Advertisment

୧୬ ଏପ୍ରିଲ, ଶନିବାର; ଅଯଥା ବିବାଦରୁ ଦୂରେଇ ରୁହନ୍ତୁ

ମେଷ: କାର୍ଯ୍ୟକ୍ଷେତ୍ରରେ ମାନସମ୍ମାନ ହାନୀ ହୋଇପାରେ । ସତର୍କ ରହି କାର୍ଯ୍ୟ କରନ୍ତୁ। ଅଯଥା ବିବାଦରୁ ଦୂରେଇ ରୁହନ୍ତୁ। ବନ୍ଧୁବାନ୍ଧବଙ୍କ ସାହାଯ୍ୟ ସହଯୋଗ ପାଇବେ । ବୃଷ: ଶାରିରୀକ ଓ ମାନସିକ ସୁସ୍ଥତା ଅନୁଭବ କରିବେ। ବନ୍ଧୁଙ୍କ ସହ ଦୂରଯାତ୍ରା କରିପାରନ୍ତି। ବ୍ୟବସାୟରେ ଲାଭବାନ ହେବେ, କିନ୍ତୁ ଆଘାତ ଲାଗିପାରେ। ମିଥୁନ: କର୍ମକ୍ଷେତ୍ରରେ ବିଶୃଙ୍ଖଳା ପରିସ୍ଥିତି ଦେଖାଦେଇପାରେ, ସତର୍କ ରୁହନ୍ତୁ ।  ଆୟ ବ୍ୟୟ ସମାନ ରହିବ । ଛାତ୍ରଛାତ୍ରୀମାନେ ପାଠପଢାରେ ମନ ଦେବେ । କର୍କଟ: […]

author-image
Niharika Rout
୭ ଜାନୁଆରୀ, ଶୁକ୍ରବାର: ସହକର୍ମୀ ଈର୍ଷାନ୍ୱିତ ହେବେ

RASI

ମେଷ:କାର୍ଯ୍ୟକ୍ଷେତ୍ରରେ ମାନସମ୍ମାନ ହାନୀ ହୋଇପାରେ । ସତର୍କ ରହି କାର୍ଯ୍ୟ କରନ୍ତୁ। ଅଯଥା ବିବାଦରୁ ଦୂରେଇ ରୁହନ୍ତୁ। ବନ୍ଧୁବାନ୍ଧବଙ୍କ ସାହାଯ୍ୟ ସହଯୋଗ ପାଇବେ ।

Advertisment

ବୃଷ:ଶାରିରୀକ ଓ ମାନସିକ ସୁସ୍ଥତା ଅନୁଭବ କରିବେ। ବନ୍ଧୁଙ୍କ ସହ ଦୂରଯାତ୍ରା କରିପାରନ୍ତି। ବ୍ୟବସାୟରେ ଲାଭବାନ ହେବେ, କିନ୍ତୁ ଆଘାତ ଲାଗିପାରେ।

ମିଥୁନ: କର୍ମକ୍ଷେତ୍ରରେ ବିଶୃଙ୍ଖଳା ପରିସ୍ଥିତି ଦେଖାଦେଇପାରେ, ସତର୍କ ରୁହନ୍ତୁ ।  ଆୟ ବ୍ୟୟ ସମାନ ରହିବ । ଛାତ୍ରଛାତ୍ରୀମାନେ ପାଠପଢାରେ ମନ ଦେବେ ।

Advertisment

କର୍କଟ: ବିଭିନ୍ନ କ୍ଷେତ୍ରରୁ ଆୟର ସୁଯୋଗ ଆସିବ । କର୍ମକ୍ଷେତ୍ରରେ ବିବାଦ ଉପୁଜିବା ଯୋଗୁଁ ମାନସିକ ଅଶାନ୍ତି ଦେଖାଦେବ। ଚିନ୍ତାଗ୍ରସ୍ତ ରହି ମାନସିକ ଅଶାନ୍ତି ପାଇବେ।

ସିଂହ: ବ୍ୟବସାୟରେ ଆୟ ବ୍ୟୟ ସମାନ ରହିବ । ଚାକିରି କ୍ଷେତ୍ରରେ ଉନ୍ନତି କରିବେ । ଦୁର୍ଘଟଣାର ଭୟ ରହିଛି । ନୂତନ କାର୍ଯ୍ୟଭାର ହାତକୁ ନେଇ ସମ୍ପୂର୍ଣ୍ଣ  କରିବେ ।

କନ୍ୟା:ବ୍ୟବସାୟରୁ ଅଧିକ ଲାଭ ପାଇବେ । କାର୍ଯ୍ୟକ୍ଷେତ୍ରରେ ମାନସମ୍ମାନ ବୃଦ୍ଧି ହେବ, ଶତ୍ରୁମାନେ ପରାଜିତ ହେବେ ।  ମାନସିକ ଶାନ୍ତି ଅନୁଭବ କରିବେ।

 ତୁଳା:ବିଭିନ୍ନ କାରଣରୁ ମାନସିକ ଦୁଶ୍ଚିନ୍ତା ଲାଗି ରହିବ । ଶତ୍ରୁମାନେ ହଇରାଣ କରିପାରନ୍ତି, ସତର୍କ ରୁହନ୍ତୁ । ପରିବାରରେ ଅଶାନ୍ତି ଦେଖାଦେଇପାରେ।

ବିଛା:ଶାରିରୀକ ଅସୁସ୍ଥତା ଦେଖାଦେଇପାରେ । ବ୍ୟବସାୟରେ ଆୟ ବ୍ୟୟ ସମାନ ରହିବ । ପରିବାରରେ ଶାନ୍ତି ରହିବ ।

ଧନୁ: କର୍ମକ୍ଷେତ୍ରରେ ବିବାଦ ଉପୁଜିପାରେ  । ବ୍ୟବସାୟରେ ଲାଭବାନ ହେବେ । ଶାରିରୀକ ଅସୁସ୍ଥତା ଦେଖାଦେଇପାରେ, ସତର୍କ ରୁହନ୍ତୁ ।

ମକର:ବ୍ୟବସାୟ ବାଣିଜ୍ୟରେ ଲାଭବାନ ହେବେ । ଚାକିରିରେ ପଦୋନ୍ନତି ହୋଇପାରେ । ପାରିବାରିକ କଳହ ଯୋଗୁ ମାନସିକ ଅଶାନ୍ତି ଭୋଗ କରିବେ ।

କୁମ୍ଭ:ବକେୟା ଅର୍ଥ ପ୍ରାପ୍ତି ହେବ । ସୁଖାଦ୍ୟ ଭୋଜନ ସହ ଭ୍ରମଣ ଯୋଗ ମଧ୍ୟ ରହିଛି । ପରିବାରରେ ସାମାନ୍ୟ ମତଭେଦ ଦେଖାଦେଇପାରେ।

ମୀନ:ପରିବାରରେ ଶାନ୍ତିଶୃଙ୍ଖଳା ରହିବ । ବନ୍ଧୁବାନ୍ଧବଙ୍କ ସହ ମଧୁର ସମ୍ପର୍କ ସ୍ଥାପନ ହେବ । ଶାରିରୀକ ଓ ମାନସିକ ଶାନ୍ତି ପାଇବେ ।