୧୪ ନଭେମ୍ବର, ମଙ୍ଗଳବାର; ଅଯଥାରେ ଅର୍ଥହାନୀ ହେବାରୁ ବିଚଳିତ ହେବେ

ଦୂରସ୍ଥାନକୁ ଯାତ୍ରା କରିବା ସହିତ ନୂଆ ବନ୍ଧୁଙ୍କ ସହିତ ମିଳନ ହେବ। ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିବ ଓ ବ୍ୟବସାୟରେ ଲାଭ ପାଇବେ।

Rashi

Representational Image

Niharika Rout
  • Published: Tuesday, 14 November 2023
  • Updated: 14 November 2023, 07:46 AM IST

Sports

Latest News

ମେଷ: ରାଜନୀତିରେ ଥିବା ବ୍ୟକ୍ତି ଅପମାନିତ ହେବେ। ପାରିବାରିକ ଅଶାନ୍ତି ଓ ଗୁପ୍ତଶତ୍ରୁ ବୃଦ୍ଧି ପାଇବେ । ଅଯଥାରେ ଅର୍ଥହାନୀ ହେବାରୁ ମନ ଭଲ ରହିବ ନାହିଁ ।

ବୃଷ: ଦୂରସ୍ଥାନକୁ ଯାତ୍ରା କରିବା ସହିତ ନୂଆ ବନ୍ଧୁଙ୍କ ସହିତ ମିଳନ ହେବ। ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିବ ଓ ବ୍ୟବସାୟରେ ଲାଭ ପାଇବେ। ଛାତ୍ରଛାତ୍ରୀ ପାଠପଢ଼ାରେ ଉନ୍ନତି କରିବେ ଓ ଚାକିରୀ କ୍ଷେତ୍ରରେ ସଫଳତା ପାଇବେ ।

ମିଥୁନ: ପୁରାତନ ରୋଗ ପୀଡ଼ାରୁ ଉପଶମ ପାଇବା ସହ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ପରିବାରରେ ପ୍ରତିବନ୍ଧକ ସତ୍ତ୍ୱେ ଆଗକୁ ବଢ଼ିବାର ଇଚ୍ଛା ଜାଗ୍ରତ ହେବ। ସାମାଜିକ ସ୍ତରରେ ଦୃଢ଼ ପଦକ୍ଷେପ ନେଇ କାର୍ଯ୍ୟ ହାସଲ କରିପାରିବେ ।

କର୍କଟ: ପରିବାରରେ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟ କରି ହସଖୁସିରେ ଚଳିବେ । ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହୋଇପାରିବେ । ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ ।

ସିଂହ: ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ । ବନ୍ଧୁ ମିତ୍ରଙ୍କର ସହଯୋଗ ଓ ପ୍ରେରଣା ପାଇ ଉଚିତ ପନ୍ଥା ଗ୍ରହଣ କରିବେ । ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ୱ ଦେବେ ।

କନ୍ୟା: ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି।  କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

ତୁଳା: ପରିବାରରେ କୌଣସି ପ୍ରସଙ୍ଗକୁ ନେଇ ସମସ୍ୟା ଦେଖାଦେଇପାରେ। ବିଭିନ୍ନ ପ୍ରକାର ବାଧାବିଘ୍ନ ଓ ସମସ୍ୟା ଲାଗି ରହୁଥିବା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ନକାରାତ୍ମକ ଚିନ୍ତା ମନକୁ ଆକ୍ରାନ୍ତ କରିବ। 

ବିଛା: କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଆତ୍ମୀୟମାନେ ସମାଲୋଚନା କରିପାରନ୍ତି। ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ।

ଧନୁ: କୌଣସି ବ୍ୟକ୍ତି ପରୋକ୍ଷରେ ଆକ୍ଷେପ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ସମ୍ମାନ ପ୍ରାପ୍ତିର ଯୋଗ ରହିଛି।  ଅସାବଧାନତା କାରଣରୁ କୌଣସି ଜିନିଷ ହଜି ଯାଇପାରେ।

ମକର: କର୍ମକ୍ଷେତ୍ରରେ ଖୁସି ଖବର ମିଳିବା ସହିତ ମାନସମ୍ମାନ ପ୍ରାପ୍ତି ହେବ । ବ୍ୟବସାୟରେ ଲାଭ ମିଳିବାରୁ ଘର ପାଇଁ ନୂତନ ଦ୍ରବ୍ୟ କ୍ରୟ କରିବେ। ସ୍ୱାମୀସ୍ତ୍ରୀ ମଧ୍ୟରେ ଦାମ୍ପତ୍ୟ ଜୀବନ ସୁଖମୟ ରହିବ ଓ ସୁସ୍ୱାଦୁ ଭୋଜନ କରିବେ ।

କୁମ୍ଭ: ଛାତ୍ରଛାତ୍ରୀ ଚାକିରୀ କ୍ଷେତ୍ରରେ ସଫଳତା ପାଇବେ । ବ୍ୟବସାୟରେ ଆଗ ଅପେକ୍ଷା ଆୟ ଅଧିକ ହେବାରୁ ମନ ଖୁସି ରହିବ। ରାଜନୀତି କରୁଥିବା ବ୍ୟକ୍ତି ଲାଭ ପାଇବେ ଓ ଦୂରସ୍ଥାନକୁ ଯାତ୍ରା କରିବେ।

ମୀନ: କର୍ମକ୍ଷେତ୍ରରେ ଅପମାନ ପାଇବେ ଓ ଗୁପ୍ତଶତ୍ରୁ ଅସୁବିଧାରେ ପକାଇପାରନ୍ତି। ସ୍ୱାସ୍ଥ୍ୟଗତ ସମସ୍ୟା ପାଇଁ ମନରେ ଅସ୍ଥିରତା ବୃଦ୍ଧି ହେବ ଏବଂ କାହା ସହ କଳହ ହୋଇପାରେ। ରାଜନୀତିରେ ଥିବା ବ୍ୟକ୍ତିଙ୍କୁ ଶୁଭଫଳ ମିଳିବ ନାହିଁ ବରଂ ଅସୁବିଧାରେ ପଡ଼ିପାରନ୍ତି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story