୧୬ ଡିସେମ୍ୱର, ରବିବାର: ଛାତିରେ ଯନ୍ତ୍ରଣା ହୋଇପାରେ

ମେଷ: ବ୍ୟସ୍ତତା ଭିତରେ ଦିନଟି କଟିବ। ଅସୁସ୍ଥ ଅନୁଭବ କରିବେ। ଖର୍ଚ୍ଚ ବଢ଼ିବ। ବୃଷ: ପରିବାରରେ ହସଖୁସିର ବାତାବରଣ ରହିବ। ବ୍ୟସାୟରେ ଲାଭ ମିଳିବ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ମିଥୁନ: ମନ ପ୍ରଫୁଲ୍ଲିତ ରହିବ। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ରହିବେ। ମାନ-ସମ୍ମାନ ମିଳିବ। କର୍କଟ: ଭାଗ୍ୟ ବୃଦ୍ଧି ହେବ। ବିଦେଶରୁ ଖୁସି  ଖବର ଶୁଣିପାରନ୍ତି। ବନ୍ଧୁଙ୍କ ସହ ବୁଲିବାକୁ ଯାଇ ପାରନ୍ତି। ସିଂହ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଚିନ୍ତିତ ରହିପାରନ୍ତି। ଶତ୍ରୁଠାରୁ ଦୂରେଇ ରୁହନ୍ତୁ। କନ୍ୟା:ଦିନଟି ଭଲରେ କଟିବ। […]

Rasi-Fala-2-1-1-3-2-1-2-1-2-1-1-3-3-1-1-1-1-1-1-2-1-1-4

Jyoshna Pradhan
  • Published: Sunday, 16 December 2018
  • , Updated: 16 December 2018, 07:32 AM IST

ମେଷ: ବ୍ୟସ୍ତତା ଭିତରେ ଦିନଟି କଟିବ। ଅସୁସ୍ଥ ଅନୁଭବ କରିବେ। ଖର୍ଚ୍ଚ ବଢ଼ିବ।

ବୃଷ: ପରିବାରରେ ହସଖୁସିର ବାତାବରଣ ରହିବ। ବ୍ୟସାୟରେ ଲାଭ ମିଳିବ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

ମିଥୁନ: ମନ ପ୍ରଫୁଲ୍ଲିତ ରହିବ। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ରହିବେ। ମାନ-ସମ୍ମାନ ମିଳିବ।

କର୍କଟ: ଭାଗ୍ୟ ବୃଦ୍ଧି ହେବ। ବିଦେଶରୁ ଖୁସି  ଖବର ଶୁଣିପାରନ୍ତି। ବନ୍ଧୁଙ୍କ ସହ ବୁଲିବାକୁ ଯାଇ ପାରନ୍ତି।

ସିଂହ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଚିନ୍ତିତ ରହିପାରନ୍ତି। ଶତ୍ରୁଠାରୁ ଦୂରେଇ ରୁହନ୍ତୁ।

କନ୍ୟା:ଦିନଟି ଭଲରେ କଟିବ। ଯଶକୀର୍ତ୍ତି ପାଇପାରନ୍ତି। ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ।

ତୁଳା: ସହକର୍ମୀଙ୍କ ସହଯୋଗ ମିଳିବ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ।

ବିଚ୍ଛା: ପିଲାଙ୍କ ନେଇ ଚିନ୍ତିତ ରହିବେ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ। ଶେୟାର ସଟ୍ଟାରେ ଟଙ୍କା ନିବେଶ କରନ୍ତୁ ନାହିଁ।

ଧନୁ: ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଦୂରସ୍ଥାନକୁ ଯାତ୍ରା କରନ୍ତୁ।  ଛାତିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

ମକର: ବନ୍ଧୁଙ୍କ ସହ ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି।

କୁମ୍ଭ: ମନରେ ଦ୍ୱଦ୍ୱ ଲାଗି ରହିବ। ତେଣୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।

 ମୀନ: ଧନପ୍ରାପ୍ତି ଯୋଗ ରହିଛି। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ।

Related story