୧୩ ମେ’, ଶନିବାର: କର୍ମକ୍ଷେତ୍ରରେ ପଦ ମର୍ଯ୍ୟାଦା ବୃଦ୍ଧି ପାଇବ

ଦାମ୍ପତ୍ୟ ଜୀବନ ସୁଖମୟ ରହିବ । ପୂଜାପୁଜିରେ ଅଧିକ ସମୟ ଦେବେ । ଅଚାନକ କୌଣସି ଖବର ଶୁଣିକି ମନରେ ଅସ୍ଥିରତା ବୃଦ୍ଧି ପାଇବ ।

Rashi

Representational Image

Niharika Rout
  • Published: Saturday, 13 May 2023
  • Updated: 13 May 2023, 07:36 AM IST

Sports

Latest News

ମେଷ: ବ୍ୟବସାୟୀ ମାନେ ଲାଭ ସହ ମାନସମ୍ମାନ ପାଇବେ । ପାରିବାରିକ ଜୀବନ ସୁଖମୟ ହେବ ଓ ସୁସ୍ୱାଦୁ ଭୋଜନ କରିବେ। ଅଚାନକ ଖବର ଶୁଣି ମନ ଆନନ୍ଦିତ ହୋଇଯିବ । ବାକି ପଡିଥିବା ଅର୍ଥ ଆଦାୟ ହେବ ।

ବୃଷ: କର୍ମକ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ହେବ । କିନ୍ତୁ ଦୂରସ୍ଥାନକୁ ଗଲାବେଳେ ସାବଧାନ ସହିତ ଯାଆନ୍ତୁ । ମାଙ୍ଗଳିକ କାର୍ଯ୍ୟ ପାଇଁ ଖୁସି ଖବର ମିଳିବ ଏବଂ ଅର୍ଥ ପ୍ରାପ୍ତି ହେବ । ରାଜନୀତିରେ ଥିବା ବ୍ୟକ୍ତିଙ୍କୁ ଶୁଭଫଳ ମିଳିବ ଓ ଘରକୁ ଅତିଥି ଆସିବେ।

ମିଥୁନ: ଦାମ୍ପତ୍ୟ ଜୀବନ ସୁଖମୟ ରହିବ ଓ ପୂଜାପୁଜିରେ ଅଧିକ ସମୟ ଦେବେ । କୌଣସି ଖବର ଶୁଣିକି ମନରେ ଟିକେ ଅସ୍ଥିରତା ବୃଦ୍ଧି ହେବ ଏବଂ ଅଳସୁଆପଣ ଦେଖାଯିବ । ବ୍ୟବସାୟ ପାଇଁ ବନ୍ଧୁଙ୍କର ସାହାଯ୍ୟ ନେଇପାରନ୍ତି ।

କର୍କଟ: ଶତ୍ରୁମାନେ ପରାଜିତ ହେବେ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ।

ସିଂହ: ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ । ବନ୍ଧୁ ମିତ୍ରଙ୍କର ସହଯୋଗ ଓ ପ୍ରେରଣା ପାଇ ଉଚିତ ପନ୍ଥା ଗ୍ରହଣ କରିବେ । ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ୱ ଦେବେ ।

କନ୍ୟା: ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି । ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

ତୁଳା: ପରିବାରରେ କୌଣସି ପ୍ରସଙ୍ଗକୁ ନେଇ ସମସ୍ୟା ଦେଖାଦେଇପାରେ। ବିଭିନ୍ନ ପ୍ରକାର ବାଧାବିଘ୍ନ ଓ ସମସ୍ୟା ଲାଗି ରହୁଥିବା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ନକାରାତ୍ମକ ଚିନ୍ତା ମନକୁ ଆକ୍ରାନ୍ତ କରିବ। 

ବିଛା: କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଆତ୍ମୀୟମାନେ ସମାଲୋଚନା କରିପାରନ୍ତି। ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ।

ଧନୁ: କୌଣସି ବ୍ୟକ୍ତି ପରୋକ୍ଷରେ ଆକ୍ଷେପ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ସମ୍ମାନ ପ୍ରାପ୍ତିର ଯୋଗ ରହିଛି।  ଅସାବଧାନତା କାରଣରୁ କୌଣସି ଜିନିଷ ହଜି ଯାଇପାରେ।

ମକର: ବନ୍ଧୁମାନଙ୍କ ସହ ଦୂରସ୍ଥାନକୁ ଭ୍ରମଣରେ ଯାଇପାରନ୍ତି। ପାଖ ପଡ଼ୋଶୀ କିମ୍ବା ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ। 
ଉତ୍ତମ ବୁଝାମଣା କାରଣରୁ ପାରିବାରିକ ପରିସ୍ଥିତି ଠିକ୍ ରହିବ।

କୁମ୍ଭ: କର୍ମକ୍ଷେତ୍ରରେ ମତଭେଦ ଦେଖାଦେବ। କୌଣସି ଅଘଟଣ ଘଟିପାରେ। ଘରର କୌଣସି କଥାରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ଲୋକଙ୍କ ସହ ଆଲୋଚନା କଲେ ଭଲ ହେବ।

ମୀନ: ପରିବାରରେ କଳହ ସହ ସ୍ୱାସ୍ଥ୍ୟଜନିତ ସମସ୍ୟା ଦେଖାଯିବ । ରାଜନୀତି କରୁଥିବା ବ୍ୟକ୍ତିଙ୍କୁ ସଫଳତା ମିଳିବ ନାହିଁ । ଗୁପ୍ତଶତ୍ରୁ ବୃଦ୍ଧି ହେବେ। ଦୂରସ୍ଥାନକୁ ଯାତ୍ରା କଲାବେଳେ ସାବଧାନ ସହିତ ଯାଆନ୍ତୁ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story