୧୬ ଅଗଷ୍ଟ, ବୁଧବାର: ଛୋଟ କଥାକୁ ନେଇ କଳହ ଦେଖାଯିବ

ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ମନ ଭଲ ରହିବ ଓ ଶତୃମାନେ ଦୂର ହେବେ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହୋଇ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ ।

Rashi

Representational Image

Niharika Rout
  • Published: Wednesday, 16 August 2023
  • Updated: 16 August 2023, 07:43 AM IST

Sports

Latest News

ମେଷ: ପ୍ରତି କାର୍ଯ୍ୟରେ ଭାଗ୍ୟ ସାଥ ଦେଲେ ମଧ୍ୟ ଛୋଟ କଥାକୁ ନେଇ କଳହ ଦେଖାଯିବ । ରାଜନୀତି କରୁଥିବା ବ୍ୟକ୍ତିଙ୍କୁ ଶୁଭଫଳ ନ ମିଳିବାରୁ ମନରେ ଅସ୍ଥିରତା ବୃଦ୍ଧି ହେବ । ବ୍ୟବସାୟୀମାନେ ଆଶାନୁସାରେ ଲାଭ ପାଇବେ ନାହିଁ ।

ବୃଷ: ପାରିବାରିକ ସମସ୍ୟା ସବୁର ସମାଧାନ ହୋଇଯିବ । ଦୂରସ୍ଥାନକୁ ଯାତ୍ରା କରିପାରନ୍ତି॥ ବ୍ୟବସାୟରେ ଅଚାନକ ଅର୍ଥ ପ୍ରାପ୍ତି ହେବ ଏବଂ କର୍ମକ୍ଷେତ୍ରରେ ମାନସମ୍ମାନ ମିଳିବ । ମାଙ୍ଗଳିକ କାର୍ଯ୍ୟ ପାଇଁ ଶୁଭ ଖବର ମିଳିବାରୁ ମନ ଖୁସି ରହିବ ।

ମିଥୁନ: ବ୍ୟବସାୟରେ ଲାଭ ମିଳିଲେ ମଧ୍ୟ ଅଯଥାରେ ଅର୍ଥ ବ୍ୟୟ ହେବ । ରାଜନୀତି କରୁଥିବା ବ୍ୟକ୍ତିଙ୍କୁ ଶୁଭଫଳ ପ୍ରାପ୍ତି ହେବ ଓ ସୁସ୍ୱାଦୁ ଭୋଜନ କରିବେ । ନିର୍ମାଣାଧୀନ କାର୍ଯ୍ୟ ପାଇଁ ବନ୍ଧୁଙ୍କୁ ସାହାଯ୍ୟ ମାଗିପାରନ୍ତି ।

କର୍କଟ: ଛାତ୍ରଛାତ୍ରୀମାନେ ବିଦ୍ୟାରେ ମନଯୋଗ ଦେଇ ଅଧୁରା କାର୍ଯ୍ୟ ପୂରଣ କରିବେ । ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନଦେଇ କାର୍ଯ୍ୟ କରନ୍ତୁ ଓ ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ ।

ସିଂହ: ସହକର୍ମୀମାନଙ୍କ ସହଯୋଗ ପାଇ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ। ସରକାରୀ କାମରେ ସଫଳତା ପାଇବେ ଓ ଅଚାନକ ଭାବରେ ଧନ ଲାଭ ହେବ । ଶରୀର ଭଲ ରହିବା ସହ ନୂତନ କର୍ମପ୍ରାପ୍ତି ହୋଇପାରେ ।

କନ୍ୟା: ବ୍ୟବସାୟରେ ଆଶାତୀତ ଲାଭ ପାଇବେ ଓ ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସିତ ହେବେ । ସନ୍ତାନର ସୁଖବର ଶୁଣି ଖୁସି ହେବେ ଓ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ। ନିଜର ଚତୁରତା ଓ ବିବେକ ହେତୁ ବିପରୀତ ପରିସ୍ଥିତିକୁ ମୁକାବିଲା କରିବେ ।

ତୁଳା: ସହକର୍ମୀମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ରାଜନୀତିରେ ଲୋକପ୍ରିୟତା ହାସଲ କରି ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ । ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ ଓ ଦୂରଯାତ୍ରା କରି ମନ ଖୁସି ରହିବ ।

ବିଚ୍ଛା: ଶାରିରୀକ ସୁସ୍ଥତା ଦେଖା ଦେବା ସହ ମାନସିକ ଶାନ୍ତି ମିଳିବ । ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବା ସହ କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ।

ଧନୁ: ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ମନ ଭଲ ରହିବ ଓ ଶତୃମାନେ ଦୂର ହେବେ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହୋଇ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ ।

ମକର: ବହୁଦିନର ଆଶା ଅଭିଳାଷ ପୂର୍ଣ୍ଣ ହେବାରୁ ମନ ଖୁସି ରହିବ ଓ ଅଚାନକ ଅର୍ଥପ୍ରାପ୍ତି ହେବ । ରାଜନୀତି କରୁଥିବା ବ୍ୟକ୍ତିଙ୍କ ପାଇଁ କିଛି ସମସ୍ୟା ଦେଖାଯିବ ଓ ଗୁପ୍ତଶତ୍ରୁ ବୃଦ୍ଧି ହେବେ । ଦୂର ସ୍ଥାନକୁ ଗଲାବେଳେ ସାବଧାନତା ସହିତ ଯାଆନ୍ତୁ ନଚେତ୍ ଅସୁବିଧାରେ ପଡିପାରନ୍ତି ।

କୁମ୍ଭ: ପରିବାରରେ ହସଖୁସିରେ ସମୟ ଅତିବାହିତ କରିବା ସହିତ ସୁସ୍ୱାଦୁ ଭୋଜନ କରିବେ। ପ୍ରେମପ୍ରଣୟ ପାଇଁ ଦିନଟି ଭଲ ରହିବ । କର୍ମକ୍ଷେତ୍ରରେ ମାନସମ୍ମାନ ପ୍ରାପ୍ତି ହେବ। କୌଣସି କାରଣ ପାଇଁ ବନ୍ଧୁଙ୍କ ସହିତ ମତାନ୍ତର ସୃଷ୍ଟି ହେବ ।

ମୀନ: ବାକିପଡ଼ିଥିବା ଅର୍ଥ ଆଦାୟ ହେବ ଏବଂ ନିର୍ମାଣଧୀନ କାର୍ଯ୍ୟ ଆଗେଇ ଚାଲିବ । ନୂଆ ବ୍ୟବସାୟ ପାଇଁ ମନ ବଳାଇବେ । ବନ୍ଧୁଙ୍କ ସହିତ ମିଳନ ହେବ । ସନ୍ତାନମାନଙ୍କ ପାଇଁ ଚାକିରି କ୍ଷେତ୍ରରେ ଶୁଭଫଳ ମିଳିବାରୁ ବାପା ମାଆ ଖୁସି ହେବେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story