୧୫ ସେପ୍ଟେମ୍ୱର, ଶନିବାର: ଏହି ରାଶିର ବ୍ୟକ୍ତି ପ୍ରତିଦ୍ୱନ୍ଦ୍ୱୀଙ୍କୁ ପରାସ୍ତ କରିବେ

ମେଷ: ଘରେ ସୁଖଶାନ୍ତି ବଜାୟ ରହିବ। କାର୍ଯ୍ୟରେ ବାଧା ସୃଷ୍ଟି ହୋଇପାରେ। ମୋଟାମୋଟି ଭାବେ ଦିନଟି ଭଲରେ କଟିବ।

ବୃଷ: ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ। ମଧ୍ୟାହ୍ନ ପରେ ସୁସ୍ଥ ଅନୁଭବ କରିବେ।

ମିଥୁନ: କାର୍ଯ୍ୟରେ ସଫଳତା ମିଳିବ। ପ୍ରତିଦ୍ୱନ୍ଦ୍ୱୀଙ୍କ ଠାରୁ ବିଜୟୀ ହେବେ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।

କର୍କଟ: ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଅସୁସ୍ଥ ଅନୁଭବ କରିବେ। ଖାଦ୍ୟପେୟ ଉପରେ ଧ୍ୟାନ ଦିଅନ୍ତୁ।

ସିଂହ: ଆତ୍ମବିଶ୍ୱାସ ବଢ଼ିବ। କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ପାରନ୍ତି। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ।

କନ୍ୟା: କୌଣସି କଥାକୁ ନେଇ ଚିନ୍ତିତ ରହିବେ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ମଧ୍ୟାହ୍ନ ପରେ ଆତ୍ମବିଶ୍ୱାସ ବଢ଼ିପାରେ।

ତୁଳା: ବନ୍ଧୁଙ୍କ ସହ ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ପିଲାମାନେ ପାଠପଢ଼ାରେ ସଫଳତା ପାଇବେ।

ବିଚ୍ଛା: ଦିନଟି ଭଲରେ କଟିବ। ବ୍ୟବସାୟରେ ଲାଭ ମିଳିବ। ପଦନ୍ନୋତି ଯୋଗ ରହିଛି।

ଧନୁ: ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ପାରନ୍ତି। ମଧ୍ୟାହ୍ନ ପରେ ଦିନଟି ଭଲରେ କଟିବ। ଅଟକି ରହିଥିବା କାର୍ଯ୍ୟ ସଂପନ୍ନ ହେବ।

ମକର: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ। ଆର୍ଥିକ ସ୍ଥିତି ଭଲ ରହିବ।

କୁମ୍ଭ: କୌଣସି କଥାକୁ ନେଇ ଘରେ ବିଶୃଙ୍ଖଳା ସୃଷ୍ଟି ହୋଇପାରେ। ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ । ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

ମୀନ: ମାନ-ସମ୍ମାନ ମିଳିବ। ଧନପ୍ରାପ୍ତି ଯୋଗ ରହିଛି। କୋର୍ଟରେ କିଛି ମାମଲା ବିଚାରାଧୀନ ଥିଲେ ଆପଣଙ୍କ ସପକ୍ଷରେ ଯାଇପାରେ।

ଆହୁରି ପଢ଼ନ୍ତୁ

ଦୁର୍ଘଟଣାଗ୍ରସ୍ତ ବିମାନର ବ୍ଲାକବକ୍ସ ଠାବ, ଘଟଣାସ୍ଥଳରେ କେନ୍ଦ୍ରମନ୍ତ୍ରୀ

୮ ଅଗଷ୍ଟ, ଶନିବାର: ମନ ବିଚଳିତ ରହିବ

୨୦୨୧ରେ ଭାରତରେ ହେବ ଟି-୨୦ ବିଶ୍ୱକପ, ୨୦୨୨ରେ ଅଷ୍ଟ୍ରେଲିଆ ପାଳି

ସୁଶାନ୍ତଙ୍କ ମୃତ୍ୟୁ ଘଟଣା: ସୁପ୍ରିମକୋର୍ଟ ଗଲା ସିବିଆଇ

ଚୀନରୁ ଆସୁଛି ଆଉ ଏକ ଭୂତାଣୁ: ଗଲାଣି ୭ ଜଣଙ୍କ ଜୀବନ, ୬୦ ସଂକ୍ରମିତ

ଭାରତ ପରେ ଆମେରିକାରେ ବ୍ୟାନ୍‌ ହେଲା ଟିକଟକ, ଟ୍ରମ୍ପ ଦେଲେ ଏମିତି ନିର୍ଦ୍ଦେଶ

ଏବେ ‘କ’ଣ ଭାବିବା’ ନୁହେଁ ‘କିପରି ଭାବିବା’: ମୋଦି

୭ ଅଗଷ୍ଟ, ଶୁକ୍ରବାର: ଅଧିକ ପରିଶ୍ରମ କରିବେ

ସିବିଆଇ ପଞ୍ଝାରେ ରିୟା, ରୁଜୁ ହେଲା ମାମଲା

ରିୟାଙ୍କ ପାଇଁ ବେଙ୍ଗଲି ଝିଅ ଓ ମହିଳାଙ୍କୁ ଟାର୍ଗେଟ, ତଦନ୍ତ ଆରମ୍ଭ କଲା କୋଲକାତା ପୁଲିସ୍‌

ଦିଶାଙ୍କ ମୃତ୍ୟୁ ପରେ ସୁଶାନ୍ତଙ୍କଠାରୁ ଦୂରେଇ ଯାଇଥିଲେ ରିୟା, କିନ୍ତୁ କାହିଁକି?

ଭାରତୀୟ ସୀମାରେ ପଶି ଯାଇଥିଲା ଚାଇନା, ତଥ୍ୟ ପ୍ରକାଶ କରି ଡିଲିଟ କରିଦେଲା ପ୍ରତିରକ୍ଷା ମନ୍ତ୍ରଣାଳୟ