍ଥ ବିଳମ୍ବ ହେଲେ ମଧ୍ୟ ହସ୍ତଗତ ହେବ । କର୍ମକ୍ଷେତ୍ରରେ ସହଯୋଗ ମିଳିବ । ବ୍ୟବସାୟରେ ଲାଭ ହେବ । ଛାତ୍ରଛାତ୍ରୀ ପାଠପଢାରେ ଆଶାନୁରୂପ ସଫଳତା ପାଇବେ ।

କନ୍ୟା: ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି । ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

ତୁଳା: ପରିବାରରେ କୌଣସି ପ୍ରସଙ୍ଗକୁ ନେଇ ସମସ୍ୟା ଦେଖାଦେଇପାରେ। ବିଭିନ୍ନ ପ୍ରକାର ବାଧାବିଘ୍ନ ଓ ସମସ୍ୟା ଲାଗି ରହୁଥିବା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ନକାରାତ୍ମକ ଚିନ୍ତା ମନକୁ ଆକ୍ରାନ୍ତ କରିବ। 

ବିଛା: କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଆତ୍ମୀୟମାନେ ସମାଲୋଚନା କରିପାରନ୍ତି। ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ।

ଧନୁ: କୌଣସି ବ୍ୟକ୍ତି ପରୋକ୍ଷରେ ଆକ୍ଷେପ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ସମ୍ମାନ ପ୍ରାପ୍ତିର ଯୋଗ ରହିଛି।  ଅସାବଧାନତା କାରଣରୁ କୌଣସି ଜିନିଷ ହଜି ଯାଇପାରେ।

ମକର: ବାଣିଜ୍ୟ କ୍ଷେତ୍ରରେ ପ୍ରତିଦ୍ୱନ୍ଦ୍ୱିତା ଯୋଗେ ଉନ୍ନତମାନର ଫଳ ପାଇବେ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ ବିଜୟୀ ହେବେ । କର୍ମକ୍ଷେତ୍ରରେ ସୁଯୋଗ ପାଇଲେ ମଧ୍ୟ ସଦ୍ ବ୍ୟବହାର କରିବା କଷ୍ଟ ହେବ ।

କୁମ୍ଭ : ଶାରୀରିକ, ମାନସିକ ପାରିବାରିକ ଅଭିବୃଦ୍ଧି ଘଟିବ । ଆୟ ତୁଳନାରେ ବ୍ୟୟ ଅଧିକ ହେବ । ନିଜର ଲୋକ ବିରୁଦ୍ଧାଚରଣ କରିବେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ଅସହଯୋଗ କାରଣରୁ ଚିନ୍ତିତ ରହିବେ । ଉପସ୍ଥିତ ବୁଦ୍ଧି ଓ ଉପରିସ୍ଥ ଅଧିକାରୀଙ୍କ ସହଯୋଗ କାରଣରୁ କାର୍ଯ୍ୟ ହାସଲ କରିବେ ।

ମୀନ: ସ୍ଥଗିତ ଥିବା କର୍ମଟି ପୂରଣ ହେବା ପାଇଁ ଆର୍ଥିକ ସଙ୍କଟ ଦୂରେଇ ଯିବ । ବ୍ୟବସାୟ କ୍ଷେତ୍ରରେ ଅନେକ ଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହୋଇପାରିବ । ଗଠନ ମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲିଯିବ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story