୧୬ ମେ’, ମଙ୍ଗଳବାର: କର୍ମକ୍ଷେତ୍ରରେ ମାନସମ୍ମାନ ପ୍ରାପ୍ତି ହେବ

ମାଙ୍ଗଳିକ କାର୍ଯ୍ୟରେ ଯୋଗ ଦେବେ ଓ ସୁସ୍ୱାଦୁ ଭୋଜନ କରିବେ । ବହୁଦିନରୁ ଅଟକିଥିବା କାର୍ଯ୍ୟ ପାଇଁ ଶୁଭଖବର ପ୍ରାପ୍ତି ହେବ । ଫଳରେ ମନ ଖୁସି ରହିବ ।

Rashi

Representational Image

Niharika Rout
  • Published: Tuesday, 16 May 2023
  • Updated: 16 May 2023, 07:36 AM IST

Sports

Latest News

ମେଷ: ସନ୍ତାନମାନଙ୍କର ପାଠପଢ଼ାରେ ଉନ୍ନତି ହେବା ସହିତ ଚାକିରି କ୍ଷେତ୍ରରେ ସଫଳତା ପାଇବେ । ଦାମ୍ପତ୍ୟ ଜୀବନ ସୁଖମୟ ରହିବ ଓ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି । ବ୍ୟବସାୟରେ ଲାଭ ପାଇବା ସହିତ ମାନସମ୍ମାନ ବୃଦ୍ଧି ହେବ କିନ୍ତୁ ଗୁପ୍ତଶତ୍ରୁ ବୃଦ୍ଧି ହେବେ ।

ବୃଷ: ମାଙ୍ଗଳିକ କାର୍ଯ୍ୟରେ ଯୋଗ ଦେବେ ଓ ସୁସ୍ୱାଦୁ ଭୋଜନ କରିବେ । ବହୁଦିନରୁ ଅଟକିଥିବା କାର୍ଯ୍ୟ ପାଇଁ ଶୁଭଖବର ପ୍ରାପ୍ତି ହେବ । ଫଳରେ ମନ ଖୁସି ରହିବ । କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ ଠାରୁ ସମ୍ମାନ ମିଳିବ ଓ ଅର୍ଥପ୍ରାପ୍ତି ହେବ ।

ମିଥୁନ: ସନ୍ତାନମାନଙ୍କ କାର୍ଯ୍ୟକଳାପକୁ ଦେଖି ବାପାମା’ ଚିନ୍ତାଗ୍ରସ୍ତ ହେବେ । କମ୍ପ୍ୟୁଟର ବିଭାଗରେ କାର୍ଯ୍ୟରତ ଥିବା ବ୍ୟକ୍ତି ଶୁଭଫଳ ପାଇବେ । ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ। ଯାନବାହାନ କ୍ରୟ କରିବା ପାଇଁ ସୁଯୋଗ ମିଳିବ।

କର୍କଟ: ଶତ୍ରୁମାନେ ପରାଜିତ ହେବେ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ।

ସିଂହ: ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ । ବନ୍ଧୁ ମିତ୍ରଙ୍କର ସହଯୋଗ ଓ ପ୍ରେରଣା ପାଇ ଉଚିତ ପନ୍ଥା ଗ୍ରହଣ କରିବେ । ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ୱ ଦେବେ ।

କନ୍ୟା: ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି । ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

ତୁଳା: ପୁରାତନ ରୋଗ ପ୍ରକୋପର ଉପଶମ ହୋଇ ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟାର ସମାଧାନ ହେବା ଫଳରେ ବଡ କାମ କରିବାକୁ ଇଚ୍ଛା ଜାଗ୍ରତ ହେବ। ଅଧ୍ୟୟନ, ଅଧ୍ୟାପନା ଓ ଅନୁସନ୍ଧାନ ପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ।

ବିଛା: କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଆତ୍ମୀୟମାନେ ସମାଲୋଚନା କରିପାରନ୍ତି। ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ।

ଧନୁ: କୌଣସି ବ୍ୟକ୍ତି ପରୋକ୍ଷରେ ଆକ୍ଷେପ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ସମ୍ମାନ ପ୍ରାପ୍ତିର ଯୋଗ ରହିଛି।  ଅସାବଧାନତା କାରଣରୁ କୌଣସି ଜିନିଷ ହଜି ଯାଇପାରେ।

ମକର : ରାଜନୀତି କରୁଥିବା ବ୍ୟକ୍ତିଙ୍କୁ ଶୁଭଫଳ ମିଳିବ, କିନ୍ତୁ ବନ୍ଧୁଙ୍କ ସହିତ ମତଭେଦ ସୃଷ୍ଟି ହେବ । ବ୍ୟବସାୟୀମାନେ ନୂଆ ବ୍ୟବସାୟ କରିବା ପାଇଁ ମନ ବଳାଇବେ ଓ ଦୂରସ୍ଥାନକୁ ଯାତ୍ରା କରିବେ। ଆଗ ଅପେକ୍ଷା ସ୍ୱାସ୍ଥ୍ୟ ଭଲ ରହିବାରୁ ମନ ଖୁସି ରହିବ। 

କୁମ୍ଭ: ବନ୍ଧୁ ପ୍ରତିଶୃତି ଦେଇଥିବା କଥା ନ ରଖିବାରୁ ମନ ଭଲ ରହିବ ନାହିଁ । ବହୁଦିନରୁ ବାକି ପଡିଥିବା କାର୍ଯ୍ୟରେ ସଫଳତା ପାଇବେ । ଭୂମି ଯାନବାହାନ କ୍ରୟ କରିବା ପାଇଁ ମନ ବଳାଇବେ । ସାଂସ୍କୃତିକ କାର୍ଯ୍ୟରେ ଯୋଗ ଦେବା ସହିତ ପୂଜାପୁଜିରେ ସମୟ ଅତିବାହିତ କରିବେ ।

ମୀନ: ଗୃହରେ କୌଣସି ମାଙ୍ଗଳିକ କାର୍ଯ୍ୟ ସମ୍ପାଦନ ହେବାର ସମ୍ଭାବନା ରହିଛି । ଆତ୍ମୀୟଙ୍କ ସାହାଯ୍ୟ ସହଯୋଗ ପାଇବାରୁ ଆନନ୍ଦିତ ରହିବେ । ବସ୍ତ୍ର ଆଭୂଷଣ ପ୍ରାପ୍ତିର ଯୋଗ ରହିଛି । ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ। 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story