୧୫ ମାର୍ଚ୍ଚ,ଶୁକ୍ରବାର: ବନ୍ଧୁଙ୍କ ସହିତ ସମୟ ବିତାଇବେ

ମେଷ: ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ମନ ଖୁସି ରହିବ। ପରିବାରରେ ହସଖୁସିର ପରିବେଶ ରହିବ। ବୃଷ: ଆର୍ଥିକ ସ୍ଥିତି ଭଲ ରହିବ। ବନ୍ଧୁଙ୍କ ସହିତ ସମୟ ବିତାଇବେ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ମିଥୁନ: ଅସୁସ୍ଥ ଅନୁଭବ କରିବେ। ଧାର୍ମିକ କାର୍ଯ୍ୟରେ ଅର୍ଥ ଖର୍ଚ୍ଚ ହୋଇପାରେ। ଋଣ ଦିଅନ୍ତୁ ନାହିଁ। କର୍କଟ: କୌଣସି କଥାକୁ ନେଇ ପରିବାରର ସଦସ୍ୟଙ୍କ ସହ ମତଭେଦ ହୋଇପାରେ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ପଦୋନ୍ନତିର ଯୋଗ ରହିଛି। ସିଂହ: ଭାଗ୍ୟ […]

Rasi-Fala-2-1-1-3-2-1-2-1-2-1-1-3-3-1-1-1-1-1-1-2-1-1-4-4-1-2-2-3-2-1

Tapaswini Nayak
  • Published: Friday, 15 March 2019
  • , Updated: 15 March 2019, 07:59 AM IST

ମେଷ: ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ମନ ଖୁସି ରହିବ। ପରିବାରରେ ହସଖୁସିର ପରିବେଶ ରହିବ।

ବୃଷ: ଆର୍ଥିକ ସ୍ଥିତି ଭଲ ରହିବ। ବନ୍ଧୁଙ୍କ ସହିତ ସମୟ ବିତାଇବେ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ।

ମିଥୁନ: ଅସୁସ୍ଥ ଅନୁଭବ କରିବେ। ଧାର୍ମିକ କାର୍ଯ୍ୟରେ ଅର୍ଥ ଖର୍ଚ୍ଚ ହୋଇପାରେ। ଋଣ ଦିଅନ୍ତୁ ନାହିଁ।

କର୍କଟ: କୌଣସି କଥାକୁ ନେଇ ପରିବାରର ସଦସ୍ୟଙ୍କ ସହ ମତଭେଦ ହୋଇପାରେ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ପଦୋନ୍ନତିର ଯୋଗ ରହିଛି।

ସିଂହ: ଭାଗ୍ୟ ବୃଦ୍ଧି ହେବ। ଖାଦ୍ୟପେୟ ପ୍ରତି ଧ୍ୟାନ ଦିଅନ୍ତୁ। ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ।

କନ୍ୟା: ନୂଆ କାର୍ଯ୍ୟ ଆରମ୍ଭ କରିପାରନ୍ତି। ବ୍ୟବସାୟରେ ଆଶା ମୁତାବକ ଫଳ ମିଳିବ। ପିତାଙ୍କ ସହଯୋଗ ମିଳିବ।

ତୁଳା: ବୌଦ୍ଧିକ ଚର୍ଚ୍ଚାରେ ଯୋଗ ଦେଇପାରନ୍ତି। କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି।

ବିଚ୍ଛା: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ପେଟରେ ଯନ୍ତ୍ରଣା ଅନୁଭବ କରିବେ। କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି।

ଧନୁ: ଶରୀର ଫୂର୍ତ୍ତି ରହିବ। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ଜଳାଶୟଠାରୁ ଦୂରେଇ ରୁହନ୍ତୁ।

ମକର: ସ୍ୱାସ୍ଥ୍ୟ ଭଲ ରହିବ। କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ଧନପ୍ରାପ୍ତି ଯୋଗ ରହିଛି।

କୁମ୍ଭ: ମନୋରଞ୍ଜନ କାର୍ଯ୍ୟରେ ଟଙ୍କା ବ୍ୟୟ କରିପାରନ୍ତି। ସନ୍ତାନର ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ମାଆ ଲକ୍ଷ୍ମୀଙ୍କ ଆଶୀର୍ବାଦ ମିଳିବ।

ମୀନ: ପର୍ଯ୍ୟଟନସ୍ଥଳୀକୁ ବୁଲିବାକୁ ଯାଇପାରନ୍ତି। ମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ସାହିତ୍ୟ ଓ କଳା କ୍ଷେତ୍ରରେ ରୁଚି ବଢ଼ିବ। କୁକୁରକୁ ଖାଇବାକୁ ଦିଅନ୍ତୁ।

Related story