୧୬ ଅକ୍ଟୋବର, ସୋମବାର; ସନ୍ତାନଙ୍କ ଆଚରଣ ମନରେ କଷ୍ଟ ଦେବ

ସନ୍ତାନମାନଙ୍କର ସ୍ଵଭାଵ, ଆଚରଣ ବାପାମାଙ୍କ ମନରେ କଷ୍ଟ ଦେବ । ବ୍ୟବସାୟରେ କ୍ଷତି ସହିବାରୁ ମନରେ ଅସ୍ଥିରତା ବୃଦ୍ଧି ହେବ ।

Rashi

Representational Image

Niharika Rout
  • Published: Monday, 16 October 2023
  • Updated: 16 October 2023, 07:49 AM IST

Sports

Latest News

ମେଷ: ରାଜନୀତି କରୁଥିବା ବ୍ୟକ୍ତି ସଫଳତା ପାଇବେ ଓ ଦୂରସ୍ଥାନକୁ ଯାତ୍ରା କରିବେ । ପାରିବାରିକ ସମସ୍ୟା ଯାହାଥିଲା ତାହା ସମାଧାନ ହେବାରୁ ମନ ଖୁସି ରହିବେ । ଦାମ୍ପତ୍ୟ ଜୀବନ ସୁଖମୟ ରହିବ ଓ ସୁସ୍ୱାଦୁ ଭୋଜନ କରିବେ ।

ବୃଷ: ଦୂରସ୍ଥାନକୁ ଯାତ୍ରା କରିବା ସହିତ ନୂଆ ବନ୍ଧୁଙ୍କ ସହିତ ମିଳନ ହେବ । ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିବ ଓ ବ୍ୟବସାୟରେ ଲାଭ ପାଇବେ । ଛାତ୍ରଛାତ୍ରୀ ମାନେ ପାଠପଢ଼ାରେ ଉନ୍ନତି କରିବେ ଓ ଚାକିରି କ୍ଷେତ୍ରରେ ସଫଳତା ପାଇବେ ।

ମିଥୁନ: ସନ୍ତାନମାନଙ୍କର ସ୍ଵଭାଵ, ଆଚରଣ ବାପାମାଙ୍କ ମନରେ କଷ୍ଟ ଦେବ । ବ୍ୟବସାୟରେ କ୍ଷତି ସହିବାରୁ ମନରେ ଅସ୍ଥିରତା ବୃଦ୍ଧି ହେବ । ପୂଜାପୁଜିରେ ଅଧିକ ସମୟ ଅତିବାହିତ କରିବେ ଓ ଘରକୁ ବନ୍ଧୁଙ୍କର ଆଗମନ ହେବ ।

କର୍କଟ: ସାମୂହିକ ପ୍ରୟାସ ଓ ସହଯୋଗ ଦ୍ୱାରା ଆଗକୁ ବଢିବା ସମ୍ଭବ ହେବ । ପ୍ରକୃତିସ୍ଥ ହୋଇ ଚଳିଲେ ଦୁର୍ଗତିରୁ ସୁରକ୍ଷିତ ରହିହେବ। ପୁରୁଣା ରୋଗର ପ୍ରକୋପ ବୃଦ୍ଧି ପାଇବା ସହ ଶତ୍ରୃମାନେ ପୁଣି ଥରେ ପଛରେ ପଡ଼ି ପାରନ୍ତି।

ସିଂହ: ଶୁଭ କାମ କରି ପ୍ରଶଂସିତ ହେବେ ଓ ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ। ରାଜନୀତି କ୍ଷେତ୍ରରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ। ଭାଗିଦାରଙ୍କ ସହ ମିଶି ବ୍ୟବସାୟ ବୃଦ୍ଧି କରିବେ ।

କନ୍ୟା: ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି । ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

ତୁଳା: ପୁରାତନ ରୋଗ ପ୍ରକୋପର ଉପଶମ ହୋଇ ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟାର ସମାଧାନ ହେବା ଫଳରେ ବଡ କାମ କରିବାକୁ ଇଚ୍ଛା ଜାଗ୍ରତ ହେବ। ଅଧ୍ୟୟନ, ଅଧ୍ୟାପନା ଓ ଅନୁସନ୍ଧାନ ପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ।

ବିଛା: କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଆତ୍ମୀୟମାନେ ସମାଲୋଚନା କରିପାରନ୍ତି। ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ।

ଧନୁ: ବ୍ୟବସାୟରେ ଲାଭ ପାଇଲେ ମଧ୍ୟ କୌଣସି କାରଣ ପାଇଁ ଚିନ୍ତାରେ ରହିବେ । ନିର୍ମାଣାଧୀନ କାର୍ଯ୍ୟ ପାଇଁ ବ୍ୟସ୍ତ ରହିବେ ଓ ବନ୍ଧୁଙ୍କର ଆଗମନ ହେବ ନୂତନ ବ୍ୟବସାୟ ପାଇଁ ଋଣ କରିପାରନ୍ତି ଓ ବାକିପଡ଼ିଥିବା ଅର୍ଥ ଆଦାୟ ହେବ ।

ମକର: କର୍ମକ୍ଷେତ୍ରରେ ଖୁସିଖବର ମିଳିବା ସହିତ ମାନସମ୍ମାନ ପ୍ରାପ୍ତି ହେବ । ବ୍ୟବସାୟରେ ଲାଭ ମିଳିବାରୁ ଘର ପାଇଁ ନୂତନ ଦ୍ରବ୍ୟ କ୍ରୟ କରିବେ । ସ୍ୱାମୀସ୍ତ୍ରୀ ମଧ୍ୟରେ ଦାମ୍ପତ୍ୟ ଜୀବନ ସୁଖମୟ ରହିବ ଓ ସୁସ୍ୱାଦୁ ଭୋଜନ କରିବେ ।

କୁମ୍ଭ: ଛାତ୍ରଛାତ୍ରୀଙ୍କର ଚାକିରୀ କ୍ଷେତ୍ରକୁ ନେଇ ଅଶାନ୍ତି ସୃଷ୍ଟି ହେବ । ବ୍ୟବସାୟରେ ଆୟ ଅପେକ୍ଷା ବ୍ୟୟ ଅଧିକ ହେବାରୁ ମନ ଭଲ ରହିବ ନାହିଁ । ରାଜନୀତି କରୁଥିବା ବ୍ୟକ୍ତି ଲାଭ ପାଇବେ ଓ ଦୂରସ୍ଥାନକୁ ଯାତ୍ରା କରିବେ ।

ମୀନ:  କର୍ମକ୍ଷେତ୍ରରେ ଅପମାନ ପାଇବେ ଓ ଗୁପ୍ତଶତ୍ରୁ ଅସୁବିଧାରେ ପକାଇପାରନ୍ତି । ସ୍ୱାସ୍ଥ୍ୟଗତ ସମସ୍ୟା ପାଇଁ ମନରେ ଅସ୍ଥିରତା ବୃଦ୍ଧି ହେବ ଏବଂ କାହାରି ସହିତ କଳହ ହେଇପାରେ । ରାଜନୀତିରେ ଥିବା ବ୍ୟକ୍ତିଙ୍କୁ ଶୁଭଫଳ ମିଳିବ ନାହିଁ ବରଂ ଅସୁବିଧାରେ ପଡିପାରନ୍ତି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story