୧୭ ଜାନୁଆରୀ, ଶୁକ୍ରବାର: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ

ମେଷ:  ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ବିଦେଶରୁ ଶୁଭ ଖବର ଶୁଣିପାରନ୍ତି। ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ବୃଷ:  କଥା ଉପରେ ନିୟନ୍ତ୍ରଣ ରଖନ୍ତୁ । ଦିନଟି ଏତେ ଭଲରେ କଟିବ ନାହିଁ। ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ମିଥୁନ:  ମାନ-ସମ୍ମାନ ମିଳିବ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। କର୍କଟ: କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ହସଖୁସିରେ ସମୟ ବିତାଇବେ। ଖର୍ଚ୍ଚ ବଢ଼ିବ। ସିଂହ:  ସହକର୍ମୀଙ୍କ ସହଯୋଗ ମିଳିବ। ପଦୋନ୍ନତିର […]

astro-1

astro-1

Niharika Rout
  • Published: Friday, 17 January 2020
  • Updated: 17 January 2020, 07:30 AM IST

Sports

Latest News

ମେଷ:  ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ବିଦେଶରୁ ଶୁଭ ଖବର ଶୁଣିପାରନ୍ତି। ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ।

ବୃଷ:  କଥା ଉପରେ ନିୟନ୍ତ୍ରଣ ରଖନ୍ତୁ । ଦିନଟି ଏତେ ଭଲରେ କଟିବ ନାହିଁ। ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ।

ମିଥୁନ:  ମାନ-ସମ୍ମାନ ମିଳିବ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି।

କର୍କଟ: କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ହସଖୁସିରେ ସମୟ ବିତାଇବେ। ଖର୍ଚ୍ଚ ବଢ଼ିବ।

ସିଂହ:  ସହକର୍ମୀଙ୍କ ସହଯୋଗ ମିଳିବ। ପଦୋନ୍ନତିର ଯୋଗ ରହିଛି। ପରିବାରରେ ହସଖୁସିର ପରିବେଶ ରହିବ।

କନ୍ୟା: କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ମାଆଙ୍କ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ପରିବାରର କୌଣସି ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ।

ତୁଳା: ଭାଗ୍ୟ ବୃଦ୍ଧି ହେବ। ଧାର୍ମିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ଭାଇ-ଭଉଣୀଙ୍କ ମଧ୍ୟରେ ସମ୍ପର୍କ ଭଲ ରହିବ।

ବିଚ୍ଛା: ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ। ଖାଦ୍ୟପେୟର ଯତ୍ନ ନିଅନ୍ତୁ। ଶରୀର ଅସୁସ୍ଥ ରହିବ।

ଧନୁ:  ଧନପ୍ରାପ୍ତି ଯୋଗ ରହିଛି। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ମାଲିମକଦ୍ଦମାରେ ବିଜୟୀ ହେବେ।

ମକର: ନୂତନ କାର୍ଯ୍ୟ କରିବା ପାଇଁ ଯୋଜନା କରିପାରନ୍ତି। ଅଳସୁଆ ଅନୁଭବ କରିବେ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

କୁମ୍ଭ: ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ଆୟ ବଢ଼ିବ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ।

ମୀନ: ସାହିତ୍ୟ ଓ କଳାକ୍ଷେତ୍ରରେ ରୁଚି ବଢ଼ିବ। କୌଣସି ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ଶୁଭ ଖବର ଶୁଣିବେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story