୧୫ ସେପ୍ଟେମ୍ବର, ଶୁକ୍ରବାର: ରାଜନୀତି କରୁଥିବା ବ୍ୟକ୍ତିଙ୍କୁ ଶୁଭଫଳ ମିଳିବ

ପ୍ରତି କାର୍ଯ୍ୟରେ ଭଲ କାମ କଲେ ମଧ୍ୟ ଅପବାଦ ମିଳିବାର ସମ୍ଭାବନା ରହିଛି । ରାଜନୀତି କରୁଥିବା ବ୍ୟକ୍ତି ଆଶାନୁସାରେ ଲାଭ ପାଇବେ ନାହିଁ । ପାରିବାରିକ ସମସ୍ୟା ଦେଖାଯିବ ଓ ବନ୍ଧୁଙ୍କ ସହିତ ମତାନ୍ତର ହେବ ।

Rashi

Representational Image

Niharika Rout
  • Published: Friday, 15 September 2023
  • Updated: 15 September 2023, 07:51 AM IST

Sports

Latest News

ମେଷ: ବ୍ୟବସାୟରେ ଲାଭ ମିଳିଲେ ମଧ୍ୟ କୌଣସି କାରଣ ପାଇଁ ଅନୁତାପ କରିବେ । ଛାତ୍ରଛାତ୍ରୀଙ୍କ ପାଇଁ ନୂଆ ଚାକିରିର ସୁଯୋଗ ମିଳିବାରୁ ମନ ଖୁସି ରହିବ । ଦାମ୍ପତ୍ୟ ଜୀବନ ସୁଖମୟ ରହିବ ଓ ସୁସ୍ୱାଦୁ ଭୋଜନ କରିବେ ।

ବୃଷ: ପ୍ରତି କାର୍ଯ୍ୟରେ ଭଲ କାମ କଲେ ମଧ୍ୟ ଅପବାଦ ମିଳିବାର ସମ୍ଭାବନା ରହିଛି । ରାଜନୀତି କରୁଥିବା ବ୍ୟକ୍ତି ଆଶାନୁସାରେ ଲାଭ ପାଇବେ ନାହିଁ । ପାରିବାରିକ ସମସ୍ୟା ଦେଖାଯିବ ଓ ବନ୍ଧୁଙ୍କ ସହିତ ମତାନ୍ତର ହେବ ।

ମିଥୁନ: ନିଜର କର୍ମ ଉପରେ ଆତ୍ମବଳ ବୃଦ୍ଧି ହେବ ଓ ବ୍ୟବସାୟରେ ଲାଭବାନ ହେବେ । ସାମାଜିକ କ୍ଷେତ୍ରରେ ମାନସମ୍ମାନ ମିଳିବ ଏବଂ ବହୁଦିନରୁ ଚିନ୍ତା କରୁଥିବା କାର୍ଯ୍ୟ ପୂରଣ ହେବ । ଛାତ୍ରଛାତ୍ରୀ ପାଠପଢ଼ାରେ ଉନ୍ନତି ସହ ଦୂରସ୍ଥାନକୁ ଯାତ୍ରା କରିବେ ।

କର୍କଟ: ଶତ୍ରୁମାନେ ପରାଜିତ ହେବେ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ।

ସିଂହ: ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ । ବନ୍ଧୁ ମିତ୍ରଙ୍କର ସହଯୋଗ ଓ ପ୍ରେରଣା ପାଇ ଉଚିତ ପନ୍ଥା ଗ୍ରହଣ କରିବେ । ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ୱ ଦେବେ ।

କନ୍ୟା: ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି । ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

ତୁଳା: ପୁରାତନ ରୋଗ ପ୍ରକୋପର ଉପଶମ ହୋଇ ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟାର ସମାଧାନ ହେବା ଫଳରେ ବଡ କାମ କରିବାକୁ ଇଚ୍ଛା ଜାଗ୍ରତ ହେବ। ଅଧ୍ୟୟନ, ଅଧ୍ୟାପନା ଓ ଅନୁସନ୍ଧାନ ପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ।

ବିଛା: କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଆତ୍ମୀୟମାନେ ସମାଲୋଚନା କରିପାରନ୍ତି। ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ।

ଧନୁ: କୌଣସି ବ୍ୟକ୍ତି ପରୋକ୍ଷରେ ଆକ୍ଷେପ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ସମ୍ମାନ ପ୍ରାପ୍ତିର ଯୋଗ ରହିଛି।  ଅସାବଧାନତା କାରଣରୁ କୌଣସି ଜିନିଷ ହଜି ଯାଇପାରେ।

ମକର : ରାଜନୀତି କରୁଥିବା ବ୍ୟକ୍ତିଙ୍କୁ ଶୁଭଫଳ ମିଳିବ। କିନ୍ତୁ ବନ୍ଧୁଙ୍କ ସହିତ ମତଭେଦ ସୃଷ୍ଟି ହେବ । ବ୍ୟବସାୟୀମାନେ ନୂଆ ବ୍ୟବସାୟ କରିବା ପାଇଁ ମନ ବଳାଇବେ ଓ ଦୂରସ୍ଥାନକୁ ଯାତ୍ରା କରିବେ। ଆଗ ଅପେକ୍ଷା ସ୍ୱାସ୍ଥ୍ୟ ଭଲ ରହିବାରୁ ମନ ଖୁସି ରହିବ। 

କୁମ୍ଭ: ପରିବାରରେ ହସଖୁସିରେ ସମୟ ଅତିବାହିତ କରିବେ, ନୂଆ ବନ୍ଧୁଙ୍କ ସହିତ ମିଳନ ହେବ । ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିବ ଏବଂ ଅର୍ଥଲାଭ ହେବ । ଦୂରସ୍ଥାନକୁ ଯାତ୍ରା କରିବା ସହିତ ସୁସ୍ୱାଦୁ ଭୋଜନ କରିବେ ।

ମୀନ: ଆମୋଦପ୍ରମୋଦରେ ସମୟ ଅତିବାହିତ ସହ ସୁସ୍ୱାଦୁ ଭୋଜନ କରିବେ। ମାଙ୍ଗଳିକ କାର୍ଯ୍ୟ ପାଇଁ ଶୁଭ ଖବର ମିଳିବ ଓ ଘରକୁ ଅତିଥିଙ୍କର ଆଗମନ ହେବ । ବ୍ୟବସାୟରେ ଲାଭ ମିଳିବାରୁ ମନ ଖୁସି ରହିବ ଏବଂ ଭ୍ରମଣ ଯୋଗ ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story