୧୫ ଜୁଲାଇ, ଉତ୍ତମ ବନ୍ଧୁ ଆପଣଙ୍କଠାରୁ ଦୂରେଇ ଯିବେ

ମେଷ: ଦାମ୍ପତ୍ୟ କଳହର ଅବସାନ ଘଟିବ। ସନ୍ତାନଙ୍କ ଉନ୍ନତିରେ ଖୁସି ହେବେ। ବ୍ୟବସାୟରେ ଉନ୍ନତି ହେବ। ବୃଷ: ପିଲାମାନଙ୍କ କାର୍ଯ୍ୟ ଚିନ୍ତାଜନକ ହୋଇପାରେ। କୌଣସି ଉତ୍ତମ ବନ୍ଧୁ ଆପଣଙ୍କ ଠାରୁ ଦୂରେଇ ଯିବେ। ଜମିବାଡ଼ି ସମ୍ପର୍କିତ ସମସ୍ୟାର ସମାଧାନ ହୋଇଯିବ। ମିଥୁନ: ଶରୀରର କୌଣସି ଅଙ୍ଗରେ ପୀଡ଼ା ହୋଇପାରେ। ଅନାବଶ୍ୟକ ଖର୍ଚ୍ଚ କରିବାକୁ ବାଧ୍ୟ ହେବେ। କର୍କଟ: ସାଧାରଣ କଥାକୁ କେନ୍ଦ୍ରକରି ପରିବାରରେ କୌଣସି ସଦସ୍ୟଙ୍କ ସହ ଯୁକ୍ତିତର୍କ ହୋଇପାରେ। ସଉଦା କିଣିବା ସମୟରେ ସତର୍କ ନ […]

RASI

RASI

Niharika Rout
  • Published: Thursday, 15 July 2021
  • Updated: 15 July 2021, 08:13 AM IST

Sports

Latest News

ମେଷ: ଦାମ୍ପତ୍ୟ କଳହର ଅବସାନ ଘଟିବ। ସନ୍ତାନଙ୍କ ଉନ୍ନତିରେ ଖୁସି ହେବେ। ବ୍ୟବସାୟରେ ଉନ୍ନତି ହେବ।

ବୃଷ: ପିଲାମାନଙ୍କ କାର୍ଯ୍ୟ ଚିନ୍ତାଜନକ ହୋଇପାରେ। କୌଣସି ଉତ୍ତମ ବନ୍ଧୁ ଆପଣଙ୍କ ଠାରୁ ଦୂରେଇ ଯିବେ। ଜମିବାଡ଼ି ସମ୍ପର୍କିତ ସମସ୍ୟାର ସମାଧାନ ହୋଇଯିବ।

ମିଥୁନ: ଶରୀରର କୌଣସି ଅଙ୍ଗରେ ପୀଡ଼ା ହୋଇପାରେ। ଅନାବଶ୍ୟକ ଖର୍ଚ୍ଚ କରିବାକୁ ବାଧ୍ୟ ହେବେ।

କର୍କଟ: ସାଧାରଣ କଥାକୁ କେନ୍ଦ୍ରକରି ପରିବାରରେ କୌଣସି ସଦସ୍ୟଙ୍କ ସହ ଯୁକ୍ତିତର୍କ ହୋଇପାରେ। ସଉଦା କିଣିବା ସମୟରେ ସତର୍କ ନ ହେଲେ ଠକାମିରେ ପଡ଼ିପାରନ୍ତି। କୌଣସି କାରଣ ନ ଥାଇ ମଧ୍ୟ ଦୋଷୀ ସାବ୍ୟସ୍ତ ହେବେ।

ସିଂହ: ସ୍ୱାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ହୋଇପାରନ୍ତି। ଅଟକି ରହିଯାଇଥିବା କାମଟିକୁ ସଂପୂର୍ଣ୍ଣ କରିବେ।

କନ୍ୟା: ପାରିବାରିକ ସମସ୍ୟା ବଢ଼ିପାରେ। ବିଭିନ୍ନ ପ୍ରକାର ବାଧାବିଘ୍ନ ଓ ସମସ୍ୟା ଲାଗି ରହିବ। ନକାରାତ୍ମକ ଚିନ୍ତାଧାରା ମନକୁ ଭାରାକ୍ରାନ୍ତ କରିବ।

ତୁଳା: ନୂତନ ମୂଲ୍ୟବାନ ଦ୍ରବ୍ୟ କ୍ରୟ କରିପାରନ୍ତି। ବନ୍ଧୁଙ୍କ ସାହାଯ୍ୟ ସହଯୋଗ ପାଇବେ, ସାମାନ୍ୟ ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ବିଛା:ବ୍ୟବସାୟରେ ଲାଭବାନ ହେବେ। ମହିଳା ଏବଂ ପିଲାମାନେ ଆନନ୍ଦିତ ହେବେ। ଶରୀରରେ ସାମାନ୍ୟ ଆଘାତ ଲାଗିପାରେ, ସତର୍କ ରୁହନ୍ତୁ।

ଧନୁ: କର୍ମକ୍ଷେତ୍ରରେ ବାଦବିବାଦ ଦେଖା ଦେଇପାରେ। ବ୍ୟବସାୟରେ ଲାଭବାନ ହେବେ । ମହିଳା ଓ ଛାତ୍ରଛାତ୍ରୀ ମାନେ ଖୁସି ରହିବେ।

ମକର: କର୍ମକ୍ଷେତ୍ରରେ ବାଦବିବାଦ ଦେଖା ଦେଇପାରେ। ଆର୍ଥିକ ଲାଭ ହେବ। ଦୁର୍ଘଟଣାଜନିତ ବିପଦ ଅଛି, ସତର୍କ ରୁହନ୍ତୁ।

କୁମ୍ଭ:କର୍ମକ୍ଷେତ୍ରରେ ଶୁଭଫଳ ପାଇବେ। ନୂତନ ଦ୍ରବ୍ୟ କ୍ରୟ କରିପାରନ୍ତି । ଆର୍ଥିକ ଲାଭ ଯୋଗୁଁ ମନ ଖୁସି ରହିବ।

ମୀନ: କର୍ମକ୍ଷେତ୍ରରେ ବାଦ ବିବାଦ ଦେଖା ଦେବ। ବ୍ୟବସାୟ ବାଣିଜ୍ୟରେ ଆର୍ଥିକ ହାନି ଘଟିବ। ପରିବାରରେ କଳହ ଦେଖା ଦେବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story