୧୩ ଫେବ୍ରୁଆରୀ, ସୋମବାର: କର୍ମ କ୍ଷେତ୍ରରେ ନୂତନ ଦାୟିତ୍ୱ ନେବେ

ପାରିବାରିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ପଡିପାରେ। ଅପ୍ରିୟ ସତ୍ୟ ଭାଷଣ ଯୋଗୁ ବନ୍ଧୁଙ୍କ ସହ କଳହର ସୂଚନା ରହିଛି।

Rasi PhotoOR

Rasi

Niharika Rout
  • Published: Monday, 13 February 2023
  • Updated: 13 February 2023, 07:45 AM IST

Sports

Latest News

ମେଷ: ଆଜି ଆପଣଙ୍କ କଥା ଓ କାର୍ଯ୍ୟ ଅନ୍ୟମାନଙ୍କୁ ଆକୃଷ୍ଟ କରାଇବ। ଭ୍ରମଣ ଯୋଗ ରହିଛି । ବାଣିଜ୍ୟ, ବ୍ୟବସାୟରେ କେତେକ ସମସ୍ୟା ଦେଖା ଦେଇପାରେ । ପରିଜନମାନଙ୍କ ସହିତ ଆନନ୍ଦପୂର୍ବକ  ସମୟ ବିତିବ।

ବୃଷ: ପାରିବାରିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ପଡିପାରେ। କର୍ମ କ୍ଷେତ୍ରରେ ନୂତନ ଦାୟିତ୍ୱ ନେବେ। ଯାତ୍ରା, ବାଣିଜ୍ୟ, ପ୍ରଶାସନ, ସାହିତ୍ୟ ଓ ସାମ୍ବାଦିକତା କ୍ଷେତ୍ର ବହୁତ ଭଲ ରହିବ ।

ମିଥୁନ: ଅପ୍ରିୟ ସତ୍ୟ ଭାଷଣ ଯୋଗୁ ବନ୍ଧୁଙ୍କ ସହ କଳହର ସୂଚନା ରହିଛି। ପରିବାରର ବ୍ୟୟ ବୃଦ୍ଧି ହେତୁ ବ୍ୟସ୍ତତା ମଧ୍ୟ ବୃଦ୍ଧି ପାଇପାରେ। ତରବରିଆ ଭାବେ କୌଣସି କାମ କଲେ କ୍ଷତିରେ ପଡ଼ିପାରନ୍ତି ।

କର୍କଟ: ଆର୍ଥିକ ଅଭିବୃଦ୍ଧି ସହ ବନ୍ଧୁମାନଙ୍କ ସାହାଯ୍ୟ ସହଯୋଗ ମିଳିବ । ଅଫିସ୍ କାମରେ ନିଜର ସ୍ଥିତିକୁ ସୁଦୃଢ଼ କରିବାରେ ସମର୍ଥ ହେବେ। ଯାତ୍ରା ଓ ଆନୁଷ୍ଠାନିକ କାମରୁ ଖୁସି ରହିବେ ।

ସିଂହ: ସ୍ଥଗିତ କାମକୁ ଅତି ଶୀଘ୍ର ସମ୍ପନ୍ନ କରିବା ଦିଗରେ ଚେଷ୍ଟା କରି ସଫଳ ହେବେ । ବକେୟା ଅର୍ଥ ଆଦାୟ କରିବାରେ ବିଭିନ୍ନ ପ୍ରକାରର କୌଶଳ କରିବାକୁ ପଡ଼ିବ। କୌଣସି କଥାରେ ତରବର ହୋଇ କାମ କରନ୍ତୁ ନାହିଁ।

କନ୍ୟା: ମନରେ ଭାବପ୍ରବଣତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ । ମନରେ ବିଭିନ୍ନ ପ୍ରକାରର ଆଶଙ୍କା ଉଙ୍କି ମାରିବ । ସାମାଜିକ ସ୍ତରରେ କାମ କରି ସମାଲୋଚିତ ହୋଇ ପାରନ୍ତି।

ତୁଳା: ପାରିବାରିକ ଜୀବନରେ ସମସ୍ୟା ଦେଖା ଦେଇପାରେ । ବାଣିଜ୍ୟ, ବ୍ୟବସାୟରେ ସଫଳତା ହାସଲ କରିବେ । ମାଲି ମକଦ୍ଦମାରେ ଆପୋଷ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ ।

ବିଛା: ପାରିବାରିକ ଜୀବନ ଓ କର୍ମକ୍ଷେତ୍ରରେ ଶୁଭ ଫଳ ମିଳିବ । ଯାତ୍ରାରେ ସଫଳତା ହାସଲ କରିବେ । ଅତ୍ୟଧିକ ଖର୍ଚ୍ଚାନ୍ତ ହେତୁ ମାନସିକ ସ୍ଥିତି ଭଲ ରହିବ ନାହିଁ । ମହିଳାମାନେ ଜଗିରଖି ଚଳନ୍ତୁ । ଦାମ୍ପତ୍ୟ ଜୀବନରେ ମନାନ୍ତର ମତାନ୍ତର ଦେଖାଦେଇପାରେ ।

ଧନୁ: ସଭାସମିତି କିମ୍ବା ପାରିବାରିକ କ୍ଷେତ୍ରର ଦ୍ୱନ୍ଦ୍ୱ ଉପୁଜିପାରେ । ଚେଷ୍ଟା କରୁଥିବା କାମଗୁଡିକ ସୁବିଧାରେ ସମ୍ପନ୍ନ ହୋଇଯିବ। ବାକି ପଡିଥିବା ଟଙ୍କା ଆଦାୟ ପାଇଁ ଅନୁକୁଳ ସୁଯୋଗ ସୃଷ୍ଟି ହେବ।

ମକର: ପୂର୍ବ ସ୍ଥିରୀକୃତ ଯୋଜନା ଠିକ୍ ଭାବରେ ହେବା କଷ୍ଟକର ହେବ। ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ। ଦୂରଯାତ୍ରାର ସୁଯୋଗ ପାଇବେ ।

କୁମ୍ଭ : ସକାଳୁ ସକାଳୁ ଦେବ ଦର୍ଶନ ସକାଶେ ମନ ବଳାଇପାରନ୍ତି। ଖାଦ୍ୟପେୟର ଅନିୟମିତତା ଯୋଗୁ ଶରୀର ଅସୁସ୍ଥ ହୋଇପାରେ। ପରିବାରରେ ପୁତ୍ରକନ୍ୟାଙ୍କ ହେତୁ କେତେକ ସମସ୍ୟାକୁ ନେଇ ଚିନ୍ତିତ ରହିପାରନ୍ତି।

ମୀନ: ପାରିବାରିକ କ୍ଷେତ୍ରରେ ସମସ୍ୟାଦେଖା ଦେଇପାରେ । କର୍ମକ୍ଷେତ୍ରରେ ସଫଳତା ମିଳିବ । ଯାନବାହନ ଚଳାଇବାବେଳେ ସତର୍କତା ଅବଲମ୍ବନ କରନ୍ତୁ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story