ଫେବୃଆରୀ ୧୭, ରବିବାର: ଆୟ ଅନୁସାରେ ବ୍ୟୟ ‍ବଢ଼ିବ

ମେଷ: ମନ ଭଲ ରହିବ ନାହିଁ। ବାଦ-ବିବାଦରେ ପଡ଼ିପାରନ୍ତି। ନୂଆ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ, ବିଫଳ ହୋଇପାରନ୍ତି। ଜୀବନସାଥୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ବୃଷ: ଆର୍ଥିକ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି। ନୂଆ ବନ୍ଧୁ ମିଳିପାରନ୍ତି। ବ୍ୟବସାୟ କ୍ଷେତ୍ରରେ ଥିବା ଲୋକଙ୍କୁ ଆଶାମୁତାବକ ଲାଭ ମିଳି ନ ପାରେ। ମିଥୁନ: ଦିନଟି ଭଲରେ ଆରମ୍ଭ ହେବ। ପରିବାର ଲୋକଙ୍କ ସହିତ ସମୟ ବିତାଇବେ। ଆୟ ଅନୁସାରେ ବ୍ୟୟ ବଢ଼ିବ। ତେଣୁ ଦେଖିଚାହିଁ ଖର୍ଚ୍ଚ କରନ୍ତୁ। କୌଣସି […]

rashi

rashi

Jitendra Garnayak
  • Published: Sunday, 17 February 2019
  • Updated: 17 February 2019, 11:31 AM IST

Sports

Latest News

ମେଷ: ମନ ଭଲ ରହିବ ନାହିଁ। ବାଦ-ବିବାଦରେ ପଡ଼ିପାରନ୍ତି। ନୂଆ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ, ବିଫଳ ହୋଇପାରନ୍ତି। ଜୀବନସାଥୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।

ବୃଷ: ଆର୍ଥିକ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି। ନୂଆ ବନ୍ଧୁ ମିଳିପାରନ୍ତି। ବ୍ୟବସାୟ କ୍ଷେତ୍ରରେ ଥିବା ଲୋକଙ୍କୁ ଆଶାମୁତାବକ ଲାଭ ମିଳି ନ ପାରେ।

ମିଥୁନ: ଦିନଟି ଭଲରେ ଆରମ୍ଭ ହେବ। ପରିବାର ଲୋକଙ୍କ ସହିତ ସମୟ ବିତାଇବେ। ଆୟ ଅନୁସାରେ ବ୍ୟୟ ବଢ଼ିବ। ତେଣୁ ଦେଖିଚାହିଁ ଖର୍ଚ୍ଚ କରନ୍ତୁ। କୌଣସି କ୍ଷେତ୍ରରେ ପୁଞ୍ଜି ନିବେଶ କରିବା ପୂର୍ବରୁ ବିଶେଷଜ୍ଞଙ୍କ ପରାମର୍ଶ ନିଅନ୍ତୁ।

କର୍କଟ: କୌଣସି କଥାକୁ ନେଇ ଚିନ୍ତିତ ରହିବେ। କଥା ଓ ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ନକାରାତ୍ମକ ଚିନ୍ତାରୁ ଦୂରେଇ ରହିବାକୁ ପ୍ରୟାସ କରନ୍ତୁ।

ସିଂହ: ଅପରାହ୍ଣଠାରୁ ଦିନଟି ଭଲରେ କଟିବ। କୌଣସି ଶୁଭ ଖବର ପାଇପାରନ୍ତି। ପୁରୁଣା ବନ୍ଧୁଙ୍କ ସହିତ ସାକ୍ଷାତ ହୋଇପାରେ। ସ୍ୱାସ୍ଥ୍ୟ ଭଲ ରହିବ।

କନ୍ୟା: ବ୍ୟବସାୟରେ ଭଲ ଲାଭ ମିଳିବ। ସ୍ୱାସ୍ଥ୍ୟ ପ୍ରତି ଯତ୍ନବାନ ହୁଅନ୍ତୁ। କାହା ସହିତ ଝଗଡ଼ା ହୋଇପାରେ। କେହି ସାହାଯ୍ୟ ମାଗିଲେ ମନା କରନ୍ତୁ ନାହିଁ।

ତୁଳା: ଚାକିରି କରୁଥିବା ଲୋକେ ପଦୋନ୍ନତି ନେଇ ସଙ୍କେତ ପାଇପାରନ୍ତି। ଧନପ୍ରାପ୍ତି ଯୋଗ ରହିଛି। ସମାଜରେ ମାନ-ପ୍ରତିଷ୍ଠା ବଢ଼ିବ। ପରିବାର ଲୋକଙ୍କ ସହ ହସଖୁସିରେ ଦିନଟି କାଟିବେ।

ବିଛା: ପ୍ରତିକୂଳ ସ୍ଥିତିର ସମ୍ମୁଖୀନ ହେବେ। ସନ୍ତାନଙ୍କ ସହ ମତଭେଦ ହୋଇପାରେ। ଉଚ୍ଚ ଅଧିକାରୀଙ୍କ ସହ ପାଟିତୁଣ୍ଡ ହୋଇପାରେ।

ଧନୁ: ଆଜି ଟିକେ ସତର୍କ ରୁହନ୍ତୁ। କୌଣସି ପ୍ରକାର ବିପଦରେ ପଡ଼ିପାରନ୍ତି। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନ ନେଲେ ଭଲ। ନୂଆ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ।

ମକର: ଖାଦ୍ୟପେୟ ପ୍ରତି ଧ୍ୟାନ ଦିଅନ୍ତୁ। ସ୍ୱାସ୍ଥ୍ୟ ଜନିତ କୌଣସି ସମସ୍ୟା ଦେଖାଯାଇପାରେ। ଅଧିକ ଅର୍ଥ ଖର୍ଚ୍ଚ ହୋଇପାରେ। ବନ୍ଧୁବାନ୍ଧକଙ୍କ ସାହାଯ୍ୟ ମିଳିବ।

କୁମ୍ଭ: ସବୁ କାର୍ଯ୍ୟରେ ସଫଳ ହେବେ। ସ୍ୱାସ୍ଥ୍ୟ ଭଲ ରହିବ। ମନୋରଞ୍ଜନ କାର୍ଯ୍ୟକ୍ରମରେ ସାମିଲ ହୋଇପାରନ୍ତି।

ମୀନ: ଦିନଟି ଭଲରେ କଟିବ। ଆର୍ଥିକ ଲାଭ ଯୋଗ ରହିଛି। ଅଯଥାରେ କୌଣସି ବିବାଦୀୟ ପ୍ରସଙ୍ଗରେ ପଶନ୍ତୁ ନାହିଁ। ରାସ୍ତାରେ ଯା’ଆସ ବେଳେ ସତର୍କ ରୁହନ୍ତୁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story