୧୬ ଜାନୁଆରୀ,ମଙ୍ଗଳବାର: ବନ୍ଧୁବାନ୍ଧବଙ୍କ ସହ ସାବଧାନତା ପୂର୍ବକ ଚଳନ୍ତୁ

ଶାରୀରିକ ସୁସ୍ଥତା ଅନୁଭବ କରିବା ସହ ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ କରିବେ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ।

Rashi

Representational Image

Niharika Rout
  • Published: Tuesday, 16 January 2024
  • Updated: 16 January 2024, 10:52 AM IST

ମେଷ: ବାଣିଜ୍ୟ କ୍ଷେତ୍ରରେ ପ୍ରତିଦ୍ଵନ୍ଦିତାରେ ଉନ୍ନତମାନର ଫଳପାଇବେ । ସମୟ ଅନୁକୂଳ ହେଲେ ମଧ୍ୟ କାର୍ଯ୍ୟ ପୂରଣରେ ବାଧା ଆସିବ । ବନ୍ଧୁବାନ୍ଧବଙ୍କ ସହ ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡିବେ।

ବୃଷ: ଶାରୀରିକ ସୁସ୍ଥତା ଅନୁଭବ କରିବା ସହ ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ କରିବେ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ। ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେବେ ।

ମିଥୁନ:  ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବା ସହ ଆର୍ଥିକ ଚିନ୍ତା ଦୂର ହୋଇଯିବ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରନ୍ତି। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ହେଲେ ଆଗେଇ ନବା ଉଚିତ୍ ।

କର୍କଟ: ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ବନ୍ଧୁଙ୍କ ଦ୍ୱାରା ସମ୍ପାଦନ କରିବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରିପାରିବେ। ଧନଧାନ୍ୟ, ଗୋ-ସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହେବାର ଯୋଗ ଅଛି ।

ସିଂହ: ଶୁଭ କାମ କରି ପ୍ରଶଂସିତ ହେବେ ଓ ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ। ରାଜନୀତି କ୍ଷେତ୍ରରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ। ଭାଗିଦାରଙ୍କ ସହ ମିଶି ବ୍ୟବସାୟ ବୃଦ୍ଧି କରିବେ ।

କନ୍ୟା: ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି । ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

ତୁଳା: ପୁରାତନ ରୋଗ ପ୍ରକୋପର ଉପଶମ ହୋଇ ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟାର ସମାଧାନ ହେବା ଫଳରେ ବଡ କାମ କରିବାକୁ ଇଚ୍ଛା ଜାଗ୍ରତ ହେବ। ଅଧ୍ୟୟନ, ଅଧ୍ୟାପନା ଓ ଅନୁସନ୍ଧାନ ପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ।

ବିଛା: କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସୁନାମ ଅର୍ଜନ କରିବେ । ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା, ପ୍ରତିଯୋଗିତାରେ ସଫଳତା ମିଳିବ। କିନ୍ତୁ ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇବେ ।

ଧନୁ: କୌଣସି ବ୍ୟକ୍ତି ପରୋକ୍ଷରେ ଆକ୍ଷେପ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ସମ୍ମାନ ପ୍ରାପ୍ତିର ଯୋଗ ରହିଛି।  ଅସାବଧାନତା କାରଣରୁ କୌଣସି ଜିନିଷ ହଜି ଯାଇପାରେ।

ମକର: ଘରକୁ ବନ୍ଧୁଙ୍କର ଆଗମନ ହେବାରୁ ମନ ଖୁସି ରହିବ ଓ ସୁସ୍ୱାଦୁ ଭୋଜନ କରିବେ। ଦୂରସ୍ଥାନକୁ ଗଲାବେଳେ ସାବଧାନ ସହିତ ଯାଆନ୍ତୁ ଏବଂ କାହାରି ସହିତ କଳହ କରନ୍ତୁ ନାହିଁ। ଛାତ୍ରଛାତ୍ରୀ ପାଠପଢ଼ାରେ ଉନ୍ନତି କରିବେ ଓ ଚାକିରି କ୍ଷେତ୍ରରେ ସଫଳତା ପାଇବେ।

କୁମ୍ଭ: ଶତ୍ରୁମାନେ ପରାଜିତ ହେବା ସହ ଶାରିରୀକ ଅସୁସ୍ଥତା ଦୂର ହେବ । ନୂତନ ଚାକିରି ପାଇଁ ପ୍ରୟାସ ରତ ଥିଲେ ଉତ୍ସାହ ବର୍ଦ୍ଧକ ସମାଚାର ମିଳିବ । ଛାତ୍ରଛାତ୍ରୀମାନଙ୍କର ବିଦ୍ୟାରେ ଉନ୍ନତି ହେବାସହ ପ୍ରଶଂସିତ ହେବେ ।

ମୀନ:  ହରେଇଥିବା ଟଙ୍କା ଫେରି ପାଇବା ଫଳରେ ବ୍ୟବସାୟକୁ ବିସ୍ତାର କରିପାରିବେ । ଜୀବନସାଥୀଙ୍କ ସହିତ ସମୟ ବିତାଇବାକୁ ଭଲ ସୁଯୋଗ ପାଇବେ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବା ସହ ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story