୧୫ ସେପ୍ଟେମ୍ୱର, ଶନିବାର: ଏହି ରାଶିର ବ୍ୟକ୍ତି ପ୍ରତିଦ୍ୱନ୍ଦ୍ୱୀଙ୍କୁ ପରାସ୍ତ କରିବେ

ମେଷ: ଘରେ ସୁଖଶାନ୍ତି ବଜାୟ ରହିବ। କାର୍ଯ୍ୟରେ ବାଧା ସୃଷ୍ଟି ହୋଇପାରେ। ମୋଟାମୋଟି ଭାବେ ଦିନଟି ଭଲରେ କଟିବ। ବୃଷ: ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ। ମଧ୍ୟାହ୍ନ ପରେ ସୁସ୍ଥ ଅନୁଭବ କରିବେ। ମିଥୁନ: କାର୍ଯ୍ୟରେ ସଫଳତା ମିଳିବ। ପ୍ରତିଦ୍ୱନ୍ଦ୍ୱୀଙ୍କ ଠାରୁ ବିଜୟୀ ହେବେ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। କର୍କଟ: ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଅସୁସ୍ଥ ଅନୁଭବ କରିବେ। ଖାଦ୍ୟପେୟ ଉପରେ ଧ୍ୟାନ ଦିଅନ୍ତୁ। ସିଂହ: […]

RasiFala

RasiFala

Jitendra Garnayak
  • Published: Saturday, 15 September 2018
  • Updated: 15 September 2018, 02:12 AM IST

Sports

Latest News

ମେଷ: ଘରେ ସୁଖଶାନ୍ତି ବଜାୟ ରହିବ। କାର୍ଯ୍ୟରେ ବାଧା ସୃଷ୍ଟି ହୋଇପାରେ। ମୋଟାମୋଟି ଭାବେ ଦିନଟି ଭଲରେ କଟିବ।

ବୃଷ: ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ। ମଧ୍ୟାହ୍ନ ପରେ ସୁସ୍ଥ ଅନୁଭବ କରିବେ।

ମିଥୁନ: କାର୍ଯ୍ୟରେ ସଫଳତା ମିଳିବ। ପ୍ରତିଦ୍ୱନ୍ଦ୍ୱୀଙ୍କ ଠାରୁ ବିଜୟୀ ହେବେ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।

କର୍କଟ: ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଅସୁସ୍ଥ ଅନୁଭବ କରିବେ। ଖାଦ୍ୟପେୟ ଉପରେ ଧ୍ୟାନ ଦିଅନ୍ତୁ।

ସିଂହ: ଆତ୍ମବିଶ୍ୱାସ ବଢ଼ିବ। କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ପାରନ୍ତି। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ।

କନ୍ୟା: କୌଣସି କଥାକୁ ନେଇ ଚିନ୍ତିତ ରହିବେ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ମଧ୍ୟାହ୍ନ ପରେ ଆତ୍ମବିଶ୍ୱାସ ବଢ଼ିପାରେ।

ତୁଳା: ବନ୍ଧୁଙ୍କ ସହ ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ପିଲାମାନେ ପାଠପଢ଼ାରେ ସଫଳତା ପାଇବେ।

ବିଚ୍ଛା: ଦିନଟି ଭଲରେ କଟିବ। ବ୍ୟବସାୟରେ ଲାଭ ମିଳିବ। ପଦନ୍ନୋତି ଯୋଗ ରହିଛି।

ଧନୁ: ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ପାରନ୍ତି। ମଧ୍ୟାହ୍ନ ପରେ ଦିନଟି ଭଲରେ କଟିବ। ଅଟକି ରହିଥିବା କାର୍ଯ୍ୟ ସଂପନ୍ନ ହେବ।

ମକର: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ। ଆର୍ଥିକ ସ୍ଥିତି ଭଲ ରହିବ।

କୁମ୍ଭ: କୌଣସି କଥାକୁ ନେଇ ଘରେ ବିଶୃଙ୍ଖଳା ସୃଷ୍ଟି ହୋଇପାରେ। ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ । ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

ମୀନ: ମାନ-ସମ୍ମାନ ମିଳିବ। ଧନପ୍ରାପ୍ତି ଯୋଗ ରହିଛି। କୋର୍ଟରେ କିଛି ମାମଲା ବିଚାରାଧୀନ ଥିଲେ ଆପଣଙ୍କ ସପକ୍ଷରେ ଯାଇପାରେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story