୧୩ ଅକ୍ଟୋବର, ଶୁକ୍ରବାର; ବଡପଣିଆ ଦେଖାଇଲେ ମନ୍ଦ ଫଳ ଭୋଗିବାକୁ ପଡିବ

ସରକାରୀ କାମରେ ସଫଳତା ପାଇବା ସହ ବ୍ୟବସାୟରେ ଭଲ ଲାଭ ପାଇବେ । ଖେଳକୁଦ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବା ସହ ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ।

Rashi

Representational Image

Niharika Rout
  • Published: Friday, 13 October 2023
  • Updated: 13 October 2023, 07:43 AM IST

ମେଷ:  ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବା ଫଳରେ ଶତ୍ରୁ ନାଶ ହେବେ । ବ୍ୟବସାୟିକ ସ୍ଥିତି ସୁଦୃଢ ହେବା ସହ ଉତ୍ତମ ରୋଜଗାର କରିପାରିବେ । ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି, ସମ୍ମାନ ବୃଦ୍ଧି ହେବାସହ ଅନେକ କାର୍ଯ୍ୟରେ ସଫଳତା ମିଳିବ ।

ବୃଷ:  ସାମାଜିକ କ୍ଷେତ୍ରରେ ନିଜର ଟେକ ରଖିବା ପାଇଁ କଠିନ ପରିଶ୍ରମ କରିବେ । ବନ୍ଧୁବାନ୍ଧବଙ୍କ ସହ ଉତ୍ତମ ସମ୍ପର୍କ ରହିବା ଫଳରେ ବେଶ୍ ଆନନ୍ଦ ପାଇବେ । ବଡପଣିଆ ଦେଖାଇଲେ ଭଲ ବଦଳରେ ମନ୍ଦଫଳ ଭୋଗିବାକୁ ପଡିବ।

ମିଥୁନ: ସରକାରୀ କାମରେ ସଫଳତା ପାଇବା ସହ ବ୍ୟବସାୟରେ ଭଲ ଲାଭ ପାଇବେଖେଳକୁଦ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବା ସହ ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ। ରାଜନୀତି କ୍ଷେତ୍ରରେ ବ୍ୟକ୍ତିତ୍ୱ ପ୍ରତିଭା ବଳରେ ଲୋକପ୍ରିୟତା ଅର୍ଜ୍ଜନ କରିବେ।

କର୍କଟ: ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ମାନସିକ ବିଷାଦ ଓ ଭୟ ଆଶଙ୍କା ଦୂରେଇଯିବ । କର୍ମକ୍ଷେତ୍ରରେ ଉଚ୍ଚାଧିକାରୀଙ୍କ ସହ ସୁ-ସମ୍ପର୍କ ଫଳରେ କର୍ମୋନ୍ନତି ହେବ ।ଜାଗା, ଜମି, ବାସଗୃହ କ୍ରୟ କରିବାର ସୁବିଧା ସୁଯୋଗ ପାଇବେ।ବେ।

ସିଂହ: ପାରିବାରିକ ଓ ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସନ୍ତାନଙ୍କ ଭବିଷ୍ୟତ ନେଇ ଖୁସି ରହିବେ। ରାଜନୈତିକ କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ । ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ । ବ୍ୟବସାୟରେ ବାକି ପଡିଥିବା ଅର୍ଥ ହସ୍ତଗତ ହେବ। ଶତ୍ରୁମାନେ ପରାଜିତ ହୋଇ ମିତ୍ରତାର ହାତ ବଢାଇବେ ।

କନ୍ୟା: କର୍ମକ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ ।ପରିଶ୍ରମ ଅନୁଯାୟୀ ଆଶାଜନକ ପାରିଶ୍ରମିକ ମିଳିବ ଗୃହ କିମ୍ବା ଯାନବାହନ କିଣିବାକୁ ଯୋଜନା ପ୍ରସ୍ତୁତ କରିବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ ।

ତୁଳା: ପୁରାତନ ରୋଗ ପ୍ରକୋପର ଉପଶମ ହୋଇ ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟାର ସମାଧାନ ହେବା ଫଳରେ ବଡ କାମ କରିବାକୁ ଇଚ୍ଛା ଜାଗ୍ରତ ହେବ। ଅଧ୍ୟୟନ, ଅଧ୍ୟାପନା ଓ ଅନୁସନ୍ଧାନ ପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ ।

ବିଚ୍ଛା: ବ୍ୟବସାୟ କ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବା ସହ ଦୂରଯାତ୍ରାର ସୁଯୋଗ ପାଇବେ । ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ ।

ଧନୁ: ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବା ସହ ମିତ୍ରଙ୍କ ସାହାଯ୍ୟ ଅବିସ୍ମରଣୀୟ ରହିବ । ଅଧିକ ପରିଶ୍ରମ କରି ଅନେକ କାର୍ଯ୍ୟ ସହଜରେ ହାସଲ କରିପାରିବେ। ଶତ୍ରୁ ବା ବିରୋଧୀଙ୍କଠାରୁ ସାବଧାନ ରହିବା ଉଚିତ୍ ।

ମକର : ପାରିବାରିକ ଜୀବନରେ ସୁବିଧାବାଦକୁ ଆପଣେଇ ନେଇ ସଫଳ ହେବେ। କଳା, ସାହିତ୍ୟ, ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ଜୟଯୁକ୍ତ ହେବେ ।ପରିବାରରେ ସୁଖ ସମୃଦ୍ଧି ବୃଦ୍ଧି ହେବ କିନ୍ତୁ ଟଙ୍କା ପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ ।

କୁମ୍ଭ: ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହୋଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ ।କର୍ମାନୁଯାୟୀ ଫଳ ପାଇବା ଯୋଗେ ସୁଖେ ଦୁଃଖେ ଦିନଟି ବିତାଇବେ ।

ମୀନ: ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ ଓ ବକେୟା ଅର୍ଥ କିଛି ମିଳିବ । ବନ୍ଧୁ ବାନ୍ଧବଙ୍କ ଦ୍ୱାରା କେତେକ ଜଟିଳ ସମସ୍ୟାର ସମାଧାନ କରିପାରିବେ ।ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story