୧୭ ଜାନୁଆରୀ, ବୁଧବାର: କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହ ବିବାଦ ମେଣ୍ଟିଯିବ

ସାମୂହିକ ପ୍ରୟାସ ଓ ସହଯୋଗ ଦ୍ୱାରା ଆଗକୁ ବଢିବା ସମ୍ଭବ ହେବ । ପ୍ରକୃତିସ୍ଥ ହୋଇ ଚଳିଲେ ଦୁର୍ଗତିରୁ ସୁରକ୍ଷିତ ରହିହେବ।

Rashi

Representational Image

Niharika Rout
  • Published: Wednesday, 17 January 2024
  • Updated: 17 January 2024, 07:38 AM IST

ମେଷ: ବ୍ୟବସାୟରେ ସଫଳତା ଅର୍ଜନ କରିବା ସହ ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ । ଛାତ୍ରଛାତ୍ରୀ ସେମାନଙ୍କ ଅଧ୍ୟୟନ ପାଇଁ ଟିକେ ଚିନ୍ତିତ ରହିପାରନ୍ତି । ଗୁରୁଜନ ମାନଙ୍କ ଆଶୀର୍ବାଦ ବହୁକ୍ଷେତ୍ରରେ ସୁରକ୍ଷା ଦେବ ।

ବୃଷ: ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ମନ ଭଲ ରହିବ ଓ ସାମାଜିକ ସ୍ତରରେ ସମ୍ମାନଲାଭ ଓ ଯଶ ପ୍ରଶଂସା ମିଳିବ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ବିବାଦ ମେଣ୍ଟିଯିବ । ବ୍ୟବସାୟରେ ଶତ୍ରୁମାନେ ଦୂରେଇ ଯିବା ଫଳରେ ଆନନ୍ଦ ଅନୁଭବ କରିବେ।

ମିଥୁନ: ସ୍ୱାସ୍ଥ୍ୟ ପ୍ରାୟ ଭଲ ରହିବା ସହ ରାଜନୀତି କ୍ଷେତ୍ରରେ ପ୍ରଶଂସିତ ହେବେ । ସରକାରୀ କ୍ଷେତ୍ରରେ କର୍ମରତ ଥିବା ବ୍ୟକ୍ତିମାନଙ୍କର ଅନେକ ଶୁଭ ହେବ। ଛାତ୍ରଛାତ୍ରୀଙ୍କର ମାନସିକ ବିକାଶ ଘଟିବ ଓ ଶୁଭ କାମ କରି ପ୍ରଶଂସିତ ହେବେ।

କର୍କଟ: ସାମୂହିକ ପ୍ରୟାସ ଓ ସହଯୋଗ ଦ୍ୱାରା ଆଗକୁ ବଢିବା ସମ୍ଭବ ହେବ । ପ୍ରକୃତିସ୍ଥ ହୋଇ ଚଳିଲେ ଦୁର୍ଗତିରୁ ସୁରକ୍ଷିତ ରହିହେବ। ପୁରୁଣା ରୋଗର ପ୍ରକୋପ ବୃଦ୍ଧି ପାଇବା ସହ ଶତ୍ରୃମାନେ ପୁଣି ଥରେ ପଛରେ ପଡ଼ି ପାରନ୍ତି।

ସିଂହ: ଶୁଭ କାମ କରି ପ୍ରଶଂସିତ ହେବେ ଓ ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ। ରାଜନୀତି କ୍ଷେତ୍ରରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ। ଭାଗିଦାରଙ୍କ ସହ ମିଶି ବ୍ୟବସାୟ ବୃଦ୍ଧି କରିବେ ।

କନ୍ୟା: ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି । ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

ତୁଳା: ପୁରାତନ ରୋଗ ପ୍ରକୋପର ଉପଶମ ହୋଇ ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟାର ସମାଧାନ ହେବା ଫଳରେ ବଡ କାମ କରିବାକୁ ଇଚ୍ଛା ଜାଗ୍ରତ ହେବ। ଅଧ୍ୟୟନ, ଅଧ୍ୟାପନା ଓ ଅନୁସନ୍ଧାନ ପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ।

ବିଛା: କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଆତ୍ମୀୟମାନେ ସମାଲୋଚନା କରିପାରନ୍ତି। ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ।

ଧନୁ: ବ୍ୟବସାୟରେ ଲାଭ ପାଇଲେ ମଧ୍ୟ କୌଣସି କାରଣ ପାଇଁ ଚିନ୍ତାରେ ରହିବେ । ନିର୍ମାଣାଧୀନ କାର୍ଯ୍ୟ ପାଇଁ ବ୍ୟସ୍ତ ରହିବେ ଓ ବନ୍ଧୁଙ୍କର ଆଗମନ ହେବ ନୂତନ ବ୍ୟବସାୟ ପାଇଁ ଋଣ କରିପାରନ୍ତି ଓ ବାକିପଡ଼ିଥିବା ଅର୍ଥ ଆଦାୟ ହେବ ।

ମକର: ସାଧାରଣ କଥାରେ ପରିବାରରେ ଭୁଲ୍ ବୁଝାମଣା ଦେଖାଦେଇପାରେ । ଫଳରେ ମନ ଭାରାକ୍ରାନ୍ତ ହେବ। ବ୍ୟବସାୟରେ ଲାଭ ମିଳିବାରୁ ଘର ପାଇଁ ନୂତନ ଦ୍ରବ୍ୟ କ୍ରୟ କରିବେ । ସ୍ୱାମୀସ୍ତ୍ରୀ ମଧ୍ୟରେ ଦାମ୍ପତ୍ୟ ଜୀବନ ସୁଖମୟ ରହିବ ଓ ସୁସ୍ୱାଦୁ ଭୋଜନ କରିବେ ।

କୁମ୍ଭ: କର୍ମକ୍ଷେତ୍ରରେ ଦାୟିତ୍ଵ ବଢିବା ସହ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ଋଣ ପରିଶୋଧ କରିବା ସହ ଋଣ ପ୍ରାପ୍ତିର ସୁଯୋଗ ପାଇବେ। ସହଜ ସରଳରେ ନୂତନ କର୍ମ ନିଯୁକ୍ତି ପାଇବାସହ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ ।

ମୀନ: ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବା ସହ ମାନସିକ ଶାନ୍ତି ମିଳିବ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବାସହ ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତି ସରଳ ହେବ। ଶିକ୍ଷାକ୍ଷେତ୍ରରେ ପ୍ରଶଂସିତ ହେବାସହ ଜୀବନସାଥୀଙ୍କ ପ୍ରତି ମନରେ ସମ୍ମାନ ଜାଗ୍ରତ ହେବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story