୧୬ ସେପ୍ଟେମ୍ବର, ରବିବାର: ଏହି ରାଶିର ଲୋକେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ

ମେଷ: ଆୟ ଅନୁସାରେ ବ୍ୟୟ ଅଧିକ ହୋଇପାରେ। ଚିନ୍ତିତ ରହିବେ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ବୃଷ: ଦିନଟି ଭଲରେ କଟିବ। କୌଣସି ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ଘର ପାଇଁ କିଛି ଦାମୀ ବସ୍ତୁ କିଣି ପାରନ୍ତି। ମିଥୁନ: ବ୍ୟବସାୟ କାମରେ ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ବ୍ୟସ୍ତତା ଭିତରେ ଦିନଟି କଟିବ। ଖାଦ୍ୟପେୟ ପ୍ରତି ଯତ୍ନବାନ ହୁଅନ୍ତୁ। କର୍କଟ: ଦୁର୍ଘଟଣା ଘଟିପାରେ। ତେଣୁ ରାସ୍ତାରେ ଯା’ଆସ କଲା ବେଳେ ସାବଧାନ ରୁହନ୍ତୁ। କାହାକୁ କଟୁ […]

RasiFala6

RasiFala6

Jitendra Garnayak
  • Published: Sunday, 16 September 2018
  • Updated: 16 September 2018, 03:34 AM IST

Sports

Latest News

ମେଷ: ଆୟ ଅନୁସାରେ ବ୍ୟୟ ଅଧିକ ହୋଇପାରେ। ଚିନ୍ତିତ ରହିବେ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

ବୃଷ: ଦିନଟି ଭଲରେ କଟିବ। କୌଣସି ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ଘର ପାଇଁ କିଛି ଦାମୀ ବସ୍ତୁ କିଣି ପାରନ୍ତି।

ମିଥୁନ: ବ୍ୟବସାୟ କାମରେ ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ବ୍ୟସ୍ତତା ଭିତରେ ଦିନଟି କଟିବ। ଖାଦ୍ୟପେୟ ପ୍ରତି ଯତ୍ନବାନ ହୁଅନ୍ତୁ।

କର୍କଟ: ଦୁର୍ଘଟଣା ଘଟିପାରେ। ତେଣୁ ରାସ୍ତାରେ ଯା’ଆସ କଲା ବେଳେ ସାବଧାନ ରୁହନ୍ତୁ। କାହାକୁ କଟୁ କଥା କୁହନ୍ତୁ ନାହିଁ।

ସିଂହ: ଦିନଟି ମଧ୍ୟମ ଧରଣର ରହିବ। ଇଚ୍ଛା ମୁତାବକ ସବୁ କାମ ହୋଇ ନପାରେ। କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ

କନ୍ୟା: ଖର୍ଚ୍ଚ ବଢ଼ିବ। ଘରକୁ ଅତିଥି ଆସିପାରନ୍ତି। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ବ୍ୟବସାୟ ବଢ଼ାଇବା ପାଇଁ ନୂଆ ଯୋଜନା କରିପାରନ୍ତି।

ତୁଳା: ପରିବାରରେ ହସଖୁସିର ବାତାବରଣ ରହିବ। କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ମନ ପ୍ରଫୁଲ୍ଲିତ ରହିବ।

ବିଛା: ଧନପ୍ରାପ୍ତି ଯୋଗ ରହିଛି। ମାନସମ୍ମାନ ମିଳିବ। ଦୀର୍ଘ ଦିନ ଧରି ଲାଗି ରହିଥିବା ସମସ୍ୟାର ସମାଧାନ ହୋଇପାରେ।

ଧନୁ: କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ଅସୁସ୍ଥ ଅନୁଭବ କରିବେ। ମନକୁ ଶାନ୍ତ ରଖନ୍ତୁ।

ମକର: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଜୀବନସାଥୀଙ୍କ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ବ୍ୟସ୍ତତା ଭିତରେ ଦିନ କଟିବ।

କୁମ୍ଭ: ଉପହାର ମିଳିବ। କୌଣସି ମହିଳାଙ୍କଠାରୁ ସହଯୋଗ ପାଇପାରନ୍ତି। ପରିବାରରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ।

ମୀନ: ମାନସମ୍ମାନ ମିଳିବ। ଋଣ ଦିଅନ୍ତୁ ନାହିଁ। ଦୂର ସ୍ଥାନକୁ ଯାତ୍ରା କରନ୍ତୁ ନାହିଁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story