୧୩ ଜାନୁଆରୀ, ଶନିବାର: ପରିବାରରେ ଛୋଟ କଥାକୁ ନେଇ ଅଶାନ୍ତି ସୃଷ୍ଟି ହେବ

ସ୍ୱାସ୍ଥ୍ୟଜନିତ ସମସ୍ୟା ଦେଖାଯିବା ଫଳରେ ମନ ଭଲ ରହିବ ନାହିଁ । କର୍ମକ୍ଷେତ୍ରରେ ପରିଶ୍ରମ ଅନୁସାରେ ପାରିଶ୍ରମିକ ମିଳିବ ନାହିଁ । ଗୁପ୍ତଶତ୍ରୁ ଅସୁବିଧାରେ ପକାଇପାରନ୍ତି ।

Rashi

Representational Image

Niharika Rout
  • Published: Saturday, 13 January 2024
  • Updated: 13 January 2024, 07:35 AM IST

Sports

Latest News

ମେଷ: କର୍ମକ୍ଷେତ୍ରରେ ଉନ୍ନତି ହେବ ଓ ନୂଆ ବ୍ୟବସାୟ ପାଇଁ ବନ୍ଧୁଙ୍କର ପରାମର୍ଶ ନେବେ। ଛାତ୍ରଛାତ୍ରୀ ଚାକିରି ପାଇଁ ଦୂରସ୍ଥାନକୁ ଯାତ୍ରା କରିବେ । ରାଜନୀତିରେ ଥିବା ବ୍ୟକ୍ତି ସଫଳତା ପାଇବେ ଓ ସୁସ୍ୱାଦୁ ଭୋଜନ କରିବେ ।

ବୃଷ : ପରିବାରରେ ଛୋଟ କଥାକୁ ନେଇ ଅଶାନ୍ତି ସୃଷ୍ଟି ହେବ । ଫଳରେ ମନରେ ଅସ୍ଥିରତା ବୃଦ୍ଧି ପାଇବ । ବ୍ୟବସାୟରେ କାହାରି ସହିତ କଳହ ହେଇପାରେ । ତେଣୁ ସତର୍କ ରୁହନ୍ତୁ । ମାଙ୍ଗଳିକ କାର୍ଯ୍ୟ ପାଇଁ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି ।

ମିଥୁନ: ସ୍ୱାସ୍ଥ୍ୟଜନିତ ସମସ୍ୟା ଦେଖାଯିବା ଫଳରେ ମନ ଭଲ ରହିବ ନାହିଁ । କର୍ମକ୍ଷେତ୍ରରେ ପରିଶ୍ରମ ଅନୁସାରେ ପାରିଶ୍ରମିକ ମିଳିବ ନାହିଁ । ଗୁପ୍ତଶତ୍ରୁ ଅସୁବିଧାରେ ପକାଇପାରନ୍ତି । ରାଜନୀତି କରୁଥିବା ବ୍ୟକ୍ତିଙ୍କ ପାଇଁ ଶୁଭଫଳ ମିଳିବ ନାହିଁ ।

କର୍କଟ: ମାନସିକ ଚିନ୍ତା ଦୂର ହେବାରୁ ନୂଆ ବ୍ୟବସାୟ କରିପାରନ୍ତି । ଶତ୍ରୁମାନେ ପରାଜିତ ହେବେ ଏବଂ ଘରକୁ ବନ୍ଧୁଙ୍କର ଆଗମନ ହେବ । ସନ୍ତାନ ମାନଙ୍କର ସଫଳତା ଦେଖି ବାପାମା’ ଖୁସି ଅନୁଭବ କରିବେ ।

ସିଂହ: ନୂଆ ଲକ୍ଷ୍ୟ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ବନ୍ଧୁ ବାନ୍ଧବଙ୍କ ଦ୍ୱାରା ସମସ୍ୟାର ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ ।

କନ୍ୟା: ବ୍ୟବସାୟରେ ଆଶାତୀତ ଲାଭ ପାଇବେ ଓ ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସିତ ହେବେ । ସନ୍ତାନର ସୁଖବର ଶୁଣି ଖୁସି ହେବେ ଓ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ। ନିଜର ଚତୁରତା ଓ ବିବେକ ହେତୁ ବିପରୀତ ପରିସ୍ଥିତିକୁ ମୁକାବିଲା କରିବେ ।

ତୁଳା: ସହକର୍ମୀମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ରାଜନୀତିରେ ଲୋକପ୍ରିୟତା ହାସଲ କରି ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ । ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ ଓ ଦୂରଯାତ୍ରା କରି ମନ ଖୁସି ରହିବ ।

ବିଚ୍ଛା: ଶାରିରୀକ ସୁସ୍ଥତା ଦେଖା ଦେବା ସହ ମାନସିକ ଶାନ୍ତି ମିଳିବ । ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବା ସହ କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ।

ଧନୁ: ସରକାରୀ କ୍ଷେତ୍ରରେ ସଫଳତା ମିଳିବା ସହ ସାମାଜିକ କ୍ଷେତ୍ର ଉତ୍ସାହଦାୟକ ହେବ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନେବା ଉଚିତ୍ । ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇପାରିବ ।

ମକର: ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବା ସହ ଯାତ୍ରା ଫଳରେ ଉତ୍ସାହିତ ହେବେ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନପ୍ରଦାନ ସୁଚାରୁ ରୂପେ ହେବ । ପ୍ରତିଯୋଗିତା ମୂଳକ କାର୍ଯ୍ୟରେ କୃତିତ୍ୱ ଲାଭ କରିବା ସହ ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସଫଳ ହେବେ।

କୁମ୍ଭ: ପରିବାରରେ କାହାରି ସହିତ ଅଶାନ୍ତି ସୃଷ୍ଟି ହେବ, ସେଥିପାଇଁ ମନ ଭଲ ରହିବ ନାହିଁ । ଜମିବାଡ଼ିକୁ ନେଇ ବନ୍ଧୁଙ୍କ ସହିତ ବଚସା ହେବ ଓ ଗୁପ୍ତଶତ୍ରୁ ବୃଦ୍ଧି ହେବେ । ନିର୍ମାଣଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିବାରୁ ମନ ଖୁସି ରହିବ ।

ମୀନ: କର୍ମକ୍ଷେତ୍ରରେ ଶୁଭଖବର ମିଳିବ ଏବଂ ନୂତନ ବନ୍ଧୁଙ୍କ ସହିତ ମିଳନ ହେବ । ବ୍ୟବସାୟରେ ଲାଭ ପାଇବେ ଏବଂ ନୂଆ ବ୍ୟବସାୟ ପାଇଁ ମନ ବଳାଇବେ । ଦାମ୍ପତ୍ୟ ଜୀବନ ସୁଖମୟ ରହିବ ଓ ସୁସ୍ୱାଦୁ ଭୋଜନ କରିବେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story