୧୫ ଫେବ୍ରୁଆରୀ, ବୁଧବାର: କର୍ମକ୍ଷେତ୍ରରେ ଗୁପ୍ତଶତ୍ରୁ ବୃଦ୍ଧି ହେବେ

ସନ୍ତାନମାନଙ୍କର ପାଠପଢାକୁ ନେଇ ବାପା ମା ଚିନ୍ତାରେ ରହିବେ। ରାଜନୀତି କରୁଥିବା ବ୍ୟକ୍ତିଙ୍କୁ ମାନସମ୍ମାନ ନ ମିଳିବାରୁ ମନ ଦୁଃଖ ରହିବ ।

Rasi PhotoOR

Rasi

Niharika Rout
  • Published: Wednesday, 15 February 2023
  • Updated: 15 February 2023, 07:27 AM IST

Sports

Latest News

ମେଷ: ସନ୍ତାନମାନଙ୍କର ପାଠପଢାକୁ ନେଇ ବାପା ମା ଚିନ୍ତାରେ ରହିବେ। ରାଜନୀତି କରୁଥିବା ବ୍ୟକ୍ତିଙ୍କୁ ମାନସମ୍ମାନ ନ ମିଳିବାରୁ ମନ ଦୁଃଖ ରହିବ । କର୍ମକ୍ଷେତ୍ରରେ ଗୁପ୍ତଶତ୍ରୁ ବୃଦ୍ଧି ହେବେ ଓ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଯିବ

ବୃଷ : ଦାମ୍ପତ୍ୟ ଜୀବନ ସୁଖମୟ ରହିବ ଓ ସ୍ୱାଭିମାନ ବୃଦ୍ଧି ହେବ। ବହୁଦିନରୁ ଅଟକିଥିବା କାର୍ଯ୍ୟ ପାଇଁ ଶୁଭ ଖବର ପ୍ରାପ୍ତି ହେବ ଯାହାକି ମନ ପ୍ରଫୁଲିତ ରହିବ ।

ମିଥୁନ: ପାରିବାରିକ କ୍ଷେତ୍ରରେ ଛୋଟ ଛୋଟ କଥାକୁ ଧରି ବସିବା ଠିକ୍ ହେବ ନାହିଁ । ବନ୍ଧୁମିଳନ ଯୋଗ ରହିଛି। ବ୍ୟବସାୟ, ପରିବହନ ଦିଗରୁ ଲାଭବାନ୍ ହେବେ, ମହିଳାମାନେ ଗୃହ ସାଜସଜ୍ଜା ପ୍ରତି ଯତ୍ନଶୀଳା ହେବେ । କର୍ମକ୍ଷେତ୍ର କିମ୍ବା ଆନୁଷ୍ଠାନିକ କାମରେ ଦୃଢ଼ ପଦକ୍ଷେପ ଗ୍ରହଣ କରି କାମ ହାସଲ କରିବେ।

କର୍କଟ: ଯୋଜନାକୁ କାର୍ଯ୍ୟକାରୀ କରିବା ବିଷୟରେ ବନ୍ଧୁଙ୍କ ସହ ଖୋଲାଖୋଲି ଆଲୋଚନା କରିବା ଭଲ ହେବ। ବିବାଦୀୟ ଘଟଣା ଆପେ ଆପେ ପ୍ରଶମିତ ହେବ। ଯାତ୍ରା ସମୟରେ କଥା ଦେଇଥିବା ବନ୍ଧୁଙ୍କୁ ନ ପାଇ ବ୍ୟସ୍ତ ହୋଇପାରନ୍ତି । ପ୍ରତ୍ୟେକ କ୍ଷେତ୍ରରେ ଭାବି ଚିନ୍ତି କାମ କରିବା ଭଲ ହେବ ।

ସିଂହ: ଆତ୍ମୀୟସ୍ୱଜନ କିମ୍ବା ପାଖ ପଡ଼ୋଶୀଙ୍କଠାରୁ ସହଯୋଗ ଲାଭ କରି କାମଟିକୁ ପୂରା କରିପାରିବେ। ଜମିଜମା, ଗୃହସୀମା କିମ୍ବା ଘରଭଡ଼ାକୁ କେନ୍ଦ୍ର କରି ସାମାନ୍ୟ ଝଗଡ଼ା ସୃଷ୍ଟି ହୋଇପାରେ। ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶାନୁରୂପ ଶୁଭଫଳ ପାଇବେ । ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧି ପାଇପାରେ ।

କନ୍ୟା: ଏଣୁତେଣୁ ଗୁଡ଼ାଏ କଥା ମନରେ ସ୍ଥାନ ଦେବା କାରଣରୁ କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିବ ନାହିଁ । ପିଲାଙ୍କ ଆଚରଣରେ ପରିବର୍ତ୍ତନ ଆସିପାରେ । ଏଣୁ ମନଟା ସାମୟିକ ଭାବରେ ଅଶାନ୍ତି ରହିବ । ପରିବାରରେ ସୁଖଶାନ୍ତି ସାଙ୍ଗକୁ ସ୍ଥଗିତ କାର୍ଯ୍ୟ ତ୍ୱରାନ୍ୱିତ ହୋଇପାରିବ ।

ତୁଳା: ଜଗିରଖି ଚଳନ୍ତୁ । ଶାରୀରିକ ପୀଡ଼ା ଓ ମାନସିକ ଦୁଶ୍ଚିନ୍ତା ମଧ୍ୟଦେଇ ଗତି କରିବେ। କାମ ଧନ୍ଦା ମାମଲାରେ ପରିସ୍ଥିତି ଭଲ ରହିବ । ଖେଳାଳିମାନେ ସୁନାମ ଅର୍ଜନ କରିବେ । ପାରିବାରିକ ଜୀବନ ସୁଖମୟ ହେବ ।

ବିଛା: ସମସ୍ତ ଦିଗରେ ସଫଳତା ହାସଲ କରିବେ । ଶତୃମାନେ ପରାଜିତ ହେବେ । ସ୍ଥଗିତ କାର୍ଯ୍ୟକୁ ତ୍ୱରାନ୍ୱିତ କରି ଶେଷ ପର୍ଯ୍ୟାୟରେ ପହ଼଼ଞ୍ଚାଇବେ । କୌଣସି ଶୁଭ ଖବର ଶୁଣିପାରନ୍ତି। ବ୍ୟବସାୟ ପାଇଁ ନୂତନ ଚୁକ୍ତିପତ୍ର ସ୍ୱାକ୍ଷରିତ କରିବେ । ଦାମ୍ପତ୍ୟ ଜୀବନରେ ମଧୁରତା ରହିବ ।

ଧନୁ : ପାରିବାରିକ ଜୀବନରେ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ପାଇଁ ଦିନଟି ବହୁତ ଭଲ ରହିବ । ହଠାତ୍ ହଜି ଯାଇଥିବା ବ୍ୟକ୍ତି, ଚୋରି ହୋଇଥିବା ଜିନିଷର ଖୋଜ ଖବର ପାଇପାରନ୍ତି ।

ମକର : ନିଜ ପାଖ ଲୋକ ଆକ୍ଷେପ କରିପାରନ୍ତି। ଆକସ୍ମିକ ଭାବରେ ଉଚ୍ଚ ସମ୍ମାନ ଓ ବସ୍ତ୍ର ଆଭୂଷଣ ପ୍ରାପ୍ତି ଯୋଗ ରହିଛି । ଅସାବଧାନତା କାରଣରୁ କୌଣସି ଜିନିଷ ହଜିଯିବାର ସମ୍ଭାବନା ରହିଛି।

କୁମ୍ଭ : ସ୍ୱାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ହୋଇପାରନ୍ତି, ଅଟକି ରହିଯାଇଥିବା କାମଟିକୁ ପୂର୍ଣ୍ଣାଙ୍ଗ ରୂପ ଦେବେ । ପାରିବାରିକ ସମସ୍ୟାର ସମାଧାନ ଘଟିବ। ଜଣେ ବନ୍ଧୁଙ୍କ ସାହାଯ୍ୟ ଅନେକାଂଶରେ ସଫଳତା ଆଣିଦେବ । ଆର୍ଥିକ ଅନଟନ ଜନିତ ମାନସିକ ଦ୍ୱନ୍ଦର ଅବସାନ ଘଟିବ ।

ମୀନ : ଦାମ୍ପତ୍ୟ କଳହର ଅବସାନ ଘଟିବ । ସନ୍ତାନଙ୍କ ଉନ୍ନତିରେ ଖୁସି ହେବେ । ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। କର୍ମ କ୍ଷେତ୍ରରେ ଉନ୍ନତି କରିପାରିବେ, ଆକସ୍ମିକ ଅର୍ଥ ଲାଭ ହେବ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story