୧୬ ନଭେମ୍ବର, ବୁଧବାର: ପ୍ରେମୀ ଯୁଗଳଙ୍କ ମନସ୍କାମନା ପୂରଣ ହେବ

ମେଷ: ଆର୍ଥିକ ସ୍ଥିତି ସୁଧୁରିଯିବା ଫଳରେ ଯଶ ପ୍ରତିଷ୍ଠା ମିଳିବ। ଭାଇ ଭଉଣୀମାନଙ୍କ ସହ ମନୋମାଳିନ୍ୟ ଦୂର ହେବ। ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବା ସହ ଅଧ୍ୟାପନା ମାମଲାରେ ଆଗକୁ ଗତି କରିବେ । ବୃଷ:ସମ୍ପତ୍ତି ସମ୍ବନ୍ଧୀୟ ମାମଲା କାହାର ମଧ୍ୟସ୍ଥତା ଦ୍ୱାରା ଦୂର ହେବ। କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀମାନଙ୍କର ସାହାଯ୍ୟ ସହଯୋଗ ମିଳିବ । ପ୍ରେମୀ ଯୁଗଳଙ୍କ  ମନସ୍କାମନା ପୂରଣ ହେବ । ମିଥୁନ: ଠିକାକାମରେ ନିଯୁକ୍ତ ଲୋକଙ୍କୁ ଅଧିକ ପରିଶ୍ରମ କରିବାକୁ […]

RASI

RASI

Niharika Rout
  • Published: Wednesday, 16 November 2022
  • Updated: 16 November 2022, 03:45 PM IST

Sports

Latest News

ମେଷ: ଆର୍ଥିକ ସ୍ଥିତି ସୁଧୁରିଯିବା ଫଳରେ ଯଶ ପ୍ରତିଷ୍ଠା ମିଳିବ। ଭାଇ ଭଉଣୀମାନଙ୍କ ସହ ମନୋମାଳିନ୍ୟ ଦୂର ହେବ। ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବା ସହ ଅଧ୍ୟାପନା ମାମଲାରେ ଆଗକୁ ଗତି କରିବେ ।

ବୃଷ:ସମ୍ପତ୍ତି ସମ୍ବନ୍ଧୀୟ ମାମଲା କାହାର ମଧ୍ୟସ୍ଥତା ଦ୍ୱାରା ଦୂର ହେବ। କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀମାନଙ୍କର ସାହାଯ୍ୟ ସହଯୋଗ ମିଳିବ । ପ୍ରେମୀ ଯୁଗଳଙ୍କ  ମନସ୍କାମନା ପୂରଣ ହେବ ।

ମିଥୁନ: ଠିକାକାମରେ ନିଯୁକ୍ତ ଲୋକଙ୍କୁ ଅଧିକ ପରିଶ୍ରମ କରିବାକୁ ପଡିବ । ଗୃହ ସମସ୍ୟା ସମାଧାନ କରିପାରିବେ ଓ ଘନିଷ୍ଠ ଲୋକମାନେ ସାହାଯ୍ୟ ସହଯୋଗ କରିବେ । ବ୍ୟବସାୟ କ୍ଷେତ୍ରରେ ଭୁଲ ବୁଝାମଣା କଟିଯାଇ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ।

କର୍କଟ: ପ୍ରତିଯୋଗିତାମୂଳକ ପରୀକ୍ଷାରେ ସଫଳତା ପାଇପାରିବେ । ଶତ୍ରୁଙ୍କ ସହ ଯତ୍ନର ସହିତ ମୁକାବିଲା କରିବା ଲାଭ ଦାୟକ ହେବ । କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବା ଫଳରେ ମନରେ ଥିବା କାମନା ପୂର୍ଣ୍ଣ ହେବ।

ସିଂହ: ବ୍ୟବସାୟ କ୍ଷେତ୍ରରେ ଶତୃମାନେ ଦୂରେଇ ଯିବା ଫଳରେ ମାନସିକ ଶାନ୍ତି ମିଳିବ । ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ରାଜନୈତିକ କ୍ଷେତ୍ରରେ ଭରପୁର ଆନନ୍ଦ ପାଇଲା ଭଳି ଫାଇଦା ଉଠେଇବେ।

କନ୍ୟା: ସମସ୍ତଙ୍କ ପ୍ରତି ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ। ସ୍ୱାସ୍ଥ୍ୟ ସମସ୍ୟାର ସମାଧାନ ହୋଇ ଆର୍ଥିକ କ୍ଷେତ୍ରରେ ସ୍ଥିରତା ଆସିବ। ନୂତନ ଘର କିମ୍ବା ଯାନବାହାନ କିଣିବା ପାଇଁ ଯୋଜନା କରୁଥିଲେ ସମୟ ବହୁତ ଭଲରହିବ ।

ତୁଳା: ସହଯୋଗୀମାନେ ପୂର୍ଣ୍ଣ ସହଯୋଗ କରିବା ଫଳରେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। କୋର୍ଟ, କଚେରୀ, ମାଲିମକଦ୍ଦମା, ବାଦବିବାଦ କ୍ଷେତ୍ରରେ ଜୟଯୁକ୍ତ ହେବେ। ପାରିବାରିକ ବ୍ୟବସ୍ଥା ପରିବର୍ତ୍ତନ ସାଙ୍ଗକୁ ଅର୍ଥ ସଙ୍କଟରୁ ମୁକ୍ତି ମିଳିବ।

ବିଚ୍ଛା: ସ୍ୱାସ୍ଥ୍ୟ ଭଲ ରହିବା ସହ ପ୍ରତିଯୋଗିତାମୂଳକ ପରୀକ୍ଷାରେ ସଫଳତା ପାଇବେ । ଜୀବନସାଥୀଙ୍କ ସମର୍ଥନ ଓ ବନ୍ଧୁଙ୍କ ପ୍ରେରଣା ଅନେକ ଚିନ୍ତାକୁ ଦୂରେଇଦେବ । ଆତ୍ମସମ୍ମାନ ଉପରେ ଆପୋଷ ବୁଝାମଣା କରନ୍ତୁ ନାହିଁ ।

ଧନୁ: ଶିକ୍ଷାକ୍ଷେତ୍ରରେ ବ୍ୟବହାରିକ ବିଜ୍ଞାନ ଓ ଦର୍ଶନର ଗଭୀରତା ଭିତରକୁ ଟାଣି ହୋଇଯିବେ। ଉଚ୍ଚପଦାଧିକାରୀମାନେ ଆପଣଙ୍କୁ ବହୁତ ସମର୍ଥନ କରିବେ । ତୃତୀୟ ବ୍ୟକ୍ତିଙ୍କ ହସ୍ତକ୍ଷେପ ଦ୍ୱାରା ପାରିବାରିକ ସୁଖ ନଷ୍ଟ ହେବାକୁ ଦିଅନ୍ତୁ ନାହିଁ ।

ମକର: ବ୍ୟବସାୟ କ୍ଷେତ୍ରରେ ଅଗ୍ରଗତି ଘଟିବା ସହ କରଜ ଭାରରୁ ମୁକ୍ତି ମିଳିବ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣ କରି ବେଶ୍ ଆନନ୍ଦ ଅନୁଭବ କରିବେ। ଜୀବନସାଥୀଙ୍କ ସହିତ ସମ୍ପର୍କରେ ମଧୁରତା ସୃଷ୍ଟି ହୋଇପାରେ।

କୁମ୍ଭ: କାମକାର୍ଯ୍ୟରେ ଉନ୍ନତି ହେବା ସହ ଆମଦାନୀ ରପ୍ତାନିରେ ମଧ୍ୟ ବୃଦ୍ଧି ଘଟିବ । ଘରୋଇ ଜୀବନରେ ଆପଣ ଆଶା କରୁଥିବା ଅପେକ୍ଷା ଅଧିକ ଶୁଭଫଳ ପାଇବେ । ସାମାଜିକକର୍ମୀମାନେ ଉଚିତ୍ କାର୍ଯ୍ୟ କରିବା ଫଳରେ ପ୍ରଶଂସିତ ହେବେ ।

ମୀନ: ସମସ୍ତ କାର୍ଯ୍ୟ ପାଇଁ ଅନୁକୂଳ ହେବା ସହ କ୍ୟାରିୟର ସମ୍ବନ୍ଧରେ ବହୁତ ଶୁଭ ହେବ । ଆପଣଙ୍କ ପରିବାର ସଦସ୍ୟମାନେ ଆପଣଙ୍କ ସହିତ ବହୁତ ଖୁସି ହେବେ । ଆଚରଣରେ ନମ୍ରତା ରହିବା ଫଳରେ ବ୍ୟବସାୟରେ ଆୟ ବୃଦ୍ଧି କରିବାର ସୁଯୋଗ ପାଇବେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story