୧୫ ନଭେମ୍ବର, ବୁଧବାର; ଗୁପ୍ତଶତ୍ରୁ ଅସୁବିଧାରେ ପକାଇ ପାରନ୍ତି

ସାମାଜିକ କ୍ଷେତ୍ରରେ ମାନସମ୍ମାନ ବୃଦ୍ଧି ହେବ କିନ୍ତୁ ସ୍ୱାସ୍ଥ୍ୟକୁ ନେଇ ଚିନ୍ତାରେ ରହିବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବା ସହିତ ପୂଜାପୁଜିରେ ସମୟ ବିତାଇବେ ।

Rashi

Representational Image

Niharika Rout
  • Published: Wednesday, 15 November 2023
  • Updated: 15 November 2023, 07:43 AM IST

Sports

Latest News

ମେଷ: କର୍ମକ୍ଷେତ୍ରରେ ସଫଳତା ମିଳିଲେ ମଧ୍ୟ ଗୁପ୍ତଶତ୍ରୁ ଅସୁବିଧାରେ ପକାଇ ପାରନ୍ତି । ସ୍ୱାସ୍ଥ୍ୟ ସମସ୍ୟା ଦେଖାଯିବାରୁ ମନ ଭଲ ରହିବ ନାହିଁ ଏବଂ ପାରିବାରିକ ଅଶାନ୍ତି ଦେଖାଯିବ । ନିର୍ମାଣଧୀନ କାର୍ଯ୍ୟ ପାଇଁ ବ୍ୟସ୍ତତା ଅନୁଭବ କରିବେ ।

ବୃଷ: ସାମାଜିକ କ୍ଷେତ୍ରରେ ମାନସମ୍ମାନ ବୃଦ୍ଧି ହେବ କିନ୍ତୁ ସ୍ୱାସ୍ଥ୍ୟକୁ ନେଇ ଚିନ୍ତାରେ ରହିବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବା ସହିତ ପୂଜାପୁଜିରେ ସମୟ ବିତାଇବେ । ରାଜନୀତି କରୁଥିବା ବ୍ୟକ୍ତିଙ୍କୁ ଶୁଭଫଳ ମିଳିବ ଏବଂ ଅର୍ଥଲାଭ ହେବ ।

ମିଥୁନ:  ଅଚାନକ ଅର୍ଥ ହାତକୁ ଆସିବାରୁ ଘରପାଇଁ ନୂତନ ଦ୍ରବ୍ୟ କ୍ରୟ କରିବେ । ଦାମ୍ପତ୍ୟ ଜୀବନ ସୁଖମୟ ରହିବ ଓ ସୁସ୍ୱାଦୁ ଭୋଜନ କରିବେ । କର୍ମକ୍ଷେତ୍ରରେ ଲାଭ ମିଳିବ ଏବଂ ନୂଆବନ୍ଧୁଙ୍କ ସହିତ ମିଳନ ହେବ ।

କର୍କଟ: ସାମୂହିକ ପ୍ରୟାସ ଓ ସହଯୋଗ ଦ୍ୱାରା ଆଗକୁ ବଢିବା ସମ୍ଭବ ହେବ । ପ୍ରକୃତିସ୍ଥ ହୋଇ ଚଳିଲେ ଦୁର୍ଗତିରୁ ସୁରକ୍ଷିତ ରହିହେବ। ପୁରୁଣା ରୋଗର ପ୍ରକୋପ ବୃଦ୍ଧି ପାଇବା ସହ ଶତ୍ରୃମାନେ ପୁଣି ଥରେ ପଛରେ ପଡ଼ି ପାରନ୍ତି।

ସିଂହ: ଶୁଭ କାମ କରି ପ୍ରଶଂସିତ ହେବେ ଓ ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ। ରାଜନୀତି କ୍ଷେତ୍ରରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ। ଭାଗିଦାରଙ୍କ ସହ ମିଶି ବ୍ୟବସାୟ ବୃଦ୍ଧି କରିବେ ।

କନ୍ୟା: ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି । ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

ତୁଳା: ପୁରାତନ ରୋଗ ପ୍ରକୋପର ଉପଶମ ହୋଇ ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟାର ସମାଧାନ ହେବା ଫଳରେ ବଡ କାମ କରିବାକୁ ଇଚ୍ଛା ଜାଗ୍ରତ ହେବ। ଅଧ୍ୟୟନ, ଅଧ୍ୟାପନା ଓ ଅନୁସନ୍ଧାନ ପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ।

ବିଛା: କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସୁନାମ ଅର୍ଜନ କରିବେ । ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା, ପ୍ରତିଯୋଗିତାରେ ସଫଳତା ମିଳିବ। କିନ୍ତୁ ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇବେ ।

ଧନୁ: କୌଣସି ବ୍ୟକ୍ତି ପରୋକ୍ଷରେ ଆକ୍ଷେପ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ସମ୍ମାନ ପ୍ରାପ୍ତିର ଯୋଗ ରହିଛି।  ଅସାବଧାନତା କାରଣରୁ କୌଣସି ଜିନିଷ ହଜି ଯାଇପାରେ।

ମକର: ବ୍ୟବସାୟରେ ଲାଭ ପାଇବାରୁ ଘରପାଇଁ ନୂତନ ଦ୍ରବ୍ୟ କ୍ରୟ କରିବେ । ଦୂରସ୍ଥାନକୁ ଯାତ୍ରା କରିବା ସହିତ ନୂଆ ବନ୍ଧୁଙ୍କ ସହିତ ମିଳନ ହେବ । ମାଙ୍ଗଳିକ କାର୍ଯ୍ୟ ପାଇଁ ଖୁସି ଖବର ପ୍ରାପ୍ତି ହେବ ଓ ସୁସ୍ୱାଦୁ ଭୋଜନ କରିବେ ।

କୁମ୍ଭ: ବ୍ୟବସାୟରେ ଆୟ ଅଧିକ ହେବାରୁ ମନ ଖୁସି ରହିବ । କିନ୍ତୁ ଗୁପ୍ତଶତ୍ରୁ ବୃଦ୍ଧି ହେବେ । ରାଜନୀତିରେ ଥିବା ବ୍ୟକ୍ତିଙ୍କ ପାଇଁ ଅଚାନକ ଅର୍ଥ ଲାଭ ହେବ । ପିଲାମାନେ ପାଠପଢ଼ାରେ ଉନ୍ନତି ସହିତ ଚାକିରି କ୍ଷେତ୍ରରେ ସଫଳତା ପାଇବେ।

ମୀନ:  ବ୍ୟବସାୟରେ ଲାଭ ମିଳିବ ଏବଂ ନୂତନ ବ୍ୟବସାୟ ପାଇଁ ବନ୍ଧୁଙ୍କର ପରାମର୍ଶ ନେବେ । ଚାକିରି କ୍ଷେତ୍ରରେ ମାନସମ୍ମାନ ବୃଦ୍ଧି ହେବା ସହିତ ପଦୋନ୍ନତି ମିଳିବ । ସ୍ୱାମୀସ୍ତ୍ରୀ ମଧ୍ୟରେ ଉତ୍ତମ ବୁଝାମଣା ରହିବ ଓ ଦୂରସ୍ଥାନକୁ ଯାତ୍ରା କରିବେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story