୧୬ ଅକ୍ଟୋବର, ମଙ୍ଗଳବାର: ମନ ପ୍ରଫୁଲ୍ଲିତ ରହିବ

ମେଷ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଅଳସୁଆ ଅନୁଭବ କରିବେ। ଘରେ ମାଙ୍ଗଳିକ କାର୍ଯ୍ୟ କରିପାରନ୍ତି। ବୃଷ: କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ଖାଦ୍ୟପେୟ ଉପରେ ଧ୍ୟାନ ରଖନ୍ତୁ। ଦୂର ସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ମିଥୁନ: ଦିନଟି ଖୁସିରେ କଟିବ। ବନ୍ଧୁଙ୍କ ସହ ବୁଲିବାକୁ ଯାଇ ପାରନ୍ତି। ସ୍ୱାଦିଷ୍ଟ ଖାଦ୍ୟ ଖାଇ ପାରନ୍ତି। ଯାନବାହାନ ସୁଖ ମିଳିବ। କର୍କଟ: ବ୍ୟବସାୟରେ ଲାଭ ମିଳିବ। କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। ସୁସ୍ଥ ରହିବେ। […]

Rasi-Fala

Jyoshna Pradhan
  • Published: Tuesday, 16 October 2018
  • , Updated: 16 October 2018, 07:34 AM IST

ମେଷ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଅଳସୁଆ ଅନୁଭବ କରିବେ। ଘରେ ମାଙ୍ଗଳିକ କାର୍ଯ୍ୟ କରିପାରନ୍ତି।

ବୃଷ: କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ଖାଦ୍ୟପେୟ ଉପରେ ଧ୍ୟାନ ରଖନ୍ତୁ। ଦୂର ସ୍ଥାନକୁ ଯାତ୍ରା କରନ୍ତୁ ନାହିଁ।

ମିଥୁନ: ଦିନଟି ଖୁସିରେ କଟିବ। ବନ୍ଧୁଙ୍କ ସହ ବୁଲିବାକୁ ଯାଇ ପାରନ୍ତି। ସ୍ୱାଦିଷ୍ଟ ଖାଦ୍ୟ ଖାଇ ପାରନ୍ତି। ଯାନବାହାନ ସୁଖ ମିଳିବ।

କର୍କଟ: ବ୍ୟବସାୟରେ ଲାଭ ମିଳିବ। କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। ସୁସ୍ଥ ରହିବେ। ବ୍ୟସ୍ତତା ଭିତରେ ଦିନ କଟିବ।

ସିଂହ: ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ମାନସିକ ଏକାଗ୍ରତା ରହିବ।

କନ୍ୟା: ଶରୀର ଫୂର୍ତ୍ତି ରହିବ। ପତ୍ନୀଙ୍କ ସହ ଝଗଡ଼ା କରନ୍ତୁ ନାହିଁ। ମାଆଙ୍କ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଧନପ୍ରାପ୍ତି ଯୋଗ ରହିଛି।

ତୁଳା: ପ୍ରତିଟି କାର୍ଯ୍ୟରେ ସଫଳତା ପାଇବେ। ମନ ପ୍ରଫୁଲ୍ଲିତ ରହିବ। ଧାର୍ମିକ ସ୍ଥାନକୁ ଯାଇ ପାରନ୍ତି।  ପରିବାରରେ ହସ ଖୁସିର ପରିବେଶ ରହିବ।

ବିଚ୍ଛା: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

ଧନୁ: ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ମାନ-ସମ୍ମାନ ମିଳିବ।

ମକର: ଧାର୍ମିକ କାର୍ଯ୍ୟରେ ଖର୍ଚ୍ଚ ବଢ଼ିବ। ମନ ପ୍ରଫୁଲ୍ଲିତ ରହିବ। ପରିଶ୍ରମ ଅନୁସାରେ ସଫଳତା ମିଳିବ ନାହିଁ।

କୁମ୍ଭ: ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ବିବାହ ସ୍ଥିର ହୋଇପାରେ।

ମୀନ: ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ। ପଦନ୍ନୋତିର ଯୋଗ ରହିଛି।  ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

Related story