୧୪ ଅକ୍ଟୋବର, ଶନିବାର; କାର୍ଯ୍ୟକ୍ଷେତ୍ରରେ ଶତ୍ରୁମାନେ ପରାଜିତ ହେବେ

କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଆତ୍ମୀୟମାନେ ସମାଲୋଚନା କରିପାରନ୍ତି। ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ।

Rashi

Representational Image

Niharika Rout
  • Published: Saturday, 14 October 2023
  • Updated: 14 October 2023, 07:46 AM IST

Sports

Latest News

ମେଷ: ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ ଓ ଆୟ ଉପାର୍ଜନ ବୃଦ୍ଧି ହେବ । ଶତ୍ରୁମାନେ ପରାଜିତ ହୋଇ ମିତ୍ରତା ଭାବ ଆଚରଣ କରିବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ ।

ବୃଷ: ସନ୍ତାନମାନଙ୍କ ମର୍ଜି ରକ୍ଷା କରି ସେମାନଙ୍କ ଉନ୍ନତିରେ ଆନନ୍ଦିତ ହେବେ । ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇପାରନ୍ତି। ରାସ୍ତାଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ ।

ମିଥୁନ: ସମସ୍ତ ପ୍ରକାର ବ୍ୟବସାୟରେ ବିଶେଷ ଲାଭବାନ୍ ହେବେ। ନିଜର ଦକ୍ଷତା ଲୋକମାନଙ୍କୁ ପ୍ରଭାବିତ କରିବା ସହ ନିର୍ମାଣମୂଳକ ଯୋଜନାରେ ଆଗେଇ ପାରିବେ। ଘନିଷ୍ଠ ଲୋକମାନେ ସାହାଯ୍ୟ ସହଯୋଗ କରିବା ଫଳରେ ଗୃହ ସମସ୍ୟା ସମାଧାନ କରିପାରିବେ ।

କର୍କଟ: ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବା ସହ ମାନସିକ ଶାନ୍ତି ମିଳିବ । ଧୈର୍ଯ୍ୟ ସାହସ ଦ୍ୱାରା ହୋଇପାରୁ ନଥିବା କାମ ସୁରୁଖୁରୁରେ ହୋଇଯିବ ।ଜାଗାଜମି ଓ ଯାନବାହାନ ସମ୍ବନ୍ଧୀୟ କେତେକ ସମସ୍ୟା ସମାଧାନ ହୋଇଯିବ ।

ସିଂହ:ଜୀବନସାଥୀଙ୍କ ସହିତ ସମ୍ପର୍କ ଦୃଢ ହେବାସହ ଦାମ୍ପତ୍ୟସୁଖରେ ଆନନ୍ଦିତ ହେବେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ ।

କନ୍ୟା: ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି । ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

ତୁଳା: ପରିବାରରେ କୌଣସି ପ୍ରସଙ୍ଗକୁ ନେଇ ସମସ୍ୟା ଦେଖାଦେଇପାରେ। ବିଭିନ୍ନ ପ୍ରକାର ବାଧାବିଘ୍ନ ଓ ସମସ୍ୟା ଲାଗି ରହୁଥିବା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ନକାରାତ୍ମକ ଚିନ୍ତା ମନକୁ ଆକ୍ରାନ୍ତ କରିବ। 

ବିଛା: କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଆତ୍ମୀୟମାନେ ସମାଲୋଚନା କରିପାରନ୍ତି। ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ।

ଧନୁ: କୌଣସି ବ୍ୟକ୍ତି ପରୋକ୍ଷରେ ଆକ୍ଷେପ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ସମ୍ମାନ ପ୍ରାପ୍ତିର ଯୋଗ ରହିଛି।  ଅସାବଧାନତା କାରଣରୁ କୌଣସି ଜିନିଷ ହଜି ଯାଇପାରେ।

ମକର: କର୍ମକ୍ଷେତ୍ରରେ ଦାୟିତ୍ଵ ବଢିବା ଯୋଗୁ ଅନ୍ୟମନସ୍କ ରହିପାରନ୍ତି । ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ । ବନ୍ଧୁ ମିଳନରେ ମନ ପ୍ରଫୁଲ୍ଲ ରହିବ ଓ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ ।

କୁମ୍ଭ :  ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବା ଯୋଗେ ମନ ଖୁସି ରହିବ । ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ ପ୍ରଶଂସିତ ହେବେ । ସତର୍କତା ଅବଲମ୍ବନ ନକଲେ ମାନସମ୍ମାନ ହାନୀ ହେବାର ବିଶେଷ ସମ୍ଭାବନା ଅଛି ।

ମୀନ: ଶରୀର ସୁସ୍ଥ ରହିବା ସହ ପ୍ରଶାସନିକ କାର୍ଯ୍ୟରେ ପ୍ରବଳ ଉନ୍ନତି ହେବ । ଟଙ୍କାର ଆବଶ୍ୟକତା ପୂରଣ ହୋଇ ଋଣ ପରିଶୋଧ କରିବାର ସୁଯୋଗ ପାଇବେ । କର୍ମଚାରୀମାନଙ୍କର କାର୍ଯ୍ୟକ୍ଷେତ୍ରରେ ଶତ୍ରୁମାନେ ପରାଜିତ ହେବେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story