୧୪ ଅଗଷ୍ଟ, ମଙ୍ଗଳବାର: ଜାଣନ୍ତୁ କେଉଁ ରାଶିର ବ୍ୟକ୍ତି ଆଜି କ୍ଲାନ୍ତ ଅନୁଭବ କରିବେ

ମେଷ: ଚାକିରିକୁ ନେଇ ଚିନ୍ତିତ ରହିବେ। ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ସ୍ୱାସ୍ଥ୍ୟ ଭଲ ରହିବ।

ବୃଷ: କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ଇଚ୍ଛା ପୂରଣ ହେବ। ବାଦ-ବିବାଦରୁ ଦୂରେଇ ରୁହନ୍ତୁ।

ମିଥୁନ: ସହକର୍ମୀଙ୍କ ସହ ମତାନ୍ତର ହୋଇପାରେ। ପିଲାଙ୍କୁ ନେଇ ଚିନ୍ତିତ ରହିବେ। ଅସୁସ୍ଥତା ଅନୁଭବ କରିବେ।

କର୍କଟ: ଶରୀରରେ ଆଘାତ ଲାଗିପାରେ। ଆର୍ଥିକ ସ୍ଥିତି ଏତେଟା ଭଲ ରହିବ ନାହିଁ।

ସିଂହ: ପ୍ରେମ ସମ୍ପର୍କ ଭଲ ରହିବ। ଧନପ୍ରାପ୍ତି ଯୋଗ ରହିଛି। ବ୍ୟସ୍ତତା ଭିତରେ ଦିନଟି କଟିବ।

କନ୍ୟା: ହଠାତ୍ ଧନପ୍ରାପ୍ତି ଯୋଗ ରହିଛି। ଚିକିରିରେ ପଦୋନ୍ନତି ହୋଇପାରେ। ସୁସ୍ଥ ରହିବେ।

ତୁଳା:  ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି। ଖର୍ଚ୍ଚ ବଢ଼ିବ। ଯାନବାହନ ଦୁର୍ଘଟଣାର ଯୋଗ ରହିଛି, ସତର୍କ ରୁହନ୍ତୁ।

ବିଛା: ଖର୍ଚ୍ଚ ବଢ଼ିବ। ବନ୍ଧୁଙ୍କ ସହଯୋଗ ମିଳିବ। ଦୀର୍ଘଦିନ ଧରି ଲାଗି ରହିଥିବା ସମସ୍ୟାର ସମାଧାନ ହେବ।

ଧନୁ: ନୂତନ ଦାୟିତ୍ୱ ଗ୍ରହଣ କରିବେ। ଧନପ୍ରାପ୍ତି ଯୋଗ ରହିଛି। ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ।

ମକର: ଚାକିରିକୁ ନେଇ ଚିନ୍ତିତ ରହିବେ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଜୀବନସାଥୀଙ୍କ ସ୍ୱାସ୍ଥ୍ୟ ଖରାପ ହୋଇପାରେ।

କୁମ୍ଭ: ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ଅଳସୁଆ ଅନୁଭବ କରିବେ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

ମୀନ: ବାଦ-ବିବାଦରୁ ଦୂରେଇ ରୁହନ୍ତୁ। ବ୍ୟସ୍ତତା ଭିତରେ ଦିନଟି କଟିବ। ସନ୍ତାନପ୍ରାପ୍ତିର ଯୋଗ ରହିଛି।