୧୫ ନଭେମ୍ବର, ସୋମବାର; ବନ୍ଧୁଙ୍କ ଠାରୁ ସାହାଯ୍ୟ ପାଇ ଆନନ୍ଦିତ ହେବେ

ମେଷ: ପାରିବାରିକ ଜୀବନ ସୁଖମୟ ହେବ। ଆଶା କରୁଥିବା ଦିଗରୁ ସଫଳତା ମିଳିବ।  କଠିନ ପରିଶ୍ରମ କରିବେ। ବୃଷ: ମାନ-ସମ୍ମାନ ବଢ଼ିବ। ବ୍ୟବସାୟରେ ଅଧିକ ଲାଭ ମିଳିବ।  ହସଖୁସିରେ ଦିନଟି ଅତିବାହିତ କରିବେ। ମିଥୁନ: ଆଜି ଆପଣଙ୍କର ଦିନଟି ଭଲରେ କଟିବ। ଶତ୍ରୁମାନେ ପରାଜିତ ହେବେ।  ଘରକୁ ଅତିଥି ଆସିପାରନ୍ତି। କର୍କଟ:  ପ୍ରତ୍ୟେକ କାର୍ଯ୍ୟରେ ବାଧା ବିଘ୍ନ ସୃଷ୍ଟି ହୋଇପାରେ। ଆଶା କରୁଥିବା ଦିଗରୁ ନିରାଶ ହେବାକୁ ପଡିପାରେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ କାମରେ ଅସନ୍ତୁଷ୍ଟ ହୋଇପାରନ୍ତି। ସିଂହ: ସାଧାରଣ କଥାକୁ କେନ୍ଦ୍ରକରି […]

RASI

RASI

Tapaswini Nayak
  • Published: Monday, 15 November 2021
  • Updated: 15 November 2021, 07:45 AM IST

ମେଷ: ପାରିବାରିକ ଜୀବନ ସୁଖମୟ ହେବ। ଆଶା କରୁଥିବା ଦିଗରୁ ସଫଳତା ମିଳିବ।  କଠିନ ପରିଶ୍ରମ କରିବେ।

ବୃଷ: ମାନ-ସମ୍ମାନ ବଢ଼ିବ। ବ୍ୟବସାୟରେ ଅଧିକ ଲାଭ ମିଳିବ।  ହସଖୁସିରେ ଦିନଟି ଅତିବାହିତ କରିବେ।

ମିଥୁନ: ଆଜି ଆପଣଙ୍କର ଦିନଟି ଭଲରେ କଟିବ। ଶତ୍ରୁମାନେ ପରାଜିତ ହେବେ।  ଘରକୁ ଅତିଥି ଆସିପାରନ୍ତି।

କର୍କଟ:  ପ୍ରତ୍ୟେକ କାର୍ଯ୍ୟରେ ବାଧା ବିଘ୍ନ ସୃଷ୍ଟି ହୋଇପାରେ। ଆଶା କରୁଥିବା ଦିଗରୁ ନିରାଶ ହେବାକୁ ପଡିପାରେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ କାମରେ ଅସନ୍ତୁଷ୍ଟ ହୋଇପାରନ୍ତି।

ସିଂହ: ସାଧାରଣ କଥାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ। ସ୍ୱାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିବେ।

କନ୍ୟା: ବନ୍ଧୁଙ୍କ ଠାରୁ ସାହାଯ୍ୟ ପାଇ ଆନନ୍ଦିତ ହେବେ। ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ, କିନ୍ତୁ ହଇରାଣ କରିପାରିବେ ନାହିଁ।

ତୁଳା: ଅର୍ଥଲାଭ ହେବ। ସମସ୍ତ ସମସ୍ୟାର ସମାଧାନ ହୋଇଯିବ। କାହା କଥାରେ ପ୍ରଭାବିତ ହୋଇ, କିଛି ଗୋଳମାଳିଆ ସ୍ଥିତି ସୃଷ୍ଟି କରିପାରନ୍ତି।

ବିଛା: ଦୂର ସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ପାରିବାରିକ କ୍ଷେତ୍ରରେ ମନାନ୍ତର ଦେଖାଦେଇପାରେ। କିଛି କହିବା ଅପେକ୍ଷା ବରଂ ନୀରବ ରହିପାରିଲେ ଭଲ ହେବ।

ଧନୁ: ବ୍ୟସ୍ତତା ଭିତରେ ଦିନଟି କଟିବ। ଆଜି ସମସ୍ତ ଆଶା ଓ ଆକାଂକ୍ଷା ପୂରଣ ହେବ।  କର୍ମକ୍ଷେତ୍ରରେ ସାଧାରଣ ସମସ୍ୟା ଆସିଲେ ମଧ୍ୟ ତାହାକୁ ଚତୁରତାର ସହ ସାମନା କରି  କୃତକାର୍ଯ୍ୟ ହେବେ।

ମକର: ପରିବାର ଲୋକଙ୍କ ଗହଣରେ ଦିନଟି ହସଖୁସିରେ ଅତିବାହିତ କରିବେ। ଆୟ ଅପେକ୍ଷା ବ୍ୟୟ ଅଧିକ ହେବ। ଅଗ୍ନି, ଜଳ ଓ ବିଦ୍ୟୁତ୍ ପ୍ରତି ସାବଧାନ ରୁହନ୍ତୁ।

କୁମ୍ଭ: ସାଧାରଣ କଥାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ବ୍ୟବସାୟ ବାଣିଜ୍ୟରେ ଲାଭବାନ ହେବେ।

ମୀନ: ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ। ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos