ମେଷ: ସୁସ୍ଥ ରହିବେ। କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ।
ବୃଷ: ଦିନଟି ଭଲରେ କଟିବ। ଧନପ୍ରାପ୍ତି ଯୋଗ ରହିଛି। ପରିବାରରେ ହସଖୁସିରର ପରିବେଶ ରହିବ।
ମିଥୁନ: ସହକର୍ମୀଙ୍କ ସହଯୋଗ ମିଳିବ। ମାନ-ସମ୍ମାନ ମିଳିବ। ପଦୋନ୍ନତିର ଯୋଗ ରହିଛି।
କର୍କଟ: ଧାର୍ମିକ କାର୍ଯ୍ୟରେ ସମୟ ବିତାଇବେ। ଭାଗ୍ୟ ବୃଦ୍ଧି ହେବ। ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ଦୁର୍ଘଟଣାର ଯୋଗ ରହିଛି, ସତର୍କ ରୁହନ୍ତୁ।
ସିଂହ: ବିପରୀତ ଲିଙ୍ଗ ବ୍ୟକ୍ତିଙ୍କ ପ୍ରତି ଆକର୍ଷିତ ହୋଇପାରନ୍ତି। ଅସୁସ୍ଥ ଅନୁଭବ କରିବେ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ।
କନ୍ୟା: ନୂତନ ପୋଷାକ କିଣିପାରନ୍ତି। ଯାନବାହନ ସୁଖ ମିଳିବ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ।
ତୁଳା: କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବ। ବାପା-ମାଆଙ୍କ ଆଶୀର୍ବାଦ ମିଳିବ। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ।
ବିଚ୍ଛା: ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ। ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ। ଋଣ କରନ୍ତୁ ନାହିଁ। ସତର୍କ ରୁହନ୍ତୁ।
ଧନୁ: ଶରୀର ଫୂର୍ତ୍ତି ରହିବ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରନ୍ତି।
ମକର: ବ୍ୟବସାୟରେ ଆଶାମୁତାବକ ଲାଭ ମିଳିବ। ମନ ପ୍ରଫୁଲ୍ଲିତ ରହିବ। ପର୍ଯ୍ୟଟନସ୍ଥଳୀକୁ ବୁଲିବାକୁ ଯାଇପାରନ୍ତି।
କୁମ୍ଭ: ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ଧାର୍ମିକ କାର୍ଯ୍ୟରେ ଖର୍ଚ୍ଚ ହୋଇପାରେ। ଦୁର୍ଘଟଣାର ଯୋଗ ରହିଛି, ସତର୍କ ରୁହନ୍ତୁ।
ମୀନ: ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।