ମେଷ: ଘରେ ସୁଖଶାନ୍ତି ବଜାୟ ରହିବ। କାର୍ଯ୍ୟରେ ବାଧା ସୃଷ୍ଟି ହୋଇପାରେ। ମୋଟାମୋଟି ଭାବେ ଦିନଟି ଭଲରେ କଟିବ।
ବୃଷ: ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ। ମଧ୍ୟାହ୍ନ ପରେ ସୁସ୍ଥ ଅନୁଭବ କରିବେ।
ମିଥୁନ: କାର୍ଯ୍ୟରେ ସଫଳତା ମିଳିବ। ପ୍ରତିଦ୍ୱନ୍ଦ୍ୱୀଙ୍କ ଠାରୁ ବିଜୟୀ ହେବେ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।
କର୍କଟ: ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଅସୁସ୍ଥ ଅନୁଭବ କରିବେ। ଖାଦ୍ୟପେୟ ଉପରେ ଧ୍ୟାନ ଦିଅନ୍ତୁ।
ସିଂହ: ଆତ୍ମବିଶ୍ୱାସ ବଢ଼ିବ। କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ପାରନ୍ତି। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ।
କନ୍ୟା: କୌଣସି କଥାକୁ ନେଇ ଚିନ୍ତିତ ରହିବେ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ମଧ୍ୟାହ୍ନ ପରେ ଆତ୍ମବିଶ୍ୱାସ ବଢ଼ିପାରେ।
ତୁଳା: ବନ୍ଧୁଙ୍କ ସହ ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ପିଲାମାନେ ପାଠପଢ଼ାରେ ସଫଳତା ପାଇବେ।
ବିଚ୍ଛା: ଦିନଟି ଭଲରେ କଟିବ। ବ୍ୟବସାୟରେ ଲାଭ ମିଳିବ। ପଦନ୍ନୋତି ଯୋଗ ରହିଛି।
ଧନୁ: ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ପାରନ୍ତି। ମଧ୍ୟାହ୍ନ ପରେ ଦିନଟି ଭଲରେ କଟିବ। ଅଟକି ରହିଥିବା କାର୍ଯ୍ୟ ସଂପନ୍ନ ହେବ।
ମକର: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ। ଆର୍ଥିକ ସ୍ଥିତି ଭଲ ରହିବ।
କୁମ୍ଭ: କୌଣସି କଥାକୁ ନେଇ ଘରେ ବିଶୃଙ୍ଖଳା ସୃଷ୍ଟି ହୋଇପାରେ। ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ । ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।
ମୀନ: ମାନ-ସମ୍ମାନ ମିଳିବ। ଧନପ୍ରାପ୍ତି ଯୋଗ ରହିଛି। କୋର୍ଟରେ କିଛି ମାମଲା ବିଚାରାଧୀନ ଥିଲେ ଆପଣଙ୍କ ସପକ୍ଷରେ ଯାଇପାରେ।