୧୪ ସେପ୍ଟେମ୍ବର, ବୁଧବାର: ଦୂର ବନ୍ଧୁଙ୍କ ସହ ସାକ୍ଷାତ ହେବ

ମେଷ:ପ୍ରତ୍ୟେକ କାର୍ଯ୍ୟରେ ଭାଗ୍ୟ ସାଥ୍‌ ଦେଲେ ବି ପରିବାରରେ କଳହ ଯୋଗ ଅଛି। ଦୂର ସ୍ଥାନକୁ ଯାତ୍ରା କଲେ ସାବଧାନତାର ସହ ଯାଆନ୍ତୁ। ଦୁର୍ଘଟଣାର ଯୋଗ ଅଛି। ବ୍ୟବସାୟୀରେ ଭଲ ଲାଭ ପାଇବେ। ବୃଷ: ବହୁ ଦିନ ପରେ ଦୂରବନ୍ଧୁଙ୍କ ସହ ସାକ୍ଷାତ ହେବ । ମାଙ୍ଗଳିକ କାର୍ଯ୍ୟ ପାଇଁ ପ୍ରସ୍ତାବ ଆସିବ । ବୃତ୍ତିଗତ କାର୍ଯ୍ୟରେ ଦୂର ସ୍ଥାନକୁ ଯାତ୍ରା କରିବେ। ସ୍ୱାମୀସ୍ତ୍ରୀଙ୍କ ମଧ୍ୟରେ ଅପ୍ରୀତିକର ପରିସ୍ଥିତ ସୃଷ୍ଟି ହେବ । ମିଥୁନ: ଆଜି ଆପଣ […]

RASI

RASI

Niharika Rout
  • Published: Wednesday, 14 September 2022
  • Updated: 14 September 2022, 07:46 AM IST

Sports

Latest News

ମେଷ:ପ୍ରତ୍ୟେକ କାର୍ଯ୍ୟରେ ଭାଗ୍ୟ ସାଥ୍‌ ଦେଲେ ବି ପରିବାରରେ କଳହ ଯୋଗ ଅଛି। ଦୂର ସ୍ଥାନକୁ ଯାତ୍ରା କଲେ ସାବଧାନତାର ସହ ଯାଆନ୍ତୁ। ଦୁର୍ଘଟଣାର ଯୋଗ ଅଛି। ବ୍ୟବସାୟୀରେ ଭଲ ଲାଭ ପାଇବେ।

ବୃଷ: ବହୁ ଦିନ ପରେ ଦୂରବନ୍ଧୁଙ୍କ ସହ ସାକ୍ଷାତ ହେବ । ମାଙ୍ଗଳିକ କାର୍ଯ୍ୟ ପାଇଁ ପ୍ରସ୍ତାବ ଆସିବ । ବୃତ୍ତିଗତ କାର୍ଯ୍ୟରେ ଦୂର ସ୍ଥାନକୁ ଯାତ୍ରା କରିବେ। ସ୍ୱାମୀସ୍ତ୍ରୀଙ୍କ ମଧ୍ୟରେ ଅପ୍ରୀତିକର ପରିସ୍ଥିତ ସୃଷ୍ଟି ହେବ ।

ମିଥୁନ: ଆଜି ଆପଣ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ। ଆର୍ଥିକ ସମସ୍ୟାର ସମାଧାନ ହେବ। ଗତକାଲି ଠାରୁ ଯେଉଁ ବିଷୟ ସକାଶେ ଚିନ୍ତିତ ରହିଛନ୍ତି ସେଥିରେ ଶୁଭ ଫଳ ମିଳିବ ।

କର୍କଟ: ଆପଣ ସାମାଜିକ ପ୍ରତିଷ୍ଠା ସହ ପ୍ରତ୍ୟେକ ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ  । ପରିବାରରେ ସୁଖ ଶାନ୍ତି ଫେରାଇ ଆଣିବା ଦିଗରେ ଚେଷ୍ଟା କରି ସଫଳ ହେବେ। ବନ୍ଧୁ ଦର୍ଶନର ସୁଯୋଗ ଅଛି ।

ସିଂହ: ଆଜି ବିଳମ୍ବିତ ହେଲେ ମଧ୍ୟ  ସମସ୍ତ କାର୍ଯ୍ୟ ସାଧିତ ହେବ। ସମସ୍ୟା ରହିଥିଲେ ମଧ୍ୟ ଆବଶ୍ୟକୀୟ ସୁଯୋଗ ମିଳିବ । ଅଫିସରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି।

କନ୍ୟା:  ଆଜି ପ୍ରତ୍ୟେକ ପରିସ୍ଥିତିକୁ ଲାଘବ କରିବା ଦିଗରେ ଆପଣଙ୍କ ନରମ କଥା ଓ କିଛିଟା ଅର୍ଥବ୍ୟୟ ସାହାଯ୍ୟ କରିବ । ବନ୍ଧୁଙ୍କ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ୍ କାମ କରିପାରନ୍ତି । ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗରେ ମନୋନିବେଶ କରିବେ ।

ତୁଳା: ସନ୍ତାନମାନଙ୍କ ସ୍ୱାସ୍ଥ୍ୟକୁ ନେଇ ବାପାମା’ ଚିନ୍ତାଗ୍ରସ୍ତ ରହିବେ । ବ୍ୟବସାୟ ପାଇଁ ଦୂରସ୍ଥାନକୁ ଯାତ୍ରା କରିବେ କିନ୍ତୁ ସଫଳତା ପାଇବେ ନାହିଁ। ଦାମ୍ପତ୍ୟ ଜୀବନ ସୁଖମୟ ରହିବ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ସମାଜସେବାରେ ମନ ବଳାଇବେ ।

ବିଚ୍ଛା:  କୌଣସି କଥାକୁ ନେଇ ନିଜ ସମ୍ପର୍କୀୟଙ୍କ ସହିତ ମନୋମାଳିନ୍ୟ ହେବ ।  ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଯିବ ଓ ଗୁପ୍ତଶତ୍ରୁ ବୃଦ୍ଧି ପାଇବେ।  ଅପରାହ୍ନ ପରେ ପରିବାରରେ ହସଖୁସିରେ ସମୟ ଅତିବାହିତ କରିବେ । କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କଠାରୁ ସମ୍ମାନ ମିଳିବ ।

ଧନୁ: କର୍ମକ୍ଷେତ୍ରରେ ଅପଦସ୍ତ ହେବେ, ଜଗିରଖି ରହିବାକୁ ପଡିବ । ନୂଆ ଲୋକଙ୍କ ସହିତ ସମ୍ପର୍କ ସ୍ଥାପନ ହେବ, ଦୂରସ୍ଥାନକୁ ଯାତ୍ରା କଲାବେଳେ  ସତର୍କତାର ସହ  ଯାଆନ୍ତୁ । ମାଙ୍ଗଳିକ କାର୍ଯ୍ୟ ପାଇଁ ବ୍ୟସ୍ତ ରହିପାରନ୍ତି ଏବଂ ଘର ପାଇଁ ନୂତନ ଦ୍ରବ୍ୟ କ୍ରୟ କରିବେ ।

ମକର: ପିଲାମାନଙ୍କର ସଫଳତା ଦେଖି ବାପାମା’ ଖୁସି ଅନୁଭବ କରିବେ । ଦୂରସ୍ଥାନକୁ ଯାତ୍ରା କରିବେ ଓ ବ୍ୟବସାୟରେ ଉନ୍ନତି କରିବେ । ରାଜନୀତିରେ ଥିବା ବ୍ୟକ୍ତି ସଫଳତା ପାଇବେ।

କୁମ୍ଭ : ସାଧାରଣ କଥାକୁ କେନ୍ଦ୍ର କରି ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ। ଭୁଲ୍ ବୁଝାମଣା ହେତୁ ପତ୍ନୀଙ୍କ ସହ ମନୋମାଳିନ୍ୟ ଦେଖାଦେଇପାରେ। ସ୍ୱାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିବେ ।

ମୀନ: ଆଜିର  ଆପଣ ଆତ୍ମୀୟଙ୍କ ସାହାଯ୍ୟ ସହଯୋଗ ପାଇବାରୁ ଆନନ୍ଦିତ ରହିବେ  । ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ କିନ୍ତୁ କୌଣସି କ୍ଷେତ୍ରରୁ ବାଧା ଦେଇପାରିବେ ନାହିଁ  ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story